-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   (12-Nov-2026)       ||      ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   (12-Nov-2026)       ||      *ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   (12-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ରାଜ୍ୟ ପ୍ରଶିକ୍ଷଣ ବୈଠକ ଅନୁଷ୍ଠିତ

22-Dec-2025



ବଲାଙ୍ଗୀର (ପ୍ରେରଣା ଖବର): ଶନିବାର ଓ ରବିବାର ୨୦ ଓ ୨୧ ଦୁଇଦିନ ଧରି ବଲାଙ୍ଗିର ଅଗ୍ରସେନ ଭବନ ଠାରେ ଦୁଇଦିନ ଧରି ଓଡିଶା ପଶ୍ଚିମ ପ୍ରାନ୍ତ ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ରାଜ୍ଯ ସଭାପତି କିଶୋର ମୋହନ ମିଶ୍ରଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି. ପୂର୍ବ କ୍ଷେତ୍ର ସଂଗଠନ ମନ୍ତ୍ରୀ ରାମଚନ୍ଦ୍ର ସ୍ଵାଇଁ  ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପଶ୍ଚିମ ପ୍ରାନ୍ତର ବିଭିନ୍ନ ଜିଲ୍ଲାରୁ କାର୍ଯ୍ୟକର୍ତ୍ତା ସମେତ ରାଜ୍ୟ ସଂଗଠନ ମନ୍ତ୍ରୀ କିଶୋର ସାହୁ,  ସମ୍ପାଦକ ନଳିନୀ କାନ୍ତ ମହାନ୍ତି ଯୋଗଦେଇ  ଥିଲେ ଓ ଗ୍ରାହକ ପଞ୍ଚାୟତ କାର୍ଯ୍ୟପ୍ରଣାଳୀ, ସଂଗଠନ, ବିଧି ବ୍ୟବସ୍ତା, ଜିଲ୍ଲା ସ୍ତରରୁ ଆରମ୍ଭ କରି ବ୍ଲକ ଓ ତହସିଲ ସ୍ତରରେ ସଂଗଠନ କୁ ନେଇ ଲୋକଙ୍କ ନିକଟରେ ପହଁଞ୍ଚିବା କୁ ବିଭିନ୍ନ ବିଷୟରେ କାମ କରିବା କୁ

କହିଥିଲେ.  ବିଭିନ୍ନ ସତ୍ର ସଭାକୁ  ସମ୍ପାଦକ ପରିଚାଳନା କରିଥିଲେ. ଶେଷରେ ବଲାଙ୍ଗୀର ଜିଲ୍ଲା ସଭାପତି ଗୋପବନ୍ଧୁ ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ପୂଜନ ସଙ୍ଗଠନ ମନ୍ତ୍ର, ପ୍ରାର୍ଥନା  ଶେଷରେ ଶାନ୍ତି ପାଠ ପରେ କାର୍ଯ୍ୟକ୍ରମ ସମାପନ ହୋଇଥିଲା. ଏଥିରେ ପୂର୍ବ ପଶ୍ଚିମ ପ୍ରାନ୍ତର ସଂଯୋଜକ ମାଣିକ ଲାଲ ବର୍ମା, ସମସ୍ତ କାର୍ଯ୍ୟକୁ ତଦାରଖ କରିଥିବା ବେଳେ କୋଷାଧ୍ୟକ୍ଷ ନବକିଶୋର ପଟେଲ, ଉପସଭାପତି ମହେଶ୍ଵର ସାହୁ, ଅଶୋକ କୁମାର ମିଶ୍ର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   12-Nov-2026
  ଜିଲ୍ଲା  
ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   12-Nov-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   12-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026

You Might Also Like