-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||     

HOME   ଜିଲ୍ଲା

ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟର ୫୪ତମ ବାର୍ଷିକ କ୍ରୀଡା ଉତ୍ସବ

17-Dec-2025



ନୂଆପଡ଼ା (ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲର ୫୪ତମ ବାର୍ଷିକ କ୍ରୀଡା ଉତ୍ସବ ପାଳନ ହେଉଅଛି । ୧୭ ରୁ ୨୦ ତାରିଖ ଯାଏଁ ଆୟୋଜିତ ହେବାକୁ ଥିବା କ୍ରୀଡ଼ା ଉତ୍ସବର ଆଜି ପ୍ରଥମ ଦିବସରେ କ୍ରୀଡ଼ା ଶିକ୍ଷକ ସୁବାସ ଚନ୍ଦ୍ର ଯୋଶୀଙ୍କ ତତ୍ତ୍ଵାବଧାନରେ କଳର ପାର୍ଟି ଓ ବାଳିକା ବେଣ୍ଡ ପାର୍ଟିଙ୍କ ବାଜାର ତାଳେ ତାଳେ ଅତିଥି ମାନଙ୍କୁ ସ୍ଵାଗତ ଜଣାଇବା ଦୃଶ୍ୟ ମନକୁ ଛୁଇଁ ଯାଇଥିଲା।ପ୍ରଧାନ ଶିକ୍ଷକ ସତ୍ୟ ନାରାୟଣ ମେହେରଙ୍କ ସଭାପତିତ୍ବରେ ଆୟୋଜିତ ଉଦଘାଟନୀ ଉତ୍ସଵରେ ମୁଖ୍ୟ ଅତିଥି ରୂପେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ,ମୁଖ୍ୟ ବକ୍ତା ରୂପେ ମାଟିର ସୁପୁତ୍ର ବିଶିଷ୍ଟ ଶିକ୍ଷାବିତ୍ ଡଃ ଗିରିଧାରୀ ହୋତା,ସମ୍ମାନିତ ଅତିଥି ଭାବରେ ଜିଲ୍ଲା କ୍ରୀଡ଼ା ଶିକ୍ଷା ଅଧିକାରୀ ରତନଲାଲ ବାରିକ,ପ୍ରାକ୍ତନ ଶିକ୍ଷକ ଚୈତନ୍ୟ ପ୍ରସାଦ ମାଝୀ,ଖଡ଼ିଆଳ ବ୍ଲକ ଅଧ୍ୟକ୍ଷ ପ୍ରତିନିଧି ଅକ୍ଷୟ କୁମାର ନନ୍ଦ ଯୋଗଦାନ କରିଥିଲେ ।

ଶିକ୍ଷକ ସୁଶାନ୍ତ ବାଗ ଅତିଥିଙ୍କୁ ସ୍ବାଗତ ଓ ତାଙ୍କ ପରିଚୟ ପ୍ରଦାନ କରିଥିଲେ।ଶରୀରର ସର୍ବାଙ୍ଗୀନ ବିକାଶ ଦିଗରେ କ୍ରୀଡାର ଆବଶ୍ୟକତା ଉପରେ ଅତିଥିଗଣ ମତବ୍ୟକ୍ତ କରି ଛାତ୍ର ଛାତ୍ରୀଙ୍କୁ ବହୁ ମାତ୍ରାରେ ଉତ୍ସାହିତ କରିଛନ୍ତି। ବାର୍ଷିକ କ୍ରୀଡ଼ାରେ କୃତିତ୍ୱ ଲାଭ କରିଥିବା ଖେଳାଳିଙ୍କୁ ପୁରସ୍କୃତ କରାଯାଇଥିଲା,ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ର ଛାତ୍ରୀ ନୃତ୍ୟ ପରିବେଷଣ କରିଥିଲେ ।ଶିକ୍ଷକ ହରିଶଙ୍କର ବେହେରା ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like