-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

13-Dec-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ନ୍ୟାୟାଳୟ ସମେତ, ଜିଲ୍ଲାରେ ଥିବା ସମସ୍ତ ତାଲୁକ ସ୍ତର ଓ ତୁଷୁରା କୋର୍ଟ ଠାରେ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଅଛି । ଏହି ଲୋକ ଅଦାଲତ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ନ୍ୟାୟାଳୟର ଜିଲ୍ଲା ନ୍ୟାୟାଧିଶ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ (ଭାରପ୍ରାପ୍ତ) ଶ୍ରୀଯୁକ୍ତ ମଳୟ ରଂଜନ ଦାଶଙ୍କ ଉପସ୍ଥିତିରେ ପରିଚାଳନା କରାଯାଇ ଥିଲା | ଏଥିରେ ଶ୍ରୀଯୁକ୍ତ ବିମଲ କୁମାର ଚାନ୍ଦ, ଚେୟାରମ୍ୟାନ, ପି ଏଲ୍ ଏ, (ପି ୟୁ ଏସ୍), ଶ୍ରୀଯୁକ୍ତ ବିକ୍ରମ କେଶରୀ ପଟ୍ଟନାୟକ, ଜଜ୍‌ ଫ୍ୟାମିଲି କୋର୍ଟ, ଶ୍ରୀମତୀ ଅଞ୍ଜଳି ପାଢ଼ୀ, ଅତିରିକ୍ତ ଜିଲ୍ଲା ଜଜ୍ (ଦ୍ଵିତୀୟ), ମୁଖ୍ୟ ବିଚାର ବିଭାଗୀୟ ଅଧୁକାରୀ, ଶଙ୍ଖ ଚକ୍ରବର୍ତୀ, ରେଜିଷ୍ଟ୍ରାର, ସିଭିଲ କୋର୍ଟ, ଶ୍ରୀଯୁକ୍ତ ଶ୍ରୀଦୀପ୍ ମିଶ୍ର, ଶ୍ରୀଯୁକ୍ତ ଆଶିଷ କୁମାର ସାହୁ, ସିଭିଲ୍ ଜଜ୍ (ବରିଷ୍ଠ), ଶ୍ରୀମତୀ ବୈଶାଳୀ ନାୟକ, ସିଭିଲ୍ ଜଜ୍ (ବରିଷ୍ଠ), ଶ୍ରୀମତୀ ଅର୍ଣ୍ଣପୂର୍ଣ୍ଣା ଷଡଙ୍ଗୀ, ଅତିରିକ୍ତ ସିଭିଲ୍ ଜଜ୍ (ବରିଷ୍ଠ), ଶ୍ରୀମତୀ ଦୀପାରାଣୀ ଜେନା,  (SDJM) ଶ୍ରୀମତୀ ସାସ୍ୱତୀ ମହାପାତ୍ର, ସିଭିଲ୍ ଜଜ୍ (କନିଷ୍ଠ), ଶ୍ରୀ ଶିଶିର ଭୋଇ (ଗ୍ରାମ ନ୍ୟାୟାଧିକାରୀ) ଦୀପାଳି ଦାସ(ଜେ.ଏମ୍.ଏଫ୍.ସି), ଅର୍ଘ୍ୟରୁପା ମିଶ୍ର (ଜେ.ଏମ୍.ଏଫ୍.ସି) ଏବଂ ଜିଲ୍ଲା ବାର ର ସମସ୍ତ ଅଧିବକ୍ତା ମାନେ ଉପସ୍ଥିତ ଥିଲେ । ଏହା ସହିତ ଜିଲ୍ଲା ର ବିଭିନ୍ନ ରାଜସ୍ଵ ଅଧିକାରୀ, ଜାତୀୟକରଣ ବ୍ୟାଙ୍କ, ଜଳ ବିଭାଗ, ବିଦ୍ୟୁତ ବିଭାଗ, ଦୂର ସଂଚାର ଏବଂ ଅନ୍ୟ ବିଭାଗ ମାନଙ୍କର କର୍ମଚାରୀ ମଧ୍ୟ ଏହି ଲୋକ ଅଦାଲତରେ ଭାଗ ନେଇଥିଲେ । ପ୍ରାଧିକରଣର ଭାରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀଯୁକ୍ତ ମଳୟ ରଂଜନ ଦାଶଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ସହ‌ଯୋଗରେ ଡ଼ା. ଶ୍ରୀଯୁକ୍ତ ନନ୍ଦ କିଶୋର ପାଢିଙ୍କର ପ୍ରତ୍ୟକ୍ଷ ତ‌ତ୍ତ୍ୱାବଧାନରେ ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀ, ଆଶା କର୍ମୀଙ୍କ ମାଧ୍ୟମରେ ପ୍ରାଧିକରଣ ପରିସରରେ ଉପସ୍ଥିତ ଥିବା ବ୍ୟକ୍ତିବିଶେଷ ମାନଙ୍କର ବିଭିନ୍ନ ସ୍ଵାସ୍ଥ୍ୟ ସମସ୍ୟା ପରୀକ୍ଷା କରାଯିବା ସହିତ, ବଲାଙ୍ଗିର ଜିଲ୍ଲା କାରାଗାରର ଅନ୍ତେବାସୀ ମାନଙ୍କର ଉତ୍ସାହ ବୃଦ୍ଧି କରିବା ପାଇଁ ସେମାନଙ୍କ ଦ୍ଵାରା ତିଆରି କରାଯାଇଥିବା ବିଭିନ୍ନ ହସ୍ତତନ୍ତ୍ର ବସ୍ତ୍ର ଗୁଡିକର ଜିଲ୍ଲା କାରାଗାର କର୍ମଚାରୀଙ୍କ ଦ୍ଵାରା ବିକ୍ରି କରାଯାଇଥିଲା, ତତ ସହିତ ଦ୍ଵିତୀୟ ମଧ୍ୟସ୍ଥତା ଅଭିଯାନ ସଚେତନ ଶିବିର ମଧ୍ୟ ଖୋଲା ଯାଇଥିଲା । ଏହି ରାଷ୍ଟ୍ରିୟ ଲୋକ ଅଦାଲତରେ ୪୩ଟି ଦେୱାନୀ ମକୋଦ୍ଦମା,  ୪୩୬ଟି ଫୌଜଦାରି ମକୋଦ୍ଦମା, ୦୬ଟି ବ୍ୟାଙ୍କ ମକୋଦ୍ଦମା, ୧୨ଟି ମଟର ଦୁର୍ଘଟଣା ଜନିତ ମାମଲା, ୧୪ଟି ପାରିବାରିକ ମାମଲା ଫଇସଲା ହୋଇଥିଲା । ତତସହିତ ୯୦୨୩ଟି ରାଜସ୍ୱ ମାମଲା, ୧୪୨୩ଟି ପ୍ରାକ୍ ମକୋଦ୍ଦମା ମାମଲାର ସମାଧାନ କରାଯାଇ ମୋଟ ୧୦୯୫୭ଟି ମୋକଦ୍ଦମା ଫଇସଲା କରାଯିବା ସହିତ ୫,୦୮,୭୮,୭୯୬ ଟଙ୍କାରେ ସମାଧାନ ହୋଇଥିଲା । ଉକ୍ତ ଲୋକ ଅଦାଲତକୁ  ପବିତ୍ରାନନ୍ଦ ପ୍ରଧାନ, ସଚିବ, ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗିର ପରିଚାଳନା କରିଥିଲେ । ଆଇନ ଶୃଙ୍ଖଳା ରକ୍ଷା କରିବାରେ ଜିଲ୍ଲା ପୋଲିସ ପ୍ରଶାସନ ସହୋଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like