-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଜିଲ୍ଲାପାଳ ଉପସ୍ଥିତ ରହି ସଭାକୁ କଲେ ସମ୍ବୋଧିତ, କବି ଓ କବିତା କାର୍ଯ୍ୟକ୍ରମରେ ୧୭ କବିଙ୍କ କବିତା ଆବୃତ୍ତି

26-Dec-2025



ବଲାଙ୍ଗୀର (ପ୍ରେରଣା ଖବର): ବୁଧବାର ଅପରାହ୍ଣ ୩ ଟା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଶିକ୍ଷାବିତ୍ ସନାତନ ଠାକୁରଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ତଥା ଚତୁରଂଗ ପ୍ରକାଶନ ଉପଦେଷ୍ଟା ମଣ୍ଡଳୀ ଅଧ୍ୟକ୍ଷ ଡକ୍ଟର ବିଜୟାନନ୍ଦ ସେଠୀ ମୁଖ୍ୟ ଅତିଥିରୂପେ ଯୋଗ ଦେଇ କୋଶଳ କଳାମଣ୍ଡଳ, ବଲାଙ୍ଗୀରର ମୁଖପତ୍ର ଚତୁରଙ୍ଗ ୧୩ତମ ସଂଖ୍ୟାର ଉନ୍ମୋଚନ କରିଥିଲେ । ସଭାରେ ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଚତୁରଂଗର ପରିଚାଳନା ସଂପାଦକ  ରଶ୍ମିରଂଜନ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ ପୂର୍ବକ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ପ୍ରଫେସର ମଧୁସୂଦନ ପତି ଓ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ବରେଣ୍ୟ ଅତିଥି ରୂପେ ଯୋଗଦେଇ ଆଶୀର୍ବଚନ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମ ଚାଲିଥିବା ବେଳେ ବଲାଙ୍ଗିର ଜିଳ୍ଲାପାଳ ଗୌରବ ଶିବାଜୀ ଇସଲୱାର ଉପସ୍ଥିତ ରହି ସଭାକୁ ସମ୍ବୋଧିତ କରିବା ସହିତ ବଲାଙ୍ଗିରର କଳା, ସାହିତ୍ୟ ଓ ସଂସ୍କୃତିର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ବଦ୍ଧପରିକର ବୋଲି ପ୍ରକାଶ କରିଥିଲେ । ସନ୍ଦୀପ କୁମାର କୁଅଁର ସଭା ପରିଚାଳନା  କରିଥିବାବେଳେ କବି ଓ କବିତା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ସସ୍ମିତା ନେପାକ ଓ ଚୁମକି ଦାଶ । କବି ଓ କବିତା କାର୍ଯ୍ୟକ୍ରମରେ କବି ଭାଗୀରଥି ମିଶ୍ର, ଡ. ପ୍ରହଲ୍ଲାଦ ଶତପଥୀ, ଆନନ୍ଦଚନ୍ଦ୍ର ସାହୁ , ସନ୍ଦୀପ କୁଅଁର, ନବୀନ ବିଶ୍ୱବନ୍ଧୁୁ, ସୁଶାନ୍ତ ବାଗ, ମୃଗେଶ ବୈଷ୍ଣବ ପାଣିଗ୍ରାହୀ, ସୁଜିତ ଶତପଥୀ, ରାଜୀବ ଲୋଚନ ଆଚାର୍ଯ୍ୟ, ମୁକୁଲ ମିଶ୍ର, ବନ୍ଦନା ପଟ୍ଟନାୟକ, ଡାକ୍ତର ଜ୍ୟୋତି ସାହୁ, ପୁସ୍ତମ ଜୁଆଡ଼ି, ଗଣେଶ ବାରିକ, ଝରଣା ସାହୁ  ଓ ରସରାଜ ଅଚ୍ୟୁତ ପୁରୋହିତ ସ୍ୱରଚିତ କବିତା ପାଠ କରିଥିଲେ । ଏହି ଅବସରରେ ଗାଳ୍ପିକା ଅମୂଲ୍ୟମଣି ମିଶ୍ରଙ୍କ ଗଳ୍ପ ପୁସ୍ତକ 'ଅକଥ୍ୟ ପ୍ରଶ୍ନ'  ଲୋକାର୍ପିତ ହୋଇଥିଲା l କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ତଥା ଚତୁରଂଗ ସଂପାଦନା ମଣ୍ଡଳୀ ସଦସ୍ୟ ଅଧ୍ୟାପକ ଜୟକୁମାର ଆଚାର୍ଯ୍ୟ, ରଘୁନାଥ ବାବୁ, ବୀରେନ୍ଦ୍ର କୁମାର ଝାଙ୍କର, ବିଭୁକଲ୍ୟାଣ ଗଡ଼ତ୍ୟା ଏବଂ ଡ ଭବାନୀ ଶଙ୍କର ପଟେଲ, ଡ. ଅରୁଣ କୁମାର ନାଏକ, ବଳିଷ୍ଠ ପ୍ରଧାନ, ଡ ପ୍ରେମଚାନ୍ଦ ମହାନ୍ତି ପ୍ରମୁଖ  କବି ଓ ସାହିତ୍ୟିକ ଯୋଗ ଦେଇଥିଲେ ।

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ