-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ନଟରାଜ କଳା ପରିଷଦ ବଲାଙ୍ଗିରର ନାଟକ ମହୋତ୍ସବ ୨୦୨୫ ଉଦ୍‌ଯାପିତ

15-Dec-2025



ବଲାଙ୍ଗିର(ପ୍ରେରଣା ଖବର): କୋଶଳ କଳା ମଣ୍ଡଳ ବଲାଙ୍ଗିର ଠାରେ ନଟରାଜ କଳା ପରିଷଦ ବଲାଙ୍ଗିରର ନାଟକ ମହୋତ୍ସବ ୨୦୨୫ ର ଉଦ୍‌ଯାପନ ଉତ୍ସବରେ ମୁଖ୍ୟ ଅତିଥି ରୂପେ ସୋନପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଥିଲେ ବରିଷ୍ଠ ସାମ୍ବାଦିକ ମନରଂଜନ ଯୋଷୀ ଓ ଲୋୟର ସୁକତେଲ ଏସ୍‌.ଇ. ସୁରେନ୍ଦ୍ର କୁମାର ସେଠ । ହରିନାରାୟଣ ପୁଜାରୀ ସଭାପତିତ୍ୱରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ଅଧ୍ୟକ୍ଷ ଡ. ଶ୍ରୀକର ମିଶ୍ର ସଭା ପରିଚାଳନା କରିଥିଲେ ଓ ପ୍ରଧ୍ୟାପକ ପ୍ରଶାନ୍ତ ଖମାରୀ ସ୍ୱାଗତ ଭାଷଣ ତଥା ଆଲୋଚନା କରିଥିଲେ । ଏହି ଅବସରରେ ବଲାଙ୍ଗିରର ବିଶିଷ୍ଟ ସମାଜସେବୀ ସ୍ୱର୍ଗତ ଲଳିତ ନାୟକଙ୍କ ସ୍ମୃତିରେ ଡ. ରୁଦ୍ର ନାରାୟଣ ପଟେଲଙ୍କୁ ନଟରାଜ ସେବା ସମ୍ମାନ ପ୍ରଦାନ କରାଯାଇଥିଲା । 

‘ବା’ ଓ ‘ଜମିଦାର’ ନାଟକର ନିର୍ଦ୍ଦେଶକ ପ୍ରହ୍ଲାଦ ଦର୍ଜି, ତ୍ରଶଙ୍କୁ ଓ ପାରଶ ମଣି ନାଟକର ନିର୍ଦ୍ଦେଶକ ସତ୍ୟବ୍ରତ ଆଚାର୍ଯ୍ୟ, ଯାଦୁବାଲା ଓ ଭୁଲତା ନାଟକର ନିର୍ଦ୍ଦେଶକ ରାମ ପ୍ରସାଦ ଦାଶଙ୍କୁ ସମ୍ମାନିତ କରାଯାଇଥିଲା । ନଟରାଜ କଳା ପରିଷଦର ନିର୍ଦ୍ଦେଶକ ପ୍ରହ୍ଲାଦ ଦର୍ଜି ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରେମ କେତେବେଳେ ସୁବାଷିତ ଫୁଲ ଭଳି ତ କେତେବେଳେ କଣ୍ଟାଭରା ଡାଳଟିଏ । ପ୍ରେମ ପବିତ୍ର ଅମୃତମୟ ଯଦି ତାହା ସ୍ୱାର୍ଥ ବାହାରେ ରହିଥାଏ ଓ ଉଦ୍ଦେଶ୍ୟ ପ୍ରଣଦିତ ହୋଇନଥାଏ । ସ୍ୱାର୍ଥ ଏବଂ କୁଉଦ୍ଦେଶ୍ୟ ପ୍ରେମକୁ କରିଥାଏ ବିଷମୟ । ଏହି ବିଷ ଥରେ ପ୍ରେମ ସହିତ ମିଶି ଗଲେ ତାହା ଜୀବନକୁ ହନ୍ତସନ୍ତ କରିଦିଏ । ଏଥିପାଇଁ ଦାୟୀ ପ୍ରେମ ନୁହେଁ, ସ୍ୱାର୍ଥନୈଶି ମଣିଷ ହିଁ ଏଥି ପାଇଁ ଦାୟୀ । ଏହା ଉପରେ ଆଧାରିତ ହୋଇ ପ୍ରଦର୍ଶିତ ହୋଇଥିଲା ଉଦ୍‌ଯାପନି ଉତ୍ସବର ପ୍ରଥମ ନାଟକ ‘ଭୁଲତା’ ଯାହାର ରଚୟିତା ବିଶିଷ୍ଟ ନାଟ୍ୟକାର ଅଶୋକ ବହିଦାର, ନିର୍ଦ୍ଦେଶନା ଦେଇଥିଲେ ରାମ ପ୍ରସାଦ ଦାଶ । ସଂଗୀତ ଦେଇଥିଲେ ଗଣେଶ ପୁଝାରୀ । ଅଭିନୟରେ ଭାଗ ନେଇ ଥିଲେ ଅରୁଣ, ମିଲି, ବିଶ୍ୱଜିତ, ମାନସ, ଦେବ ଓ ଆନନ୍ଦ ।

ଗବେଷଣା କରି ବିଜ୍ଞାନରେ ନୂତନ କିଛି ଉଦ୍ଭାବନ କରିବା କିଛି ନୂଆ କଥା ନୁହେଁ । ମାତ୍ର ଗବେଷକ ଯଦି ପଥଚ୍ୟୁତ ହୋଇଯାନ୍ତି ତା’ର କୁପରିଣାମ କେବଳ ସେ ଭୋଗ କରନ୍ତି ନାହିଁ ଅଧିକନ୍ତୁ ଏହା ସମାଜ ଉପରେ ଗର୍ବିତ ପ୍ରଭାବ ପକାଏ । ଏହାକୁ ନେଇ ପ୍ରଦର୍ଶିତ ହୋଇଥିଲା ଦ୍ୱିତୀୟ ନାଟକ ‘ପାରଶମଣି’ । ନାଟକଟିକୁ ଦେବରାଜ ସାହୁ ଲେଖିଥିବା ବେଳେ ନିର୍ଦ୍ଦେଶନା ଦେଇଥିଲେ ସତ୍ୟବ୍ରତ ଆଚାର୍ଯ୍ୟ ଓ ସଂଗୀତ ଦେଇଥିଲେ ଗଣେଶ ପୁଜାରୀ । ଅଭିନୟରେ ଥିଲେ ହରି, ସଂଜିବ, କୁମୁଦ, ନୁର, ଲଳିତ, ପିଣ୍ଟୁ ଓ ଆନନ୍ଦ ପ୍ରମୁଖ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like