-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-

13-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ଆଜି ଠାରୁ ଆରମ୍ଭ ହୋଇଥିବା ଦୁଇ ଦିନଆ  ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଏସପି । ପ୍ରଥମେ ସକାଳ ୭.୩୦ ରେ ମା ସୁରେଶ୍ୱରୀ ମନ୍ଦିର ରେ ପୂଜା ଅର୍ଚ୍ଚନା ପରେ  ଜିଲ୍ଲା କ୍ରୀଡ଼ା ସଂଘ ଓ ଖେଳାଳୀ ଙ୍କୁ ନେଇ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା l ପରେ ଗାନ୍ଧୀ ଷ୍ଟାଡିୟମ୍ ରେ ୧୦.୩୦ ରେ ପହଞ୍ଚିବା ପରେ କ୍ରୀଡା ସଂଘ ସଭାପତି ତଥା ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଏସପି ଶ୍ରୀ ନାରାୟଣ ନାଏକ ମା ସୁରେଶ୍ଵରୀ ଙ୍କ ଠାରେ ପୁଜା ଅର୍ଚ୍ଚନା କରି କ୍ରୀଡା ସଂଘ ର ପତାକା ଉତ୍ତୋଳନ କରି ଶୋଭାଯାତ୍ରା ର ମଶାଲ କୁ ଗାନ୍ଧୀ ପଡିଆ ରେ ସ୍ଥାପନ କରି ଉତ୍ସବ ଆରଂଭ ଘୋଷଣା କରି ଥିଲେ l ଏବଂ ଖେଳ ୧୧ ଟା ରେ ୮୦୦ ମିଟର ଦୌଡ ପ୍ରତିଯୋଗୀତା କୁ ଶୁଭାରମ୍ଭ କରି ପ୍ରତିଯୋଗିତା କୁ ଉତ୍କଣ୍ଠା ର ସହ ଉପଭୋଗ କରିଥିଲେ l କୃତୀ ପ୍ରତିଯୋଗୀ ଙ୍କୁ ଜିଲ୍ଲାପାଳ ଓ ଏସପି ପୁରସ୍କୃତ କରିଥିଲେ l  ଏହି ଉତ୍ସବ ରେ କ୍ରୀଡା ସଂଘ ଉପ ସଭାପତି ଚିତ୍ତରଞ୍ଜନ ତରାସିଆ ସଭା ପରିଚାଳନା କରି ଅତିଥି ଙ୍କୁ ସ୍ଵାଗତ କରିଥିଲେ l

ଏହି ଉତ୍ସବ ରେ ଜିଲ୍ଲା କ୍ରୀଡ଼ା ଅଧିକାରି ଚିତ୍ତ ରଞ୍ଜନ ମିଶ୍ର, ସଂଘ ଉପଦେଷ୍ଟା କଇରୁ ସ୍ବାଇଁ, ପୌର ଉପାଧ୍ୟକ୍ଷା ମଲ୍ଲିକା ଦାନି, ସଂଘ ର ବରିଷ୍ଠ ସଦସ୍ୟ ଗଣେଶ ରାମ୍ ମେହେର, ଦିଗମ୍ବର ଶତପଥୀ, ମନୋରଞ୍ଜନ ତ୍ରୀପାଠୀ, ସହ ସମ୍ପାଦକ ତଥା ଆଇନଜୀବୀ ନନ୍ଦ କିଶୋର ତ୍ରୀପାଠୀ, କାର୍ଯ୍ୟକାରିଣୀ ସଦସ୍ୟ ବି.ସତ୍ୟ ନାରାୟଣ ରାଓ,, କମଳାକାନ୍ତ ସାହୁ, କ୍ରୀଡ଼ା ସଂଘ କୋଷାଧ୍ୟକ୍ଷ ସୁବାଷ ବିଶ୍ୱାଳ, କୋଚ କଲିମ୍ ମହମ୍ମଦ, ବିକାଶ ପଣ୍ଡା, ପ୍ରମୁଖ ଉପସ୍ଥିତ ଥିବା ବେଳେ ଶେଷରେ ବିକାଶ ପଣ୍ଡା ଧନ୍ୟବାଦ୍ ଅର୍ପଣ କରିଥିଲେ lଆଜି ଅନୁଷ୍ଠିତ ହୋଇଥିବା ପ୍ରତିଯୋଗିତା ଗୁଡିକରେ U-16-ବାଳକ ପୁଟିଂ  ସଟ ରେ ରୋମ୍ୟ ତଣ୍ଡିଆ ପ୍ରଥମ, ନିହାର ପରିଡା ଦ୍ଵିତୀୟ, ଅଜିତ ମହାକୁର ତୃତୀୟ,U-20 ଡିଷ୍କସ ଫିଙ୍ଗାବlଳକ ବର୍ଗ ରେ ସୌମ୍ୟଶିଷ ସ୍ଵର୍ଣ, ଆଦର୍ଶ ରୌପ୍ୟ, ମାନସ ବ୍ରୋଞ ମେଡାଲ ହାସଲ କରିଥିବା ବେଳେ U-14 ବାଳକ ବର୍ଗ ରେ ହର୍ଷିତା ଗିରି ସ୍ଵର୍ଣ, ସରସ୍ବତୀ ଦ୍ଵିତୀୟ ଓ ସମୀକ୍ଷ୍l ତୃତୀୟ ହୋଇଥିଲେ ଡିଷ୍କ୍ସସ U-20 ବାଲିକା ରେ ଝୁମା ପ୍ରଥମ, ସ୍ମୃତି ଦ୍ଵିତୀୟ ଚିନୁ ତୃତୀୟ, U16- ଡିଷ୍କ୍ସସ ଫିଙ୍ଗା ବାଳିକା ରେ ଖୁସି, ଲୋପାମୁଦ୍ରା ରାକ୍ଷୀ ବିଜୟୀ ହୋଇଥିଲେ l 400 ମୀଟର ପୁରୁଷ ବର୍ଗରେ ଦିଲେଶ୍ଵର ବାଘ ସ୍ଵର୍ଣ, ଆଶିଷ ବୁଡ଼ ରୌପ୍ୟ, ପ୍ରମିତା କଂସ୍ୟ ପଦକ ହାସଲ କରିଥିଲେ l ରେକର୍ଡ ସଂଖକ୍ୟ 1275 ଜଣ ପ୍ରତିଯୋଗି ଏହି ଖେଳକୁଦ ପ୍ରତିଯୋଗିତା ରେ ଭାଗ ନେଇଥିବା ଜଣା ଯାଇଛି l U-14,U-16,U-18,U-20,U-23, ର ବାଳକ ଓ ବାଳିକା ବର୍ଗ ଏବଂ ପୁରୁଷ ଓ ମହିଳା ବର୍ଗ ପାଇଁ ଅନୁଷ୍ଠିତ ହେଉଛି l ଆଜି ମୋଟ 41 ଟି ଇଭେଣ୍ଟ ପାଇଁ ଉଭୟ ବର୍ଗ ରେ ପ୍ରତିଯୋଗିତl ଅନୁଷ୍ଠିତ ହୋଇଥିଲା l ଲଙ୍ଗ ଜୁମ୍ପ, ହାଇ ଜମ୍ପ, 1500,400,800,100, ମିଟର ଦୌଡ, ଡିସ୍କସ, ସଟ ପୁଟ, ଜାବେଲିନ ଫିଙ୍ଗା,ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଜିଲ୍ଲା କ୍ରୀଡ଼ା ସଂଘ ସଂପାଦକ ପୀୟୂଷ କୁମାର ପଣ୍ଡା ଙ୍କ ତତ୍ୱା ବଧାନ ରେ ସମସ୍ତ ଆଜିର କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like