-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ମାଟିର ମହୋତ୍ସବ ଅବସରରେ ବିଭିନ୍ନ ପ୍ରତିଯୋଗିତା

20-Dec-2025



କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସହର ର ରେଲୱେ ଖେଲ ପଡ଼ିଆ ଠାରେ ଆସନ୍ତା ଜାନୁୟାରୀ ୯ ତାରିଖ ରୁ ଆରମ୍ଭ ହୋଇ ତିନି ଧରି ଆୟୋଜିତ ହେବ କଣ୍ଟାବାଞ୍ଜି ମାଟିର ମହୋତ୍ସବ ୨୦୨୬ ଏହାକୁ ନେଇ ବିଭିନ୍ନ ପ୍ରତିଯୋଗିତା ସ୍କୁଲ,କଲେଜ ଏବଂ ଏସ.ଏଚ୍.ଜି ମହିଳା ମାନଙ୍କ ପାଇଁ ଆର୍ଟ କ୍ରାଫ,ରଂଗୋଲି ପ୍ରତିଯୋଗିତା,ଆରମ ପିନ୍ଧନ୍ ଉଢନ୍ ରେମ୍ପ୍ ସୋ,ସ୍ବାଛତା ଅଭିଯାନ,ହୁଲାହୁଲି ଶଙ୍ଖ ପୁକା, ମେହେନ୍ଦି,ଆମର ପିଠାମଡା, କୁଇଜ୍,ଡିବେଟ୍ ଭଲି ଅନେକ ଆୟୋଜିତ ହେବ ତେଣୁ କଣ୍ଟାବାଞ୍ଜି ସହର ବିଭିନ୍ନ ସରକାରୀ,ବେସରକାରୀ ଶିକ୍ଷାନୁଷ୍ଠାନ ଏବଂ ଏସ.ଏଚ୍.ଜି ମହିଳା ମାନଙ୍କୁ ନେଇ ଶୁକ୍ରବାର କଣ୍ଟାବାଞ୍ଜି ହରି ଭବନ ଠାରେ ଏକ ପ୍ରସ୍ତୁତି ବୈଠକ ମାଟିର ମହୋତ୍ସବ କମିଟି ସଭାପତି ବ୍ରଜ ଶ୍ୟାମ ଗୁରୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଅଛି। ଆଗାମୀ ଦିନ ହେବାକୁ ଥିବା ବିଭିନ୍ନ ପ୍ରତିଯୋଗିତା କୁ ନେଇ ବୈଠକ ରେ ଖସଡ଼ା ପ୍ରସ୍ତୁତ କରାଯାଇଥିଲା। ବୈଠକ ରେ କଣ୍ଟାବାଞ୍ଜି ମାଟିର ମହୋତ୍ସବ କମିଟି ସାଧାରଣ ସମ୍ପାଦକ ବେଦବ୍ୟାସ ନାଗ, କୋଷାଧ୍ୟକ୍ଷ ସନ୍ତୋଷ ଅଗ୍ରୱାଲ, ସିଆରସିସି ମେମ୍ବର ରାଜେନ୍ଦ୍ର ଅଗ୍ରୱାଲ, ଅବସରପ୍ରାପ୍ତ ଶିକ୍ଷୟତ୍ରୀ ରାଜେଶ୍ବରୀ ତ୍ରିପାଠୀ, କଣ୍ଟାବାଞ୍ଜି କେଭି କଲେଜ ପ୍ରାଧ୍ୟାପକ ଯଶୋବନ୍ତ ନାରାୟଣ ମିଶ୍ର, ମାରୱାଡ଼ି ୟୂବା ମଞ୍ଚ ଜାଗୃତି ଶାଖା ର ଚଞ୍ଚଳ ବଂଶଲ, ଅଖିଳ ଭାରତୀୟ ମାରୱାଡ଼ି ମହିଳା ସମ୍ମୀଳନୀ ସଭାପତି ସନ୍ତୋଷୀ ଜୈନ, ସମ୍ପାଦିକା ପୁନମ୍ ଣ୍ଢେଲୱଲ,ଏସ.ଏଚ୍.ଜି ଗ୍ରୁପ ରୁ ବବିତା ବେହେରା ପ୍ରମୁଖ ମଞ୍ଚାସିନ ଥିବା ବେଳେ ମାଟିର ମହୋତ୍ସବ କମିଟି ପ୍ରଚାର ରୋହନ କୁମାର ମହତ, ସହ ସମ୍ପାଦକ ରାଜୁ ବାରିକ, କାର୍ଯ୍ୟକାରୀ ସଦସ୍ୟ ମୋହନ ସୁନା,ବାବୁ ସିଂ ଉପସ୍ଥିତ ଥିଲେ ବେଳେ ସହ ସମ୍ପାଦକ ଦିନେଶ ମହାନନ୍ଦ ମଞ୍ଚ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like