-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ଶିକେରପାଟ୍ ମହୋତ୍ସବ ଦ୍ବିତୀୟ ସନ୍ଧ୍ୟା - ପଞ୍ଚବାଦ୍ୟରେ ଛୁମିଲେ ଦର୍ଶକ - ଶିକେରପାଟ୍ ମହୋତ୍ସବ ଅଞ୍ଚଳକୁ ସ୍ବତନ୍ତ୍ର ପରିଚୟ ଦେଉଛି, ଟୁକୁନୀ ସାହୁ

26-Dec-2025



ତୁଷୁରା (ପଞ୍ଚାନନ ନାଏକ )ବଲାଙ୍ଗୀର ଜିଲ୍ଲା ଗୁଡଭେଲା ବ୍ଳକ ଘୁନା ମହୋତ୍ସବ ପଡିଆରେ ଶିକେରପାଟ୍ ମହୋତ୍ସବ ୨୦୨୫-୨୬ ଦ୍ବିତୀୟ ସନ୍ଧ୍ୟାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଦ୍ବାରା  ଦର୍ଶକ ଝୁମିଥିଲେ । ମହୋତ୍ସବ କମିଟୀର ସଭାପତି ରୋହିତ ମାଝୀ ସଭାପତିତ୍ବରେ ଦ୍ୱିତୀୟ ସାଂସ୍କୃତିକ ସନ୍ଧ୍ୟାରେ  ମୁଖ୍ୟ ଅତିଥି ଭାବରେ ପୂର୍ବତନ ମନ୍ତ୍ରୀ  ଟୁକୁନୀ ସାହୁ ଉପସ୍ଥିତ ରହି ଏପରି ଏକ ମହୋତ୍ସବ ଅଞ୍ଚଲ କୁ ସ୍ବତନ୍ତ୍ର ପରିଚୟ ଦେବ ।ଆମ  ଅଞ୍ଚଲ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ କଲା ସଂସ୍କୃତି ଆମକୁ ବାନ୍ଧି କି ରଖିଛି।  ଏପରି ଏକ ମହୋତ୍ସବ ଆୟୋଜନ କରିଥିବା ରୁ କମିଟି କୁ କୃତଜ୍ଞ ଜଣାଇଥିଲେ। ଗୁଡଭେଲା ଅନେକ ର ବିକାଶ ହୋଇଛି। ଚାଷ କାମ ପାଇଁ ଆମ ସରକାର ଏକ ବ୍ୟାରେଜ ଚାଲିଛି। କିନ୍ତୁ ତାହା ଏବେ ପର୍ଯ୍ୟନ୍ତ ମଧ୍ୟ କାମ ସରିନାହିଁ। ଏବଂ କୁକେଡମାଲ ପ୍ରକଲ୍ପ କୁ ଡେଢ ବର୍ଷ ଅଟାକାଇ ରଖିଲେ । ଏବଂ ସରକାର ଓ ବିଧାୟକ ଙ୍କୁ କଟାକ୍ଷ କରି ଅଞ୍ଚଲ ର ବିକାଶ ହେଉ ନାହିଁ ବୋଲି କହିଥିଲେ।
.ସମ୍ମାନିତ ଅତିଥି ଭାବରେ  ତୁଷୁରା ଏନଏସି ଅଧ୍ୟକ୍ଷ ଅଜୟ ଜୟଶ୍ବାଲ, ଗୁଡଭେଲା ସରପଞ୍ଚ ସନ୍ତୋଷିନୀ ମହାପାତ୍ର, ଗମ୍ଭାରିଗୁଡା ସରପଞ୍ଚ ଇନ୍ଦ୍ର ଭୋଇ ଉପସ୍ଥିତ ରହି ମହୋତ୍ସବ ଉନ୍ନତି ସହ ଅଞ୍ଚଳ ଉନ୍ନତି ନିମନ୍ତେ ଅଭିଭାଷଣ ରଖିଥିଲେ । 
ଚକା ନନ୍ଦ କମ୍ଫ ଅତିଥି ନିମନ୍ତ୍ରଣ କରିଥିବା ବେଳେ ଅରୁଣ ହରପାଲ 
ସଭା ପରଚାଳନା କରିଥିଲେ।
ପରେ ଧନ୍ୟବାଦ ଅର୍ପଣ
ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ଓ ପର୍ଯ୍ୟଟନ ବିଭାଗ ଓଡିଶା ସରକାରଙ୍କ ସହଯୋଗରେ ସୁନ୍ଦରଗଡର ମାଁ ସମଲେଇ କିସାନ କରମା ନୃତ୍ୟ ଗୀତ ଦଳ,ଖଦିଆ ସଂସ୍କୃତି ମହିଳା ସଂଘ,ଯାଜପୁରର,ଅନ୍ବେଷା ଥ୍ରେଟର୍ ଗ୍ରୁପ,ସମ୍ବଲପୁରର ପଞ୍ଚବାଦ୍ୟ ଅନୁଷ୍ଠାନ,ଯାଜପୁର ର ସାହି ଯାତ୍ରା ଘୋଡାନାଚ ଓ ଦଣ୍ଡନୃତ୍ୟ ମାଁ ବଞ୍ଜାରେନ ଦଣ୍ଡ,ଚିନ୍ଦଗୁଡା  ଓ ୧୫ ଉର୍ଦ୍ଧ୍ବ ଆଞ୍ଚଳିକ କଳାକାର ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ । ସମସ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଘୋଷକ ସୁଧିର ନାଏକ ପରିଚାଳନା କରିଥିଲେ । ତେବେ ପ୍ରବଲ ଶୀତ ହେବା ସତ୍ୱ ଲୋକାରନ୍ୟ ହୋଇଥିଲା ମହୋତ୍ସବ ପଡିଆ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like