-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ଦ୍ବିତୀୟ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ର ଦ୍ବିତୀୟ ଦିବସରେ ବି୍ଏଫ୍ ସି କୁଚିଣ୍ଡା ବିଜୟୀ

23-Dec-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ଅନ୍ତର୍ଗତ ବଡଟିକା କ୍ରୀଡା ସଂଘ ଆନୁକୂଲ୍ଯରେ ଆୟୋଜିତ ଦ୍ବିତୀୟ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ର ଦ୍ବିତୀୟ ଦିବସର  ଖେଳରେ ବି୍ଏଫ୍ ସି କୁଚିଣ୍ଡା ଓ   ଅରୁଣ ଏକାଦଶ ସମ୍ବଲପୁର ମଧ୍ଯରେ ଅନୁଷ୍ଠିତ ହୋଇଥିଲା । ଆଜିର ଖେଳରେ ବି୍ଏଫ୍ ସି କୁଚିଣ୍ଡା ୧-୦ ଗୋଲ୍ ରେ ବିଜୟୀ ହୋଇଥିଲା l ଏହି ଅବସରରେ   ମୁଖ୍ଯଅତିଥି ଭାବେ ବଡଟିକା ଗ୍ରାମ ପଞ୍ଚାୟତ ପୂର୍ବତନ ସରପଞ୍ଚ ଅଶୋକ କୁମାର ପଟେଲ ଯୋଗ ଦେଇଥିବା ବେଳେ  ବଡଟିକା ଗ୍ରାମ ପଞ୍ଚାୟତ କାର୍ଯ୍ଯ ନିର୍ବାହୀ ଅଧିକାରୀ କିଶୋର ଭୁଏ ଓ ଜି ଆର୍ ଏସ୍ ବିମ୍ବାଧର କର୍ତ୍ତି ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗ ଦେଇଥିଲେ ।  ମ୍ଯାଚ୍ କମିଶନର୍ ସୁଦୟ ବାରିକ ଙ୍କ ପ୍ରତ୍ଯକ୍ଷ ତତ୍ୱାବଧାନ ରେ ଶ୍ରୀନିବାସ ରାଓ, ସୁଧାଂଶୁ ଶେଖର ସେଠ୍, କରୁଣାକର ପଧାନ ଓ ରୋଶନ୍ ଆଜିର ଖେଳକୁ ପରିଚାଳନା କରିଥିଲେ ।   ବି୍ଏଫ୍ ସି କୁଚିଣ୍ଡା ଦଳର କ୍ରୀଷ୍ଣା ଓରାମ ଆଜିର ଖେଳର ଶ୍ରେଷ୍ଠ ଖେଳାଳି ଭାବେ  ମୁଖ୍ଯଅତିଥିଙ୍କ ଠାରୁ ପୁରସ୍କୃତ ହୋଇଥିଲେ l  ବଡଟିକା କ୍ରୀଡା ସଂଘର କାର୍ଯ୍ୟକ୍ରମ ସଂଯୋଜକ ଋଷଭ ପଧାନ ମଞ୍ଚ ପରିଚାଳନା କରିଥିବା ବେଳେ ହିମାଂଶୁ ଦଳପତି ଧାରା ବିବରଣୀ ପ୍ରଦାନ କରିଥିଲେ । କ୍ରୀଡା ସଂଘର ସଭାପତି ଭୁବନେଶ୍ବର ଧରୁଆ, ଉପ ସଭାପତି ଗୋପାଳ ବିଶ୍ବାଳ, ସଂପାଦକ ଅନିଋଦ୍ଧ ଭୋଇ, ସହ ସଂପାଦକ ମନରଞ୍ଜନ ବିଶ୍ବାଳ, କୋଷାଧ୍ୟକ୍ଷ ରାଜୁ ପଧାନ, ସଂଯୋଜକ ପ୍ରଶନ୍ନ କୁମାର ସାହୁ ,ପୂର୍ବତନ ବରିଷ୍ଠ ଫୁଟବଲ୍ ଖେଳାଳି କ୍ଷମାନିଧି ଦଳପତି, କ୍ରୀଡା ସଂଘ ର  ସମସ୍ତ ସଭ୍ଯ ତଥା ଗ୍ରାମବାସୀ ସହଯୋଗ କରିଥିଲେ । ଆସନ୍ତା କାଲି  ପ୍ରଥମ ସେମି ଫାଇନାଲ୍ ବରଗଡ ୟୁନାଇଟେଡ୍ ଓ ବି୍ଏଫ୍ ସି କୁଚିଣ୍ଡା  ମଧ୍ଯରେ ଅନୁଷ୍ଠିତ ହେବ ବୋଲି ଆୟୋଜକ ସୂତ୍ର ରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like