-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||     

HOME   ଜିଲ୍ଲା

ଖୁଜେନପାଲିରେ ବ୍ଲକ୍ ସ୍ତରୀୟ ଓଷ୍ଟା ତରଫରୁ ଶିଶୁ ମେଳା ଉଦଯାପିତ 

18-Dec-2025



ବଲାଙ୍ଗିର (ପ୍ରେରଣା ଖବର): ବଲାଙ୍ଗିର ସଦର ବ୍ଲକ୍ ଖୁଜେନପାଲି ଭଗବାନ ବିଦ୍ୟାମନ୍ଦିର ଠାରେ ବ୍ଲକ୍ ସ୍ତରୀୟ ଶିଶୁ ମେଳା ଉଦଯାପିତ ହୋଇ ଯାଇଛି l
ଓଷ୍ଠା ଜୋନ୍ ସଭାପତି ସୁରେଶ କୁମାର ଷଡଙ୍ଗୀ ସଭାପତିତ୍ବ ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଖୁଜେନପାଲି ପରିଚାଳନା ସମିତିର ସଭାପତି ଯୁଧୁଷ୍ଠିର କୁମାର ସିଂହ ମୁଖ୍ୟ ଅତିଥ୍ ଭାବେ ଯୋଗ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ଖୁଜେନପାଲି ପଂଚାୟତର ସରଫଚ ରଞ୍ଜିତା ପାଣିଗ୍ରାହୀ, ସୁଧ୍ର କୁମାର ନାଏକ, ଶଙ୍କର ପ୍ରସାଦ ମିଶ୍ର ଓ ଓଷ୍ଟା ବ୍ଲକ୍ ସଂପାଦକ ସଂଜୟ କୁମାର ତ୍ରିପାଠୀ ଉପସ୍ଥିତ ଥିଲେ l ଏ ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇ ଥିଲା। ତର୍କରେ ଜୟେଲ କୁମାର, କଣ୍ଠ ସଙ୍ଗୀତରେ

ଚାନ୍ଦିନୀ ଧରେ, ଚିତ୍ରାଙ୍କନରେ ସୌମ୍ୟ ରଞ୍ଜନ ସାହୁ, ଆବୃତ୍ତିରେ ମନୀଷା ସାହୁ, ଗଳ୍ପ ଲିଖନରେ କାୟଲ ମହାକୁର, କବିତା ରଚନାରେ ଅଞ୍ଜନ କୁମାର ସା, ଏକକ ନୃତ୍ୟରେ ଶର୍ମିଷ୍ଠା ସାହୁ, ଏକକ ଅଭିନୟରେ ଖୁସି ତାଣ୍ଡି, ସାଧାରଣ ଜ୍ଞାନରେ ପୁଞ୍ଜଲ ହୋତା, କୁଇଜରେ ମାଧବୀ ରାଉତ ପ୍ରଥମ ସ୍ଥାନ ଅଧିକାର କରି ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବରେ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି । ଶେଷରେ ସୁରେନ୍ଦ୍ର କୁମାର ନାଥ ଓ ଲଲାଟ କେଶରୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।ସେହିପରି ଓଷ୍ଟାର ବ୍ଲକ ସଭାପତି ସୁରେଶ ଷଡଙ୍ଗୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଗୋଷ୍ଠି ଶିକ୍ଷା ଅଧିକାରୀ ନୀଳମଣି ପଟେଲ ଯୋଗ ଦେଇଥିଲେ l ସମ୍ମାନିତ ଅତିଥି ଭାବରେ ରାଜ୍ୟ ଓଷ୍ଟା ଉପସଭାପତି ସୁର କୁମାର ନାଏକ, ଓଷ୍ଟା ଜିଲ୍ଲା କାର୍ଯ୍ୟକାରୀ ସଭାପତି ଅନିଲ କୁମାର ସାହୁ, ଓଷ୍ଟା ଜିଲ୍ଲା ସଂପାଦକ ଶଙ୍କର ପ୍ରସାଦ ମିଶ୍ର, ଯୋଗ ଦେଇଥିଲେ । ଶିଶୁ ମେଳାରେ ମୋଟ ୧୮ଟି ଉଚ୍ଚ ବିଦ୍ୟାଳୟର ୧୩୦ ଜଣ ଛାତ୍ରଛାତ୍ରୀ ଅଶଂଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026

You Might Also Like