-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ଜିଲ୍ଲା

କୁଲତା ସମାଜ ତରଫରୁ ଆଲୋଚନାଚକ୍ର

21-Dec-2025



ବଲାଙ୍ଗୀର (ପ୍ରେରଣା ଖବର): ଆଜି ହର୍ଡାଟାଲ କେନ୍ଦ୍ର ରାମଚଣ୍ଡି ପୀଠ ସଭାଗୃହ ଠାରେ ମା ରଣେଶ୍ୱର ରାମଚଣ୍ଡିଙ୍କୁ ପୂଜା ଅର୍ଚନା ପରେ  ବଲାଙ୍ଗିର କୁଲତା ସମାଜ ହର୍ଡାଟାଲ କେନ୍ଦ୍ର ସଭାପତି ବେଲାର ସିଂଭୋଇ  ସଭାପତିତ୍ୱରେ ପ୍ରଫେସର ଦେବେନ୍ଦ୍ର ବିଶ୍ୱାଲ ନୃତତ୍ୱ ବିଭାଗ ଉତ୍କଳ ବିଶ୍ୱ ବିଦ୍ଯାଳୟ ଆଚାର୍ଯ୍ଯ କ୍ଷମାନିଧି ସାହୁ ତେଜରାଜ ସାହୁ ସ୍ୱାସ୍ଥ୍ଯ ସୁସ୍ଥତା ମାର୍ଗ ଦର୍ଶକ ମଞ୍ଚାସୀନ ଥାଇ ବଲାଙ୍ଗିର କୁଲତା ସମାଜ ହର୍ଡାଟାଲ କେନ୍ଦ୍ର ଦ୍ୱାରା ଆୟୋଜନରେ ସାମାଜିକ,ଅର୍ଥନୈତିକ , ଶିକ୍ଷା ଓ ସ୍ଯାସ୍ଥ୍ଯ ଉପରେ ଆଲୋଚନା କରାଯାଇଥିଲା । , ଜତି ପଧାନ ,ଉମେଶ ପଧାନ, ଉମେଶ ଗଡତ୍ଯା ପ୍ରେମାନନ୍ଦ ସାହୁ  ତ୍ରିଲୋଚନ ପଧାନ ସତ୍ଯ ନାରାୟଣ ପଧାନ ରୋହିତ ଭୋଇ ଟଙ୍କ ଧର ଗଡତ୍ଯା ନିରଞ୍ଜନ ଗଡତ୍ଯା ବକ୍ତବ୍ଯ ରଖିଥିଲେ  , ୩୩ ଗୋଟି ଆଞ୍ଚଳିକ କେନ୍ଦ୍ର, ବଲାଙ୍ଗିର ସହରାଞ୍ଚଳ  ସମାଜ ରୁ ସମସ୍ତ କାର୍ଯ୍ଯ କର୍ତ୍ତା ସଭାପତି ଯୁବ ସଂଗଠକ ଯୋଗ ଦେଇଥିଲେ  ଆଗାମି ଦିନ ରେ ଶିକ୍ଷା ଚାକିରୀରେ ରାଜନିତି ରେ ସମାନୁପାତିକ ସଂରକ୍ଷଣ ଓ ସର୍ବାଙ୍ଗିନ ଉନ୍ନତି ପାଇଁ ସମସ୍ତେ ମିଳି ମିଶି କାର୍ଯ୍ଯ କରିବାକୁ ପ୍ରସ୍ତାବ ନିଆଗଲା । ଶତ୍ରୁଘ୍ନ ଭୋଇ  କୁନ୍ତଲା ଗଡତ୍ଯା ଝିଲ୍ଲି ନାଏକ ଅନଙ୍ଗ ଉଦୟ ଭୋଇ ରାଜେଶ ପଧାନ, ପ୍ରଲ୍ଲାଦ ଭୋଇ ,ସଂଜୟ ଗଦତ୍ଯା, ପୂର୍ଣ୍ଣ ଚନ୍ଦ୍ର ବିଶ୍ୱାଲ ଶାନ୍ତନୁ ଭୋଇ ଶଙ୍କର୍ଷଣ ପଧାନ ଭକ୍ତ ବନ୍ଧୁ ବିଶ୍ୱାଲ ସଭା ପରିଚାଳନା କରିଥିବା , ବେଳେ ଅଜରାଜ ଗଡତ୍ଯା ଧନ୍ଯବାଦ ଦେଇଥିଲେ  ଶତାଧିକ ଜାତି ବନ୍ଧୁ  ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like