-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||     

HOME   ଜିଲ୍ଲା

ନିଲଜିକୁ ହରାଇ ଜୟବାହାଳ ଚମ୍ପିୟାନ

14-Dec-2025



ନୂଆପଡ଼ା (ରାମନାଥ ପଣ୍ଡା)
ବୀର ଜୱାନ ପ୍ରଭାସ ଚନ୍ଦ୍ର ଯୋଶୀଙ୍କ ସ୍ମୃତି ନିମିତ୍ତ ଦୀର୍ଘ ୧୫ ଦିନ ଧରି ମେମୋରିଆଲ କ୍ରିକେଟ ଟୁର୍ଣାମେଣ୍ଟ ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ତାରାପୁର ଗ୍ରାମରେ ଜୟ ପାହାଡ ବୁଢା କ୍ରିକେଟ କ୍ଲବ ଦ୍ଵାରା ଆୟୋଜନର ଆଜି  ଫାଇନାଲ ମ୍ୟାଚରେ ନିଲଜି କ୍ରିକେଟ  ଦଳ ଓ ଜୟବାହାଲ କ୍ରିକେଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।ଏହି ଅବସରରେ ଜେ ପି ସି ସି ସଭାପତି ସତ୍ୟପୀର ପଣ୍ଡାଙ୍କ ସଭାପତିତ୍ବରେ ଆୟୋଜିତ ମଞ୍ଚରେ ସୁପରିଚିତ ବି ଜେ ପି ନେତା ଲମ୍ବୋଦର ନିଆଲ ମୁଖ୍ୟ ଅତିଥି,ଅବସରପ୍ରାପ୍ତ ହାଇ ସ୍କୁଲ ପ୍ରଧାନ ଶିକ୍ଷକ ସନତ କୁମାର ପଣ୍ଡା ମୁଖ୍ୟ ବକ୍ତା ରୂପେ ଅଳଙ୍କୃତ ଥିବାବେଳେ ସ୍ଵତନ୍ତ୍ର ଅତିଥି ରୂପେ ୟାର ଅନୁଷ୍ଠାନ ସଭାପତି ମହେନ୍ଦ୍ର କୁମାର ଯୋଶୀ,ସମ୍ମାନିତ ଅତିଥି ଭାବରେ ପ୍ରଧାନ ଶିକ୍ଷକ ଅଙ୍କନ ସିଂ ମାଝୀ,କ୍ରୀଡ଼ା ଶିକ୍ଷକ ଗଣେଶ ଚନ୍ଦ୍ର ଯୋଶୀ,କ୍ରୀଡ଼ା ଶିକ୍ଷକ ବି ପି ସି ବି ପରମେଶ୍ବର ପଣ୍ଡା,ସେକ୍ରେଟାରୀ ଜେ ପି ସି ସି ଶୁଭେନ୍ଦୁ ଯୋଶୀ,ସି ଆର୍ ସି ସି ଧର୍ମେନ୍ଦ୍ର ନାଏକ,ସାମ୍ବାଦିକ ରାମନାଥ ପଣ୍ଡା ଓ ବିଶିକେସନ୍ ପଣ୍ଡା,ସମାଜ ସେବୀ ଅବନୀ ରଞ୍ଜନ ଯୋଶୀ ମଞ୍ଚାଷିନ ଥିଲେ ।ଆଜିର ମ୍ୟାଚରେ ଅଜୟ ସଲମାଙ୍କ ୫୩ ବଲରେ ୧୦୪ ରନ ସହାୟତାରେ ଜୟବାହାଲ ଦଳ ସମୁଦାୟ ୨୩୫ ରନ ସଂଗ୍ରହ କରିଥିବାବେଳେ ନିଲଜି ଦଳ ସମସ୍ତ ୱିକେଟ ହରାଇ ୧୫୨ ରନ ସଂଗ୍ରହ କରି ପରାଜୟ ଲାଭ କରିଥିଲା ।ବିଜେତା ଦଳ ଜୟ ବାହାଳକୁ ୱିନର ଟ୍ରଫି ସହ ୩୦ ହଜାର ଟଙ୍କା  ପ୍ରଦାନ କରାଯାଇଥିବାବେଳେ ରନର୍ଷ ଅପ ଟ୍ରଫି ସହ ୨୦ ହଜାର ଟଙ୍କା ନିଲଜି ଦଳକୁ ପ୍ରଦାନ କରାଯାଇଛି ।ମେନ ଅଫ ଦି ମ୍ୟାଚ୍ ଓ ମେନ ଅଫ ଦି ସିରିଜ ଟ୍ରଫି ଅଜୟ ସଲମା  ଏବଂ ବେଷ୍ଟ ବୋଲର ଭାବରେ ନିଲଜି ଦଳର ବାସୁ ସମ୍ମାନିତ ହୋଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026

You Might Also Like