-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣ ଭାରତୀ ପରିବାର ପକ୍ଷରୁ ୨୫ କୁଣ୍ଡିୟ ଯଜ୍ଞ ମହୋତ୍ସବ ଅନୁଷ୍ଟିତ*

26-Dec-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣ ଭାରତୀ ପରିବାର ପକ୍ଷରୁ ଅନୁଷ୍ଠିତ ୨୫ କୁଣ୍ଡୀୟ ଯଜ୍ଞ ଉତ୍ସବ ଓ ସାଧୁ ସନ୍ୟାସୀ ସମାବେଶ ଅବସର ରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ବିଧାୟକ ତଥା ଓଡ଼ିଶା ବିଧାନ ସଭା ଚିଫ୍ ହିପ୍ ମାନ୍ୟବର ଶ୍ରୀ ସରୋଜ କୁମାର ପ୍ରଧାନ ଯୋଗ ଦେଈ ଆମ ସୁରକ୍ଷା ପାଇଁ ହିନ୍ଦୁ ଧର୍ମ ସଂସ୍କୃତି କୁ ବଞ୍ଚାଇବା କୁ ପଡ଼ିବ l ବିକଶିତ ଭାରତ ପାଇଁ ଓ ସମୃଦ୍ଧ ରାଷ୍ଟ୍ର ନିର୍ମାଣ ପାଇଁ ଆମ ଭିତରେ ଏକତା ଜରୁରୀ ହୋଈ ପଡ଼ିଛି ବୋଲି ବୋଲି ମତ ରଖ୍ ଭାରତ ସରକାରଙ୍କ ୱାନ ନେସନ୍ ୱାନ ଏଜୁକେଶନ ପଲିସି
ଉପରେ ଗୁରୁତ୍ବାରୋପ କରିଥିଲେ । ସମ୍ମାନିତ ଅତିଥି ଭାବରେ ସୋନପୁର କଲେଜର ପ୍ରଫେସର ରାଧାକାନ୍ତ ନାଏକ ମୁଖ୍ୟବକ୍ତା ଭାବେ ଉଦ୍ୟାନ ବିଭାଗ ସହ ନିର୍ଦ୍ଦେଶକ ହୃଷିକେଶ ଦାସ, ବକ୍ତା ଲକ୍ଷ୍ଣଣ କୁମାର ଶାସ୍ତ୍ରୀ,(ପ୍ରବଚକ ) ସୁବର୍ଣ୍ଣଭାରତୀ ପରିବାର ପ୍ରମୁଖ ଶିବ ପ୍ରସାଦ ପାତ୍ର ପ୍ରମୁଖ ଯୋଗଦେଇ ଆମ ଧର୍ମ ସଂସ୍କୃତି ପରମ୍ପରା ଓ ଏକତା ଆମରି ଗୌରବ ଓ ଆମ ସୁରକ୍ଷା ବୋଲି ମତ ରଖିଥିଲେ। ସୁବର୍ଣ୍ଣ ଭାରତୀ ପରିବାର ର ପ୍ରମୁଖ ଶିବ ପ୍ରସାଦ ପାତ୍ର ସ୍ବାଗତ ଭାଷଣ ପ୍ରଦାନ୍ କରି ଥିବା ବେଳେ ସୁନନ୍ଦା ସାହୁ ସଭା ସଂଯୋଜନା କରିଥିଲେ l  ଅଧ୍ୟାପକ ଉମାକାନ୍ତ ନାଗ ଧନ୍ୟବାଦ ଅର୍ପଣ କରିଥିଲେ। ଆର୍ଯ୍ୟରତ୍ନ ସମ୍ମାନରେ ୩ ଜଣ, ଆର୍ଯ୍ୟ ଗୌରବ ସମ୍ମାନ ରେ ୨୭ ଜଣ, ଆର୍ଯ୍ୟ ଦମ୍ପତି ସମ୍ମାନରେ ଗୋଟାଏ ଦମ୍ପତି ଓ ମୂତ୍ୟାଲ୍ଲୁ ଆମ୍ମା ସ୍ମୃତି ସମ୍ମାନ ରେ ୧୩ ଜଣ ବିଶିଷ୍ଟ ବ୍ୟକ୍ତି ଙ୍କୁ ଆଜି ମୁଖ୍ୟ ଅତିଥି ବିଧାନ ସଭା ଚିଫ ହ୍ୱିପ ଶ୍ରୀ ଶ୍ରୀ ସରୋଜ କୁମାର ପ୍ରଧାନ ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରା ଯାଇଥିଲା l ଏହି ଉତ୍ସବ ରେ ବିଭିନ୍ନ ଅଞ୍ଚଳ ରୁ ଶହ ଶହ ସାଧୁ ସନ୍ୟାସୀ ସହର ର ବୁଦ୍ଧିଜିବୀ ମହିଳା ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ l ଭାରତ ବିକାଶ ପରିଷଦ ସଭାପତି ଦୂର୍ଯୋଧନ ସାହୁ , ନନ୍ଦିନୀ ଶତପଥୀ, କବିତା ପଧାନ, ସୁଭାଷିନୀ ଷଡ଼ଙ୍ଗୀ ପ୍ରମୁଖ ଉଭୟ ଅନୁଷ୍ଠାନ ର ସମସ୍ତ ସଦସ୍ୟ କାର୍ଯ୍ଯ କ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like