-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||     

HOME   ଜିଲ୍ଲା

ସାଲେଭଟା କୃଷି ସମବାୟ ସମିତି ଲି. ଠାରେ ଧାନମଣ୍ଡି ଉଦଘାଟନ

19-Dec-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ସାଲେଭଟ। ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡ଼ ରେ ଧାନମଣ୍ଡି ଉଦଘାଟନ ହୋଇଯାଇଛି l ଏଥିରେ ସମବାୟ ସମିତିର ଉପ ସଭାପତି ରଶ୍ମିତା ଶତପଥୀ ନଡ଼ିଆ ବାଡେଇ ପୂଜା ଅର୍ଚ୍ଚନା କରି ମଣ୍ଡି ଶୁଭାରମ୍ଭ କରିଥିଲେ l ଏ ପର୍ଯ୍ୟନ୍ତ ବଲାଙ୍ଗୀର ଜିଲ୍ଲାରେ ଗତ ଡିସେମ୍ବର ୫ ତାରିଖ ଠାରୁ ମଣ୍ଡି ଖୋଲିବା ପାଇଁ ସରକାର ଧାନ କିଣିବା ପାଇଁ ସମୟ ସୀମା ନିର୍ଧାରଣ କରିଥିଲେ ହେଁ ଅଦ୍ୟାବଧି ମଣ୍ଡି ଖୋଲି ନ ଥିବା ଚାଷୀ ଙ୍କ ଠାରୁ ପ୍ରକାଶ l ଆଜି ସାଲେଭଟ। ମଣ୍ଡି ପେସ୍କ ର ସମୂହ ଚାଷୀ ଙ୍କ ଗହଣରେ ଉଦଘ।ଟିତ ହୋଇଯାଇଛି । ଏହା ସହିତ ଧାନକ୍ରୟ ପାଇ ମେସେଜ ମଧ୍ୟ ଆସୁନାହିଁ ।

ଏହି ମଣ୍ଡି ରେ 350 ଜଣ ଚାଷୀ ଙ୍କ ପଞ୍ଜିକରଣ ହୋଇଥିଲେ ହେଁ ମାତ୍ର 107 ଟି ଟୋକନ୍ ଗତ  5 /12 ରେଆସିଥିବା ସମ୍ପାଦକ ବିକାଶ ଭୋଇ ସୂଚନା ଦେଇଛନ୍ତି l ଏହି ଉଦ୍ଘଟନୀ ସମାରୋହରେ ପେକ୍ସ ସଭାପତି ପଦ୍ମିନୀ ମେହେର , ଉପ ସଭାପତି ରଶ୍ମିତା ଶତପଥୀ ,  ସମ୍ପାଦକ ବିକାଶ ଭୋଇ , ଡାଟା ଏଣ୍ଟ୍ରି ଅପ୍ରେରେଟର ନବ କିଶୋର ମିଶ୍ର , ଡାଇରେକ୍ଟର ଶ୍ରୀନିବାସ ପଧାନ , ଆର୍ତ୍ତତ୍ରାଣ ପଧାନ , ବୈଷ୍ଣବ ତାଣ୍ଡି , ସନ୍ତୋଷ ସାହୁ , ଡୋଳମଣୀ ପଧାନ , ନେହେରୁ ନାୟକ , ଚୈତନ୍ୟ ମେହେର ପ୍ରମୁଖ ଶତାଧିକ ଚାଷୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026

You Might Also Like