-+91-9937148622 |

prerana_bgr@rediffmail.com |

  Sunday 31st May 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଯାତ୍ରା ତଳ ପଡିଆରେ ପ୍ରେମୀ ଯୁଗଳଙ୍କ ଭିଡ ପଡ଼ିଆରେ ଯୁବତୀଙ୍କୁ ଅସଦାଚରଣ ଉଦ୍ୟମ   (31-May-2026)       ||      ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (30-May-2026)       ||      ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   (30-May-2026)       ||      ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   (30-May-2026)       ||      ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-May-2026)       ||      ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   (30-May-2026)       ||      ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ    (30-May-2026)       ||      ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   (30-May-2026)       ||      ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   (30-May-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (30-May-2026)       ||      କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   (30-May-2026)       ||      ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   (30-May-2026)       ||      ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   (30-May-2026)       ||      ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   (30-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   (29-May-2026)       ||      ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ    (29-May-2026)       ||      ଖାଦ୍ୟ ନ ପାଇ କଟକ ନୂଆବଜ଼ାର କୁଷ୍ଠ ରୋଗୀ ଧାରଣାରେ ବସିଲେ ।   (29-May-2026)       ||      *ସ୍ୱାମୀ ବିବେକାନନ୍ଦ କଲେଜ ବରପାଲିରେ ସମ୍ବର୍ଦ୍ଧନା ଉତ୍ସବ ଉଦଯାପିତ*   (29-May-2026)       ||     

HOME   ଜିଲ୍ଲା

ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା

12-Dec-2025



ଝାରସୁଗୁଡ଼ା(ପ୍ରେରଣା ଖବର): ଝାରସୁଗୁଡା ଜିଲ୍ଲା ଶାଖାର ଆୟୋଜନ କ୍ରମେ ଝାରସୁଗୁଡ଼ା ସହର ସ୍ଥିତ "ହୋଟେଲ ପ୍ରିନ୍ସ" ଠାରେ "ରାଜ୍ୟ ସାମ୍ବାଦିକ ସଂଘ (ଏସୟୁଜେ) ଓଡ଼ିଶା"ର କାର୍ଯ୍ୟକର୍ତ୍ତାଙ୍କ ବୈଠକ ରାଜ୍ୟ ସଭାପତି କୈଳାଶ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତା କ୍ରମେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ସ୍ୱତନ୍ତ୍ର ଟ୍ରିବ୍ୟୁନାଲ ଅଧ୍ୟକ୍ଷ ସନ୍ତୋଷ କୁମାର ମିଶ୍ର ପ୍ରାକ୍ ସୂଚନା ସହିତ ରାଜ୍ୟ ର ବିଭିନ୍ନ ଅଞ୍ଚଳରୁ ଆସିଥିବା ରାଜ୍ୟ ଓ ଜାତୀୟ କାର୍ଯ୍ୟକାରିଣୀ ସଭ୍ୟଙ୍କୁ ସ୍ଵାଗତ କରିଥିଲେ। ଉପସଭାପତି ମେହେବୁବ ମେହେତାବ ବୈଠକ ଆୟୋଜନ ର ଉଦେଶ୍ୟ ସମ୍ପର୍କରେ ସୂଚନା ଦେବା ସହିତ ଆସନ୍ତା ଫେବୃୟାରୀ ୧୧ ତାରିଖ ରେ ହେବାକୁ ଥିବା ରାଜ୍ୟ ବାର୍ଷିକ ଉତ୍ସବ ର ରୂପରେଖ ସମ୍ପର୍କରେ ଆଲୋଚନା କରିଥିଲେ। ଜାତୀୟ ସାଙ୍ଗଠନିକ 

 ଜାତୀୟ କାର୍ଯ୍ୟକାରିଣୀକୁ ମନୋନୀତ ସଭ୍ୟଙ୍କୁ ସମ୍ବର୍ଦ୍ଧନା 

ସମ୍ପାଦକ ଡଃ ଚିନ୍ତାମଣି ପାଢ଼ୀ, କାର୍ଯ୍ୟକାରୀ ସଭାପତି କୀର୍ତ୍ତି ଚନ୍ଦ୍ର ସାହୁ, ଉପସଭାପତି ବାସୁଦେବ ତ୍ରିପାଠୀ,ସମରେଶ ମିଶ୍ର, ମହେନ୍ଦ୍ର କୁମାର ଦର୍ଜୀ, ମୁଖ୍ୟ କାର୍ଯ୍ୟନିର୍ବାହୀ ଯୋଗାଯୋଗ ଶଶୀଭୂଷଣ ଷଡ଼ଙ୍ଗୀ, ରାଜ୍ୟ ସମ୍ପାଦକ ଶିବାଶିଷ ମହାନ୍ତି ଓ  ଶଶାଙ୍କ ଶେଖର ଝାଙ୍କର, ରାଜ୍ୟ ସାଂଗଠନିକ ସମ୍ପାଦକ ସନ୍ତୋଷ କୁମାର ସ୍ଵାଇଁ, ଜାତୀୟ କାର୍ଯ୍ୟକାରିଣୀ ସଭ୍ୟ (ସ୍ଵତନ୍ତ୍ର ନିମନ୍ତ୍ରିତ) ଜୁଲଫିକର ହୁସେନ ଓ ଗଗନ ଶର୍ମା, ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଜାତୀୟ କାର୍ଯ୍ୟକାରିଣୀକୁ ମନୋନୀତ ହୋଇଥିବା ଶ୍ରୀଯୁକ୍ତ ହୋସେନ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ରାଜ୍ୟ ସଂଗଠନର ସାଂସ୍କୃତିକ ସମ୍ପାଦକ ଭାବେ ଡ଼ଃ ସୁବାଷ ଚନ୍ଦ୍ର ପ୍ରଧାନଙ୍କୁ ବୈଠକରେ ମନୋନୀତ କରାଯାଇ ଥିବାବେଳେ ତାଙ୍କୁ ଫୁଲତୋଡ଼ା ଓ ଉତ୍ତରୀୟ ପ୍ରଦାନ ପୂର୍ବକ ସ୍ଵାଗତ କରାଯାଇ ଥିଲା। ସମସ୍ତ ଜିଲ୍ଲା ଶାଖା ଏବଂ ରାଜ୍ୟ ଓ ଜାତୀୟ କାର୍ଯ୍ୟକାରିଣୀ ସଭ୍ୟ ତଥା କର୍ମକର୍ତ୍ତା ମାନେ ଆଗାମୀ ବାର୍ଷିକ ଉତ୍ସବ ପାଳନ ନିମନ୍ତେ ଆଗାମୀ ଜାନୁଆରୀ ୧୦ ତାରିଖ ସୁଦ୍ଧା ସହଯୋଗ ରାଶି ପ୍ରଦାନ ସହିତ ପ୍ରକାଶ ପାଇବାକୁ ଯାଉଥିବା ସ୍ମରଣିକା(ମୁଖପାତ୍ର) 'ସଂକଳ୍ପ' 

ନିମନ୍ତେ ସର୍ବାଧିକ ବିଜ୍ଞାପନ ପ୍ରଦାନ କରିବାକୁ ନିଷ୍ପତ୍ତି ନିଆ ଯାଇଛି। ବାର୍ଷିକ ଉତ୍ସବକୁ ସୁପରିଚାଳିତ ପୂର୍ବକ ଆଡ଼ମ୍ବର ସହକାରେ ପାଳନ କରିବା ପାଇଁ ଏକ କୋର୍ କମିଟି ଗଠନ ସହିତ ବିଭିନ୍ନ ନିଷ୍ପତ୍ତି ନିଆଯାଇଛି। ଏହି ଅବସରରେ ଝାରସୁଗୁଡା ଜିଲ୍ଲା ଶାଖାର ସଭାପତି ଭାବେ ରବି ଯାଦବ ଓ ସାଧାରଣ ସମ୍ପାଦକ ଭାବେ ପ୍ରଶାନ୍ତ ମାଝୀଙ୍କ ନାମ ଘୋଷଣା କରାଯାଇଥିଲା।ବିଦାୟୀ ଜିଲ୍ଲା ଶାଖା ସଭାପତି ସୁବାସ ପ୍ରଧାନ ଓ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ସନ୍ତୋଷ କୁମାର ସାହୁ କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଯାତ୍ରା ତଳ ପଡିଆରେ ପ୍ରେମୀ ଯୁଗଳଙ୍କ ଭିଡ ପଡ଼ିଆରେ ଯୁବତୀଙ୍କୁ ଅସଦାଚରଣ ଉଦ୍ୟମ   31-May-2026
  ଜିଲ୍ଲା  
ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   30-May-2026
  ଜିଲ୍ଲା  
ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   30-May-2026
  ଜିଲ୍ଲା  
ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   30-May-2026
  ଜିଲ୍ଲା  
ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ   30-May-2026
  ଜିଲ୍ଲା  
ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   30-May-2026
  ଜିଲ୍ଲା  
ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   30-May-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   30-May-2026
  ଜିଲ୍ଲା  
କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   30-May-2026
  ଜିଲ୍ଲା  
ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   30-May-2026

You Might Also Like