-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ଦ୍ବିତୀୟ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ , ସୁରଜ-୧୧ ଫୁଲବାଣୀ ପୁଲ୍ -ବି ର ସେମି ଫାଇନାଲ୍ କୁ ପ୍ରବେଶ

26-Dec-2025



ଲୋଇସିଂହା, (ବିନୋଦ ଦୀପ)ବଡଟିକା କ୍ରୀଡା ସଂଘ ଆନୁକୂଲ୍ଯରେ ଆୟୋଜିତ ଦ୍ବିତୀୟ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ପୁଲ୍ - ବି ର ଦ୍ବିତୀୟ   କ୍ବାଟର୍ ଫାଇନାଲ୍  ଦ୍ବିତୀୟ କ୍ବାଟର୍ ଫାଇନାଲ୍   ସୁରଜ-୧୧ ଫୁଲବାଣୀ ଓ ସ୍ପୋର୍ଟସ ହଷ୍ଟେଲ ବଲାଙ୍ଗିର  ମଧ୍ଯରେ ଅନୁଷ୍ଠିତ ହୋଇଥିଲା ।ଆଜିର ଖେଳରେ ସୁରଜ-୧୧ ଫୁଲବାଣୀ   ଟ୍ରାଇବ୍ରେକର୍ ଜରିଆରେ ରେ ବିଜୟୀ ହୋଇ ପୁଲ୍ -ବି ର ସେମି ଫାଇନାଲ୍ କୁ ପ୍ରବେଶ କରିଛି ।ଏହି ଅବସରରେ   ମୁଖ୍ଯ ଅତିଥି ଭାବେ  ବିଜେଡି ବିଧାୟକ ପ୍ରାର୍ଥି  ନିହାର ରଞ୍ଜନ ବେହେରା  ଯୋଗଦେଇ ଥିବାବେଳେ ପୂର୍ବତନ ବଡଟିକା ଗ୍ରାମ ପଞ୍ଚାୟତ ସରପଞ୍ଚ ତଥା ପେକ୍ସ୍ ସଭାପତି କଳାରସିଂ ବାଗ, ବଡଟିକା ଆୟୁର୍ବେଦିକ ଚିକିତ୍ସା ଅଧିକାରୀ ଡକ୍ଟର ଆଶାମୟୀ ସାହୁ,ରେଲବାଇ ଇଞ୍ଜିନିୟର୍ ଭକ୍ତ ଚରଣ ସାହୁ, ଆଗଲପୁର ବ୍ଲକ୍ ଭାଇସ୍ ଚେୟାରମ୍ଯାନ୍ ନିରୁପମା ପଧାନ,ଆଗଲପୁର ବ୍ଲକ୍ ବିଜେଡି ସଭାପତି ପଞ୍ଚୁ ପଧାନ ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇଥିଲେ ।  ମ୍ଯାଚ୍ କମିଶନର୍ ସୁଦୟ କୁମାର ବାରିକ ଙ୍କ ପ୍ରତ୍ଯକ୍ଷ ତତ୍ତାବଧାନରେ ରାଜ୍ କୁମାର ମଣ୍ଡଳ, କରୁଣାକର ପଧାନ ,ସୁଧାଂଶୁ ଶେଖର ସେଠ୍, ଓ ରୋଶନ୍ ମେହେର ଆଜିର ଖେଳକୁ ପରିଚାଳନା କରିଥିଲେ ।  ସୁରଜ-୧୧ ଫୁଲବାଣୀ ଦଳର ଗୋଲ୍ କିପର୍ ରବିଦୌଲ୍  ଆଜିର ଖେଳର ଶ୍ରେଷ୍ଠ ଖେଳାଳି ଭାବେ    ମୁଖ୍ଯ ଅତିଥିଙ୍କଠାରୁ ପୁରସ୍କୃତ ହୋଇଥିଲେ  ।   ବଡଟିକା କ୍ରୀଡା ସଂଘର କାର୍ଯ୍ୟକ୍ରମ ସଂଯୋଜକ ଋଷଭ ପଧାନ ମଞ୍ଚ ପରିଚାଳନା କରିଥିବା ବେଲେ  ହିମାଶୁ ଦଳପତି ଧାରା ବିବରଣୀ ପ୍ରଦାନ କରିଥିଲେ । କ୍ରୀଡା ସଂଘର ସଭାପତି ଭୁବନେଶ୍ବର ଧରୁଆ, ଉପ ସଭାପତି ଗୋପାଳ ବିଶ୍ବାଳ, ସଂପାଦକ ଅନିଋଦ୍ଧ ଭୋଇ, ସହ ସଂପାଦକ ମନରଞ୍ଜନ ବିଶ୍ବାଳ, କୋଷାଧ୍ୟକ୍ଷ ରାଜୁ ପଧାନ,   ଶୁଶିଲ ବିଶ୍ବାଲ,ଯୁବ ସ୍ବେଚ୍ଛାସେବୀ ଡୋଳାମଣି ଦଳପତି  ତଥା କ୍ରୀଡା ସଂଘ ର  ସମସ୍ତ ସଭ୍ଯ ତଥା ଗ୍ରାମବାସୀ ସହଯୋଗ କରିଥିଲେ । ଆସନ୍ତା କାଲି  ପୁଲ୍ - ବି ର ଦ୍ବିତୀୟ ସେମି ଫାଇନାଲ୍   ସୁରଜ-୧୧ ଫୁଲବାଣୀ ଓ ଆଦର୍ଶ କ୍ଲବ୍ ଝାରସୁଗୁଡା  ମଧ୍ଯରେ ଅନୁଷ୍ଠିତ ହେବ ବୋଲି ଆୟୋଜକ ସୂତ୍ର ରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like