-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ରାଜ୍ୟ

ରାଜ୍ୟରେ ଧାନ କିଣା ତ୍ୱରାନ୍ୱିତ; ବର୍ତ୍ତମାନ ୧୨ ଜିଲ୍ଲାରେ ଧାନ କିଣା ଜାରି

24-Dec-2025



ଭୁବନେଶ୍ଵର (ପ୍ରେରଣା ଖବର): ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଜାରି ରହିଛି । ବର୍ତ୍ତମାନ ବରଗଡ଼, ନୂଆପଡା, ସମ୍ବଲପୁର, କଳାହାଣ୍ଡି,ବଲାଙ୍ଗୀର, ସୁନ୍ଦରଗଡ, ବୌଦ୍ଧ, ଗଞ୍ଜାମ, କୋରାପୁଟ, ଝାରସୁଗୁଡ଼ା, ନବରଙ୍ଗପୁର, ସୁବର୍ଣ୍ଣପୁର ଆଦି ଜିଲ୍ଲାରେ ଧାନ କିଣା ପ୍ରକ୍ରିୟା ଚାଲିଛି । ପ୍ରଯ୍ୟାୟକ୍ରମେ ଅନ୍ୟ ଜିଲ୍ଲାରେ ଏହି ଧାନ କିଣା ଆରମ୍ଭ କରାଯିବ । ଏଥିପାଇଁ ସମ୍ପୃକ୍ତ ଜିଲାରେ ବ୍ୟାପକ ପ୍ରସ୍ତୁତି ଜାରି ରହିଛି । ଏତଦବ୍ୟତୀତ ପଞ୍ଜିକୃତ ଚାଷୀ ମାନଙ୍କୁ ଆଗୁଆ ସୂଚନା ପ୍ରଦାନ ସହ ଟୋକନ ପ୍ରଦାନ କରାଯାଉଛି । ବର୍ତ୍ତମାନ ଏହି ଜିଲ୍ଲା ଗୁଡିକରୁ ଏକ ଲକ୍ଷ ୧୧ ହଜାର ୧୨୮ ଜଣ ଚାଷୀଙ୍କ ଠାରୁ ୪ ଲକ୍ଷ ୯୭ ହଜାର ୪୯୪ ମେଟ୍ରିକ ଟନ ଧାନ କିଣାଯାଇ ସାରିଛି । ବରଗଡ଼ରେ ୪୦ ହଜାର ୧୬୨ ଜଣଙ୍କ ଠାରୁ ଏକ ଲକ୍ଷ ୭୯ ହଜାର ୫୨୬ ମେଟ୍ରିକ ଟନ, ସମ୍ବଲପୁରରେ ୨୮ ହଜାର ୯୩୩ ଚାଷୀଙ୍କ ଠାରୁ ଏକ ଲକ୍ଷ ୩୪ ହଜାର ୭୦୬ ମେଟ୍ରିକ ଟନ, କଳାହାଣ୍ଡିରେ ୧୯ ହଜାର ୫୯୨ ଜଣ ଚାଷୀଙ୍କ ଠାରୁ ୮୯ ହଜାର ୮୯୦ ମେଟ୍ରିକ ଟନ

ଏବଂ ନୂଆପଡାରେ ୧୩ ହଜାର ୫୪୦ ଜଣ ଚାଷୀଙ୍କ ଠାରୁ ୫୭ ହଜାର ୭୮ ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଛି । ବର୍ତ୍ତମାନ ସୁଦ୍ଧା ଚାଷୀ ମାନଙ୍କ ଆକାଉଣ୍ଟକୁ ସର୍ବନିମ୍ନ ସହାୟକ ମୂଲ୍ୟ ବାବଦକୁ ପ୍ରାୟ ୮୦୭ କୋଟି ଟଙ୍କା ଏବଂ ଇନପୁଟ ସହାୟତା ଭାବେ ୨୪୯ କୋଟି ଟଙ୍କା ପ୍ରଦାନ କରାଯାଇଛି । 

ପ୍ରତ୍ୟେକ ମଣ୍ଡିରେ ନିଯୁକ୍ତ ନୋଡାଲ ଅଧିକାରୀ ଧାନ କିଣା ପ୍ରକ୍ରିୟା ଉପରେ ତୀକ୍ଷ୍ଣ ନଜର ରଖିବା ସହ ଧାନ ସଂଗ୍ରହ ପ୍ରକିୟାକୁ ଯାଞ୍ଚ କରୁଛନ୍ତି । ଏଥିସହ ଚାଷୀ ମାନଙ୍କ ନିମନ୍ତେ ମଣ୍ଡି ଗୁଡିକରେ ସର୍ବନିମ୍ନ ଆନୁଷଙ୍ଗିକ ସୁବିଧା ପ୍ରଦାନ କରାଯାଉଛି । ସେମାନଙ୍କ ଆକାଉଣ୍ଟକୁ ୪୮ ଘଣ୍ଟା ମଧ୍ୟରେ ସର୍ବନିମ୍ନ ସହାୟତା ମୂଲ୍ୟ ଓ ଇନପୁଟ ସହାୟତା ରାଶି ଆସିବ ଏହାକୁ ଗୁରୁତର ଭାବେ ସରକାର ନେଇଥିବାରୁ ସମ୍ପୃକ୍ତ ଅଧିକାରୀ ମାନେ ଦିନରାତି ସେମାନଙ୍କ କାର୍ଯ୍ୟ ତୁଲାଉଛନ୍ତି । ଏଥି ନିମନ୍ତେ ଯୋଗାଣ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯିବା ସହ ଏ ସଂକ୍ରାନ୍ତୀୟ ଅଭିଯୋଗକୁ ଗୁରୁତର ଭାବେ ଗ୍ରହଣ କରି ତ୍ୱରିତ ପଦକ୍ଷେପ ନିଆଯାଉଛି । ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ଚାଷୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ବିଭିନ୍ନ ଉପଯୋଗୀ ପଦକ୍ଷେପ ଗ୍ରହଣ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like