-+91-9937148622 |

prerana_bgr@rediffmail.com |

  Sunday 25th January 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   (24-Jan-2026)       ||      ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   (24-Jan-2026)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   (24-Jan-2026)       ||      ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   (24-Jan-2026)       ||      କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   (24-Jan-2026)       ||      *ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   (24-Jan-2026)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   (24-Jan-2026)       ||      ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   (24-Jan-2026)       ||      ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   (24-Jan-2026)       ||      ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   (24-Jan-2026)       ||      ବୀର ସୁରେନ୍ଦ୍ର ସାଏ ପବ୍ଲିକ ସ୍କୁଲର ୧୫ତମ ବାର୍ଷିକୋତ୍ସବ   (24-Jan-2026)       ||      ସ୍ଥାନାନ୍ତରିତ ହେଲା ସୋନପୁର ବସଷ୍ଟାଣ୍ଡ; ସହରରେ ଖୁସିର ମାହୋଲ   (24-Jan-2026)       ||      ରୁଗୁଡ଼ିଖାଲ ମାନସ ବିହାର ଠାରେ ବିଶ୍ଵଶାନ୍ତି ପାଇଁ ୨୯ ତମ ଶ୍ରୀରାମ ଚରିତ ମାନସ ଯଜ୍ଞ ଅନୁଷ୍ଠିତ    (23-Jan-2026)       ||      ପର୍ଯ୍ୟଟନ ସ୍ଥଳୀରେ ପ୍ଲାଷ୍ଟିକ ମୁକ୍ତ ବଣଭୋଜି ପାଇଁ ସଚେତନତା   (23-Jan-2026)       ||      ଡାବୁଗାଁ ର ବିଭିନ୍ନ ବିଦ୍ୟାଳୟରେ ମାଁ ସରସ୍ଵତୀ ପୂଜା ପାଳନ   (23-Jan-2026)       ||      ଶିକେରପାଟ୍ ଚ୍ୟାମ୍ପିଆନ ଟ୍ରଫି ୨୦୨୬ ଉଦଘାଟିତ   (23-Jan-2026)       ||      ତୁଷୁରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମା ସରସ୍ବତୀ ଙ୍କ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର   (23-Jan-2026)       ||      ଧରଣୀମାଲ ଗ୍ରାମ ବସ୍ତିପଡ଼ା ରେ ଧୂମଧାମ ରେ ପାଳିତ ହେଲା "ମା ସରସ୍ବତୀ" ପୂଜା   (23-Jan-2026)       ||      *ସର୍ଵ ଭାରତୀୟ ଲାଲ୍ ମନି ସ୍ମାରକୀ କ୍ରିକଫେଷ୍ଟ*- *ବିଶ୍ଵ ରେକର୍ଡ ସ୍କୋର ସହ ସମ୍ବଲପୁର ଏମ୍ ଏମ୍ ସି ସି ଦଳ ର ଚମକ୍ ପ୍ରଦ ବିଜୟ*-   (23-Jan-2026)       ||      ଚବିଶ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (23-Jan-2026)       ||     

HOME   ଜିଲ୍ଲା

*ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*

13-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) 
 ଜିଲ୍ଲା ଆଇନ ସେବା ପ୍ରାଧିକରଣ ବିଭାଗ ସୋନପୁର ତରଫରୁ ସାର୍ଵ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ଅଙ୍ଗନ ୱାଡ଼ି କେନ୍ଦ୍ର ରୁଗୁଡ଼ିପାଲି  ସୁବର୍ଣ୍ଣପୁର ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଦେବାଶିଷ ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଯାଇଅଛି। ଉକ୍ତ ସଭାରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ , ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ଓ ସହକାରୀ ଶିକ୍ଷକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରୁଗୁଡ଼ିପାଲି ଦୋଳଗୋବିନ୍ଦ ପଣ୍ଡା ସମ୍ମାନିତ ଅତିଥି ଭାବରେ ଉପସ୍ଥିତ ରହି  ଆଜିକାର ଦିବସ ର ସ୍ୱାସ୍ଥ୍ୟ ବାର୍ତ୍ତା  ଉପରେ ଗୁରୁତ୍ୱାରୋପ କରିଥିଲେ. ସୁଲଭ, ଗୁଣାତ୍ମକ ସ୍ଵାସ୍ଥ୍ୟ  ତଥା ସମସ୍ତ ଙ୍କ ପାଖରେ ସ୍ଵାସ୍ଥ୍ୟ ସେବା ଉପଲବ୍ଧ କରାଇବା ଏବଂ ଆଇନ ସମ୍ମତ ଉପରେ ସଚେତନତା ବାର୍ତ୍ତା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ଆମେ ସମସ୍ତେ ମିଶି ଏକ ସୁସ୍ଥ ସୁନ୍ଦର ସମାଜ ଗଠନ ରେ ସହାୟକ ହୋଇପାରିଵା ଉପରେ ଆଲୋକପାତ କରି ଥିଲେ l 
ଉକ୍ତ ସଭାରେ ରୁଗୁଡିପାଲି ଗ୍ରାମ ର ଜନସାଧାରଣ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । କେଶବ ଗୁରୁ,ଅଙ୍ଗନୱାଡି କର୍ମୀ ଜ୍ୟୋତିଶ୍ରୀ ବେହୁରା ଓ ପ୍ରମିଳା ବାଗ ତଥା ସ୍ବେଚ୍ଛାସେବୀ ସବୁ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଶେଷ ରେ ଗୀତାଞ୍ଜଳି ରଣା ଅଙ୍ଗୱାଡ଼ି କର୍ମୀ  ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ ।   ପୋଷ୍ଟର ଓ  ଲିଫ୍ଲେଟ ପ୍ରଦର୍ଶନ କରାଯାଇ ସମସ୍ତ ଙ୍କୁ ସଚେତନ ପାଇଁ ବଣ୍ଟନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   24-Jan-2026
  ଜିଲ୍ଲା  
ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   24-Jan-2026
  ଜିଲ୍ଲା  
ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   24-Jan-2026
  ଜିଲ୍ଲା  
ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   24-Jan-2026
  ଜିଲ୍ଲା  
କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   24-Jan-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   24-Jan-2026
  ଜିଲ୍ଲା  
ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   24-Jan-2026
  ଜିଲ୍ଲା  
ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   24-Jan-2026
  ଜିଲ୍ଲା  
ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   24-Jan-2026
  ଜିଲ୍ଲା  
ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   24-Jan-2026
  ଜିଲ୍ଲା  
ବୀର ସୁରେନ୍ଦ୍ର ସାଏ ପବ୍ଲିକ ସ୍କୁଲର ୧୫ତମ ବାର୍ଷିକୋତ୍ସବ   24-Jan-2026
  ଜିଲ୍ଲା  
ସ୍ଥାନାନ୍ତରିତ ହେଲା ସୋନପୁର ବସଷ୍ଟାଣ୍ଡ; ସହରରେ ଖୁସିର ମାହୋଲ   24-Jan-2026

You Might Also Like