-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||     

HOME   ରାଜ୍ୟ

୬ବର୍ଷ ତଳୁ ମିଳିଲାଣି ଘର, ଉଠିଲାଣି ଫାଇନାଲ୍‌ ବିଲ୍‌; ଅନ୍ଧାରରେ ହିତାଧିକାରୀ!

02-Feb-2021



ହରଭଙ୍ଗା(ପ୍ରେରଣା ଖବର) : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍‌ରେ ଆବାସ ଦୁର୍ନୀତି ଥମିବାର ନାଁ ନେଉନି। ପ୍ରତିଦିନ କେଉଁଠି ନାଁ କେଉଁଠି ନୂଆ ନୂଆ କେଳେଙ୍କାରୀର ଚିତ୍ର ସାମ୍‌ନାକୁ ଆସୁଛି। ବ୍ଲକ୍‌ର ସଙ୍କୁଲେଇ ପଞ୍ଚାୟତର କମ୍ଭୁନାଥପୁର ଗ୍ରାମର ରଜନୀ ବେହେରା ନାମକ ଜଣେ ଗରିବ ମହିଳା ଓ ତାଙ୍କର ଦିନ ମଜୁରିଆ ପରିବାର ଆବାସ ଯୋଜନାରେ ଘର ଖଣ୍ଡେ ପାଇବାକୁ ପଞ୍ଚାୟତ ଅଫିସରେ ବାରମ୍ବାର ଗୁହାରି କରୁଥିଲେ। କିନ୍ତୁ ଏନେଇ କୌଣସି ସୁଫଳ ନମି​ଳିବାରୁ ନିରାଶ ହୋଇ ହରଭଙ୍ଗା ବିଡିଓଙ୍କୁ ଭେଟି ଦୁଃଖ ଜଣାଇଥିଲେ।

ଏହାପରେ ବିଡିଓଙ୍କ ନିର୍ଦେଶରେ ହିତାଧିକାରୀଙ୍କ ତାଲିକା ଯାଞ୍ଚ୍‌ ବେଳେ ତାଙ୍କ ନାମରେ ୨୦୧୪-୧୫ ଆର୍ଥିକ ବର୍ଷ ରେଜିଷ୍ଟ୍ରେସନ ନଂ ଆର୍‌ଏଜେ ୧୭୦୪୨୧୩୨୯ଏଲ  ଏକ ଆବାସ ଗୃହ ମଞ୍ଜୁର ହୋଇଥିବା ଜଣାପଡ଼ିଥିଲା। ୨୦୧୬-୧୭ରେ ଘର ଶେଷ ହୋଇ ଫାଇନାଲ୍‌ ବିଲ୍‌ ମଧ୍ୟ ଉଠି ସାରିଥିବା ଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍‌ନାକୁ ଆସିଛି। ଏକଥା ଶୁଣି ପରିବାର ଲୋକଙ୍କ ପାଦତଳୁ ମାଟି ଖସି ଯାଇଥିଲା। ଏହି ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରଜନୀ ଲିଖିତ ଅଭିଯୋଗ କରିଛନ୍ତି। ତେବେ ବିଡିଓ ନିଜେ ଘଟଣାସ୍ଥଳକୁ ଯାଇ ତଦନ୍ତ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏନେଇ ହରଭଙ୍ଗା ବିଡିଓ ନୀଳକଣ୍ଠ ବେହେରାଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରତିକ୍ରିୟା ମିଳି ପାରିନାହିଁ। ୯ନଂ ଜୋନର ଜିଲ୍ଲା ପରିଷଦ ସଭ୍ୟ ଅବକାଶ ସାହୁ ଆବାସ ଯୋଜନାରେ ହିତାଧିକାରୀଙ୍କ ଅନୁଦାନ ଅର୍ଥ ହଡ଼ପ ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି। ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026

You Might Also Like