-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଅପରାଧ

ସୁଶ୍ରୀ ନର୍ସିଂ କଲେଜର ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯ୍ୟାତନା ଓ ଧମକଚମକ ଅଭିଯୋଗ, ଜେଲ ଗଲେ ସମ୍ପାଦକ ନାରାୟଣ ମିଶ୍ର

22-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ସଦାଇପାଲି ସ୍ଥିତ ସାଇଟ ନର୍ସିଂ କଲେଜରେ ଜଣେ ମହିଳା କର୍ମଚାରୀଙ୍କୁ ସେହି କଲେଜର ସଂପାଦକ ନାରାୟଣ ମିଶ୍ର ଯୌନ ନିର୍ଯ୍ୟାତନା ଦେଇଥିବା ଅଭିଯୋଗ ହୋଇଥିଲା। ସଦର ପୋଲିସ ଏହି ଅଭିଯୋଗର ତଦନ୍ତ କରି ଆଜି କଲେଜର ସଂପାଦକ ନାରାୟଣ ମିଶ୍ରଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହି ଘଟଣାକୁ ନେଇ ବଲାଙ୍ଗୀରରେ ଚର୍ଚ୍ଚା ଯୋର ଧରିଛି।
 ଅଭିଯୋଗରୁ ପ୍ରକାଶ ଯେ,ସୁଶ୍ରୀ ନର୍ସିଂର୍କଲେଜରେ କଣ୍ଟିଲୋର ବୀଣାପାଣୀ ବେହେରା ନାମ୍ନୀ ଜଣେ ମହିଳା ୱାଡେନ ଭାବରେ ଗତ ୨୦୨୩ ମସିହାରୁ କାମ କରି ଆସୁଥିଲେ। କଲେଜର ସୁରିନଟେନଡେଣ୍ଟ ଅଶୋକ ପଧାନଙ୍କ ଜରିଆରେ ସେ କାମ କରୁଥିଲେ। ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠାନର ସଂପାଦକ ନାରାୟଣ ମିଶ୍ର ବୀଣାପାଣୀଙ୍କୁ ନିଜ ଚାମ୍ବରକୁ ଡାକି ଯୌନନିର୍ଯ୍ୟାତନା ଦେଇଥିଲେ। ରୁମ୍ ଭିତରେ ବୀଣାପାଣିଙ୍କର ଶରୀରର ବିଭିନ୍ନ ଅଙ୍ଗକୁ ଧରିବା ସହିତ ଆଶାଳୀନ ବ୍ୟବହାର କରିଥିଲେ। ଶେଷରେ ସଫଳ ନହେବାରୁ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ ବୋଲି ବୀଣାପାଣି ସଦର ଥାନା ରେ ଲିଖିତ ଏତଲା ଦେଇଥିଲେ । ସଦର ଆଇଆଇସି ରାଜକୁମାର ବିଶ୍ୱାଳ ଏହି ଅଭିଯୋଗ ଆଧାରରେ ସଦରଥାନା ମାମଲା ନମ୍ବର-୫୫୩/୨୦୨୫ ଦଫା-୭୪/୭୫/(୧),(ଆଇଆଇ), ୩୫୧ (୩) ବିଏନଏସରେ ରୁଜୁ କରି ତଦନ୍ତ କରିଥିଲେ। ପୋଲିସ ତଦନ୍ତ କରି ଅଭିଯୁକ୍ତ ନାରାୟଣ ମିଶ୍ରଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲକୁ ପଠାଇ ଦିଆଯାଇଥିବା ଜଣାପଡିଛି। ସଦର ଏସଡିପିଓ ସରୋଜ ଉପାଧ୍ୟାୟଙ୍କୁ ପଚାରିବାରୁ ଅଭିଯୋଗ ଆଧାରରେ ଆଇଆଇସି ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like