-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||     

HOME   ଦେଶ ବିଦେଶ

ହାଥରସ୍ ଗଣଦୁଷ୍କର୍ମ ଓ ହତ୍ୟା ମାମଲା: ଘଟଣା ପୂର୍ବରୁ ପିଛା କରିବା ସହ ଅସଦାଚରଣ କରୁଥିଲା ଅଭିଯୁକ୍ତ!!

11-Oct-2020



ହାଥରସ୍ ଗଣଦୁଷ୍କର୍ମ ଓ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ କେନ୍ଦ୍ର ସରକାର ନୋଟିସ୍ ଜାରି କରିଛନ୍ତି । ଏଣିକି ଏହି ବିବାଦୀୟ ଓ ଜଘନ୍ୟ ଘଟଣାର ତଦନ୍ତ କରିବ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା । ତେବେ ଏ ମଧ୍ୟରେ ଆଉ ଏକ ବଡ଼ ଖବର ସାମ୍ନାକୁ ଆସିଛି। ପୀଡ଼ିତାଙ୍କ ସହ ଗଣଦୁଷ୍କର୍ମ ଭଳି ଅପରାଧ କରିଥିବା ମୁଖ୍ୟ ଅଭିଯୁକ୍ତ ପୂର୍ବରୁ ମଧ୍ୟ ପିଛା କରି ତାଙ୍କ ସହ ଅସଦାଚରଣ କରୁଥିବା ଜଣାପଡ଼ିଛି!!ପୀଡ଼ିତାଙ୍କ ପଡ଼ୋଶୀ ଜାତୀୟ ଗଣମାଧ୍ୟମକୁ ଏ ବିଷୟରେ ଜଣାଇଛନ୍ତି। ଘଟଣାର ମୁଖ୍ୟ ଅଭିଯୁକ୍ତ ସନ୍ଦିପ ପୀଡ଼ିତାଙ୍କ ପିଛା କରିବା ସହ ଅଶାଳୀନ ବ୍ୟବହାର କରୁଥିଲା ବୋଲି ପୀଡ଼ିତାଙ୍କ ପଡ଼ୋଶୀ ଜଣାଇଛନ୍ତି। ପୀଡ଼ିତା ତାଙ୍କ ମା’ଙ୍କ ସହ ବଜାରକୁ ଯାଉଥିବା ବେଳେ ସବୁ ଲୋକଙ୍କ ଆଗରେ ସନ୍ଦିପ ପୀଡ଼ିତାଙ୍କ ହାତ ଧରିଥିଲା, କିନ୍ତୁ କେହି କିଛି କହିନଥିଲେ। ଏହା ସହ ସେ ନିଜେ ମଧ୍ୟ ଏଭଳି ହେଉଥିବାର ଦେଖିଥିବା କହିଛନ୍ତି। ସନ୍ଦିପର ବାପାଙ୍କୁ ମଧ୍ୟ ପୀଡ଼ିତାର ବାପା ସବୁ ଜଣାଇବା ପରେ ଅଭିଯୁକ୍ତକୁ ଘର ଲୋକେ ମାଡ଼ ମାରିଥିଲେ, ଯାହାର କିଛି ଦିନ ପରେ ଏଭଳି ଘଟଣା ଘଟିଥିଲା!


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026

You Might Also Like