-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||     

HOME   ଜିଲ୍ଲା

ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l

13-Dec-2025



ସିନାପାଲି  (ଚିନ୍ତାମଣି ନେତାମ ) ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଖଇରପଦର ଆଶ୍ରମ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା, ଖଇରପଦର ଆଶ୍ରମ ବିଦ୍ୟାଳୟ  ପ୍ରଧାନ ଶିକ୍ଷକ  ଶ୍ରୀଯୁକ୍ତ ଗଙ୍ଗାରାମ ବାଗ  ସଭାପତିଙ୍କ  ମାର୍ଗଦର୍ଶନ ରେ ସ୍ଥାନୀୟ ଖଇରପଦର ଖେଳ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି  l ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ  ଉନାଶି ମାଝୀ,  ମୁଖ୍ୟବକ୍ତା ଭାବରେ  ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ପ୍ରଦୀପ ନାଏକ,  ସମ୍ମାନିତ ଅତିଥିଭାବେ  ପୂର୍ବତନ ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ଗିରିରାଜ ମାଝୀ,  ସମିତିସଭ୍ୟ ଶ୍ରୀମତୀ ଲିନା ମେହେର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି  ବିପିନ ବିହାରୀ ସୁନାନୀ, ପୂର୍ବତନ ସମିତିସଭ୍ୟ  ରାମେଶ୍ୱର ମାଝୀ ଯୋଗ ଦେଇଥିଲେ  l ଶ୍ରୀଯୁକ୍ତ କ୍ଷିତୀଶ  କୁମାର ମେହେର ଅତିଥି ମାନଙ୍କୁ ମଞ୍ଚକୁ ଆମନ୍ତ୍ରଣ କରିବାସହ ପରିଚୟ ପ୍ରଦାନ କରିଥିଲେ l ମୁଖ୍ୟ ଅତିଥି ମଶାଲ ସ୍ଥାପନ ଓ କ୍ରୀଡା ପ୍ରତିଯୋଗିତାର ପତାକା ଉତ୍ତୋଳନ କଲାପରେ ପ୍ରତିଯୋଗିତାର ଶୁଭ ଉଦ୍ଘାଟନ ହେଲା ବୋଲି ଘୋଷଣା କରାଯାଇଥିଲା  l ସଭାଶେଷରେ  ଶ୍ରୀ ଅମିତ କୁମାର ସାହୁ  ଧନ୍ୟବାଦ ଅର୍ପଣ କରିଥିଲେ  l ବିଭିନ୍ନ ବର୍ଗର   ଖେଳ ପ୍ରତିଯୋଗିତା ରେ   ଛାତ୍ରଛାତ୍ରୀ ଯୋଗ ଦେଇ ନିଜର ପାର ଦର୍ଶିତା ପ୍ରଦର୍ଶନ କରିଥିଲେ  l କୃତି ଖେଳାଳି ମାନଙ୍କୁ ଅତିଥିଗଣ  ପ୍ରଶଂସା ପତ୍ର ଓ ପୁରସ୍କାର ଦେଇ ଉତ୍ସାହିତ କରିଥିଲେ  l ଅମିତ କୁମାର ସାହୁ, ବିକ୍ରମ କିଶୋର ମାଝୀ, ଶ୍ରୀମତୀ  ଟିନା ବାଗ, ଶ୍ରୀମତୀ ବବି ଜଗତ ଖେଳ ପରିଚାଳନା କରିଥିବା ବେଳେ   ଶାନ୍ତି ଜଗତ,( ମେଟ୍ରନ) କ୍ଷିତୀଶ ଚନ୍ଦ୍ର ମାଝୀ, ( ପାଚକ )
ପୂର୍ଣ୍ଣମୀ  ମାଝୀ,(ସେବିକା) ସତ୍ୟଭାମା ମାଝୀ, ( ପାଚିକା ) ଓ ବିଦ୍ୟାଳୟ ପରିଚାଳନା କମିଟିର  ସଭ୍ୟ / ସଭ୍ୟା  ସହଯୋଗ  କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026

You Might Also Like