-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଜ୍ୟୋତିରାଣୀ ମିଶ୍ରଙ୍କ ଦୁଇଟି କବିତା ସଂକଳନ ମନ ମନ୍ଦିର ଓ ଶିଶୁ ରତନ ର ପାଠକାର୍ପଣ

26-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ଆଗାମୀ ପୀଢ଼ିକୁ ଗଢିବାକୁ, ସେମାନଙ୍କ ଭିତରେ ସୃଜନ ଭାବ, ସଚେତନତା ସୃଷ୍ଟି ପାଇଁ ସାହିତ୍ୟ ଏକ ବଳିଷ୍ଠ ମାଧ୍ୟମ। ଦ୍ୱନ୍ଦ୍ୱାତ୍ମକ  ଜୀବନରେ ଉଚିତ ମାର୍ଗ ଅନ୍ୱେଷଣ ପାଇଁ ମଧ୍ୟ ସାହିତ୍ୟ  ଆମକୁ ପ୍ରେରଣାଦିଏ ବୋଲି ମତ ଦେଇଛନ୍ତି  ବହୁ ବିଶିଷ୍ଟ ବକ୍ତା। ବଲାଙ୍ଗୀର ବ୍ଲକ ର ସଭାଗୃହ ଠାରେ କବୟିତ୍ରୀ ତଥା ଶିକ୍ଷୟତ୍ରୀ ଶ୍ରୀମତୀ ଜ୍ୟୋତିରାଣୀ ମିଶ୍ରଙ୍କ ଦୁଇଟି କବିତା ସଂକଳନର ପାଠକର୍ପଣ ଅବସରରେ ଏହି ମତ ପ୍ରକାଶ ପାଇଛି। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସାରସ୍ୱତ ସମାରୋହରେ ବଲାଙ୍ଗୀର ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ବଲାଙ୍ଗୀର ଗୋଷ୍ଠୀ ଉନ୍ନୟନ ଅଧିକାରୀ ହୃଷିକେଶ ଗଣ୍ଡ, ବଲାଙ୍ଗୀର ଗୋଷ୍ଠୀ ଶିକ୍ଷା ଅଧିକାରୀ ନୀଳମଣି ପଟେଲ, ସମ୍ମାବିତ ଅତିଥି, ଶ୍ରୀମତୀ ବିନୋଦିନୀମିଶ୍ର ସ୍ୱତନ୍ତ୍ର ଅତିଥି, ତଥା କବି ଅଧ୍ୟାପକ ସନ୍ଦୀପ କୁମାର କୁଅଁର ମୁଖ୍ୟବକ୍ତା ଭାବରେ ଯୋଗ ଦେଇ କବୟିତ୍ରୀ ତଥା ଶିକ୍ଷୟତ୍ରୀ ଶ୍ରୀମତୀ ଜ୍ୟୋତିରାଣୀ ମିଶ୍ର ଙ୍କ ଦୁଇଟି କବିତା ସଂକଳନ  ମନ ମନ୍ଦିର ଓ ଶିଶୁ ରତନ କୁ ଲୋକାର୍ପିତ କରି ଶ୍ରୀମତୀ ଜ୍ୟୋତିରାଣୀ ମିଶ୍ର ଙ୍କ କାବ୍ୟ ପ୍ରତିଭାର ବିଭିନ୍ନ ଦିଗ ସମ୍ପର୍କରେ ମତ ଦେଇ ଥିଲେ। କବୟିତ୍ରୀ ଶ୍ରୀମତୀ ମିଶ୍ର ନିଜ ଭାବ ସମ୍ବେଦନଶୀଳତା କୁ ପ୍ରଭୁ ଜଗନ୍ନାଥଙ୍କ ପାଖରେ  ସମର୍ପିତ କରି ବକ୍ତବ୍ୟ  ଦେଇ ଥିଲେ।ପ୍ରାରମ୍ଭରେ ଅତିଥି ମାନେ ସମଲେଶ୍ୱରୀଙ୍କ ପୂଜାର୍ଚନା କରିଥିବା ବେଳେ ପ୍ରିୟା ପରିମିତା ମିଶ୍ର ଓ ସୁଶ୍ରୀ ସଂପୂର୍ଣ୍ଣା ଅଗସ୍ତି ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ। କବି ଦିଲ୍ଲୀପ ମିଶ୍ର ସଭା ସଂଯୋଜନା କରିଥିବା ବେଳେ କବୟିତ୍ରୀ କବିତା ମିଶ୍ର ସମସ୍ତଙ୍କୁ ସ୍ୱାଗତ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। କବି ରତ୍ନମୟ ତ୍ରିପାଠୀ ଭକ୍ତି କବିତା ସଂକଳନ ମନମନ୍ଦିରକୁ ସମୀକ୍ଷା କରିଥିବାବେଳେ କବି ମଦନ ମୋହନ ରଥ  ଶିଶୁ କବିତା ସଂକଳନ ଶିଶୁ ରତନ କୁ ସମୀକ୍ଷା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କବି କଣ୍ଡୁରୀ ଚରଣ ରାଉତ ଓ ଡ଼ ଧର୍ମେନ୍ଦ୍ର ପଧାନ  ବକ୍ତବ୍ୟ ପ୍ରଦାନ କରି ଥିଲେ।ସଦାଇପାଲି  ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ପ୍ରିୟା ସେଠ, ସ୍ବାତୀ ସେଠ, ରୀତିକା ସାଏ ଓ ସୋନପରି ନୃତ୍ୟ ପରିବେଷଣ କରିଥିଲେ। ଶେଷରେ ଶ୍ରୀମତୀ ପୂଜା ଆରାଧନା ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ସଦାଇପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଅନେକ ଛାତ୍ରୀ ମଧ୍ୟ ସଭା ଶେଷ ପର୍ଯ୍ୟନ୍ତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like