-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ବିଦ୍ୟା ନିକେତନ ବିଦ୍ୟାଳୟ ତରଫରୁ ବାର୍ଷିକ ଉତ୍ସବ ପାଳନ

22-Dec-2025



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା ସହର ସ୍ଥିତ ବିଦ୍ୟାନିକେତନ ବିଦ୍ୟାଳୟର ୧୮ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ରବିବାର ପାଳନ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ତୁଷୁରା ତହସିଲଦାର ତଥା ଏନଏସି ଇଓ ଆର୍ତ୍ତତ୍ରାଣ ଥାର୍ଟି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସମାଜସେବୀ ବିଳାସିନୀ ନାୟକ ମୁଖ୍ୟ ବକ୍ତା ଭାବେ ଏନଏସି ଅଧ୍ୟକ୍ଷ ଅଜୟ ଜୟସ୍ବାଲ ଯୋଗଦେଇଥିଲେ।ସଭାକାର୍ଯ୍ୟ ଆରମ୍ଭରୁ ବିଦ୍ୟାଳୟର ଡାଇରେକ୍ଟର ସୁରେଶ ଚନ୍ଦ୍ର ସାହୁଙ୍କ ସହିତ ଅତିଥି ମାନଙ୍କ ଦ୍ବାରା ଦୀପ ପ୍ରଜ୍ବଳନ ପରେ ସଭା ସଭାକାର୍ଯ୍ୟ ଆରମ୍ଭହୋଇଥିଲା । ପ୍ରଧାନ ଶିକ୍ଷକ ଶିକ୍ଷକ ଶୁଭ୍ରାଂଶୁ ଶେଖର ପଣ୍ଡା ଅତିତ୍ଥ ପରିଚୟ ପ୍ରଦାନ କରିବା ସହ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ। ଏହା ପରେ ବିଭିନ୍ନ ପ୍ରତିଯୋଗିତାରେ ବିଜୟୀ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକମ ଅନୁଷ୍ଠିତ ହୋଇଥିଲା।  ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସହିତ ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା ସହଯୋଗ  କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like