-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

*ଲଚ୍ଛିପୁର ଗ୍ରାମ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ ପାଳିତ*

26-Dec-2025



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ବ୍ଳକ୍ ଲଚ୍ଛିପୁର ଗ୍ରାମ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୨ ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଅରୁଣ କୁମାର ଷଡଙ୍ଗୀ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ ସଭାରେ ମୂଖ୍ୟ ଅତିଥି ଭାବରେ ବିଦ୍ୟାଳୟର ସଭାପତି ତଥା ସୋନପୁର ଉପ ଜିଲ୍ଲାପାଳ  ଡ. ସୌମ୍ୟାରୁପା ରଥ   ଓ ମୂଖ୍ୟବକ୍ତା ଭାବରେ  ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇକମାଳର ଅଧ୍ୟକ୍ଷ ଶ୍ୟାମଲାଲ ପ୍ରଧାନ, ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟର ପୂର୍ବତନ ସଂପାଦକ ତଥା ପ୍ରତିଷ୍ଠାତା ସତ୍ୟ ନାରାୟଣ ଦାଶ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ। ଅଧ୍ୟକ୍ଷ ଅରୁଣ କୁମାର ଷଡ଼ଙ୍ଗୀ ବିବରଣୀ ପାଠ କରିଥିଲେ । ସଭା ପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇ ଥିଲା । ସୁନ୍ଦର ଓଡିଶୀ ନୃତ୍ୟରୁ ଆରମ୍ଭ ହୋଇ ସମ୍ବଲପୁରୀ ଦଳଗତ ନୃତ୍ୟ ସମସ୍ତ ଦର୍ଶକଙ୍କୁ ବିଭୋର କରି ଦେଇଥିଲା । ଏହି ବର୍ଗରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଏକ ସୁନ୍ଦର ଡ୍ରାମା ଅପରେସନ ସିନ୍ଦୁର ହୃଦୟସ୍ପର୍ଶୀ ଏବଂ ଚିତ୍ତାକର୍ଷକ ହୋଇଥିଲା ପରେ ପରେ କଲେଜ ପ୍ରତିଷ୍ଠା ଦିଗରେ ଯେଉଁ ମାନଙ୍କର ଗୁରୁତ୍ୱପୂର୍ଣ ଭୂମିକା ଥିଲା ସେମାନଙ୍କୁ ପୁଷ୍ପଗୁଚ୍ଛ ଉପଢ଼ୌନକ ତଥା ମାନପତ୍ର ଦେଇ ମୁଖ୍ୟ ଅତିଥି ଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରଯାଇଥିଲା । ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରେ ସମାପନ ସମାରୋହ ଦିନ ୪ ଟା ବେଳେ ଆରମ୍ଭ ହୋଇଥିଲା । ଅଧ୍ୟକ୍ଷ ଅରୁଣ କୁମାର ଷଡ଼ଙ୍ଗୀ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ସଭାରେ କଲେଜ ର ପ୍ରତିଷ୍ଠାତା ସତ୍ୟନାରାୟଣ ଦାଶ ମୁଖ୍ୟ ଅତିଥି, ବ୍ଲକ ଶିକ୍ଷା ଅଧିକାରୀ ଲକ୍ଷ୍ମଣ ମିଶ୍ର ମୁଖ୍ୟବକ୍ତା, ପୁରାତନ କମିଟି ସଭ୍ୟ ମେଘନାଦ ସାହୁ, ଅରୁଣ ଦାଶ, ଲକ୍ଷ୍ମୀକାନ୍ତ ହୋତା,  ତଥା ପ୍ରାଧ୍ୟାପକ ରମାକାନ୍ତ କର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଅଧ୍ୟାପିକା କଲ୍ୟାଣୀ ମିଶ୍ର ତାଙ୍କର କଲେଜ ସ୍ମୃତି ଏବଂ ଅନୁଭୂତି କୁ ନେଇ ଏକ ସୁନ୍ଦର ନିବନ୍ଧ ସଭାରେ ଉପସ୍ଥାପନା କରିଥିଲେ I ପରେ ସମସ୍ତ ଶୈକ୍ଷିକ ତଥା ଅଣ ଶୈକ୍ଷିକ କର୍ମଚାରୀ ମାନଙ୍କୁ ସମ୍ବର୍ଦ୍ଧିତ କରା ଯାଇଥିଲା । ଉଭୟ ସଭାରେ ପ୍ରାଧ୍ୟାପକ ଦିଲୀପ ରଞ୍ଜନ ମିଶ୍ର ସ୍ୱାଗତ ଭାଷଣ ତଥା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ କିରାଣୀ ଜନ୍ମେଜୟ ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ । ଅଧ୍ୟାପିକା ପିଙ୍କି ଦାଶଙ୍କ ତତ୍ୱାବଧାନରେ ନୃତ୍ୟଗୀତ ତଥା ଡ୍ରାମା ସମ୍ପୂର୍ଣ ରୂପେ ସମ୍ପନ୍ନ ହୋଇଥିବା ବେଳେ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଶମ୍ଭୁ ପ୍ରସାଦ ପଧାନ ତୁଲାଇଥିଲେ । ସମସ୍ତ ଅତିଥି ମାନଙ୍କୁ ପ୍ରାଧ୍ୟାପକ ଆର୍ତତ୍ରାଣ ଦାଶ, ଦିଲିପ ସାହୁ ଓ ଜଗନ୍ନାଥ ସାହୁ ଆତିଥ୍ୟ ପ୍ରଦାନ କରିଥିବା ବେଳେ କୁଶ ସାହୁ ମୋହନ ସାହୁ, ତପସ୍ୱିନୀ ସାହୁ, ହୃଷିକେଶ ପୋଢ ତଥା ସ୍ବେଛାସେବୀ ଛାତ୍ରଛାତ୍ରୀ ମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like