-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ରାଜ୍ୟ

ବଲାଙ୍ଗୀର ଲୋକଉତ୍ସବ ଜାନୁୟାରୀ ୧୯ ରୁ ୨୩

23-Dec-2025



ବଲାଙ୍ଗିର(ପ୍ରେରଣା ଖବର): ଆସନ୍ତା ଜାନୁୟାରୀ ୧୯ ରୁ ୨୩ ପାଞ୍ଚ ଦିନ ବ୍ୟାପୀ ସ୍ଥାନୀୟ କୋଶଲ କଳା ମଣ୍ଡଳ ଠାରେ ଚଳିତ ବର୍ଷ ୨୩ତମ ବଲାଙ୍ଗିର ଲୋକ ଉତ୍ସବ -୨୦୨୫ ଅନୁଷ୍ଠିତ ହେବ । ଆଜି ସ୍ଥାନୀୟ ବନଖଣ୍ଡ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ୨୩ତମ ବଲାଙ୍ଗିର ଲୋକ ଉତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତି ପରିଷଦ ଅଧ୍ୟକ୍ଷ ଗୌରୱ ଶିୱାଜି ଇସଲୱାର ଅଧ୍ୟକ୍ଷତା କରିଥିଲେ । ୨୩ତମ ବଲାଙ୍ଗିର ଲୋକ ଉତ୍ସବ -୨୦୨୫ ଅନୁଷ୍ଠିତ କରିବା ପାଇଁ ସମସ୍ତ କମିଟି ଗଠନ  ଓ କମିଟି ଗୁଡ଼ିକର କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯାଇଥିଲା । ପାରମ୍ପରିକ ଲୋକ କଳା ଓ ଲୋକ ନୃତ୍ୟ, ପାରମ୍ପରିକ ସଂସ୍କୃତି ପରମ୍ପରାକୁ ବଜାୟ ରଖି ଏହି ମହୋତ୍ସବକୁ ପାଳନ କରିବା ପାଇଁ ଜିଲ୍ଲାପାଳ ଗୁରୁତ୍ଵାରୋପ କରିଛନ୍ତି । ଏହି ମହୋତ୍ସବକୁ ଆଡମ୍ବର ଓ ଶାନ୍ତିଶୃଙ୍ଖଳାର ସହ ଆୟୋଜନ କରିବା ପାଇଁ ଜିଲ୍ଲାପାଳ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ବଲାଙ୍ଗିର ଜିଲ୍ଲାର ସମସ୍ତ ବୁଦ୍ଧିଜୀବୀ, କଳାକାର ମାନେ ଉପସ୍ଥିତ ରହି ସେମାନଙ୍କର ମୂଲ୍ୟବାନ ଓ ଉପାଦେୟ ପ୍ରସ୍ତାବ ଏବଂ ମତାମତ ପ୍ରଦାନ କରିଥିଲେ । ଏହି ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ଉପ ଜିଲ୍ଲାପାଳ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ପୌରପରିଷଦର ନିର୍ବାହୀ ଅଧିକାରୀ, ଜିଲ୍ଲା ସଂସ୍କୃତି ପରିଷଦ ସମସ୍ତ ସଦସ୍ୟ, ସଦସ୍ୟା, ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର ବିବରଣୀ ପାଠ ଓ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like