-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ବେଦଧ୍ଵନୀ ମହୋତ୍ସବ ଉଦଯାପିତ

27-Dec-2025



ଭୁବନେଶ୍ଵର (ପ୍ରେରଣା ଖବର): ଜ୍ୟୋତି କଳା ପରିଷଦ, ଭୁବନେଶ୍ଵର ତରଫରୁ ୟୁନିଟ -୯ ବିଏମ୍ସି ପାର୍କ ଫ୍ଲାଟ ଠାରେ ଆୟୋଜିତ ‘ବେଦଧ୍ଵନୀ ମହୋତ୍ସବ‘ ଆଜି ଉଦଯାପିତ ହୋଇ ଯାଇଛି । 

ଏଥିରେ ଓଡିଶୀ, ସମ୍ବଲପୁରୀ, ଗୋଟିପୁଅ ଓ ପାଇକ ନୃତ୍ୟର  ପ୍ରଦର୍ଶନ କରାଯାଇଥିଲା । ଏହି ପ୍ରତିଯୋଗିତାରେ ଅନେକ କୁନିକଳାକାରମାନେ ଅଂଶଗ୍ରହଣ କରିଥିଲେ। ସବୁ ବିଭାଗରେ ଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ସମର୍ଥ ହୋଇଥିବା ପ୍ରାୟ ୬୦ ରୁ ଉଦ୍ଧ କଳାକାରମାନଙ୍କୁ ମହୋତ୍ସବର ମୁଖ୍ୟ ଅତିଥି ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀ (ପୂର୍ବତନ ପ୍ରମୁଖ ଶାସନ ସଚିବ, ସଂସ୍କୃତି ବିଭାଗ, ଓଡିଶା ସରକାର) ସମ୍ବନ୍ଧିତ କରିଥିଲେ । ଓଡିଶୀ, ସମ୍ବଲପୁରୀ, ଗୋଟିପୁଅ ଓ ପାଇକ ନୃତ୍ୟରେ ବିଏମ୍ସି ପାର୍କ, ୟୁନିଟ୍-୯ ଫ୍ଲାଟ ମଞ୍ଚ ବେଶ ଆକର୍ଷଣିୟ ହୋଇଥିଲା।

ବିଶିଷ୍ଟ ଅତିଥି ଓ ସାଂସ୍କୃତିକ – ବ୍ୟକ୍ତି ବିଶେଷ ମାନେ ଏଥିରେ ଅଂଶଗ୍ରହଣ କରିଥିଲେ । ମହୋତ୍ସବର ଉଦଯାପନୀ ଦିବସରେ  ଅତିଥି ଭାବେ ପୂର୍ବତନ ସୂଚନା ଓ ଲୋକ ସର୍ମ୍ମକ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ଏବଂ ସମାଜସେବୀ ଶ୍ରୀ ମନୋଜ କୁମାର ନାୟକ ଯୋଗଦେଇଥିଲେ୲

 ମୁଖ୍ୟ ଅତିଥି ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀ କହିଲେ ଯେ ବେଦଧ୍ଵନୀ ମହୋତ୍ସବ ତା'ର ନାମରୁ ହିଁ ଅନୁଷ୍ଠାନର ଗମ୍ଭିରତା କେତେ ତାହା ମନେ ପକାଇ ଦେଉଛି । ସବୁ – ସଙ୍ଗୀତର ମୂଳ ଆଧାର ବେଦ । ଏହା ସହିତ ଓଡିଶାର କଳା,ସଂସ୍କୃତିର ପ୍ରଚାର ପ୍ରସାର ଦିଗରେ ନିରନ୍ତର ପ୍ରେରିତ ଏହି ଅନୁଷ୍ଠାନ । ମହୋତ୍ସବର ଉଭୟ ଦିନରେ ଓଡିଶାର କଳା ଓ ସଂସ୍କୃତି ଉପରେ ବିଭିନ୍ନ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଥିଲା । ଏହି ମହୋତ୍ସବ ଦ୍ୱାରା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଓ ପରମ୍ପରାକୁ ଆଗକୁ ନେଇ ଯିବାରେ ଏକ ଗୁରୁତ୍ବପୂର୍ଣ ଭୂମିକା ଗ୍ରହଣ କରିବ ବୋଲି ବକ୍ତାମାନେ ମତ ପୋଷଣ କରିଥିଲେ ।

ବେଦଧ୍ଵନୀ ମହୋତ୍ସବ ଅବସରରେ ଓଡିଆ ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ପୁନର୍ଜୀବିତ କରିବା ପାଇଁ କୁନି ପ୍ରତିଭା ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା ୲

ପ୍ରଥମ ଦିନରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ ଶ୍ରୀ ଜଗନ୍ନାଥ ପ୍ରଧାନ ଓ ସମ୍ମାନୀୟ ଅତିଥି ରୂପେ ଯୋଗ ଦେଇଥିଲେ ଶ୍ରୀ ସରୋଜ କୁମାର ସାମଲ, ଶ୍ରୀ ପ୍ରକାଶ ଚନ୍ଦ୍ର ରଣବିଜୁଳି ଏବଂ ଏଏମ୍ଆରଏମ୍ ଫାଉଣ୍ଡେସନର ନିର୍ଦ୍ଦେଶକ ଶ୍ରୀ ଅଭିଳାଷ ମହାନ୍ତି ଏବଂ ଶ୍ରୀମତୀ ରୂପାଲି ମହାନ୍ତି ଯୋଗ ଦେଇଥିଲେ ୲ ଜ୍ୟୋତି କଳା ପରିଷଦର ସମ୍ପାଦିକା ଜ୍ୟୋତିରେଖା ମହାନ୍ତି, ସଭାପତି ସ୍ମୃତିରେଖା ସାମଲ, ଉପଦେଷ୍ଟା ଆନନ୍ଦ କୁମାର ସାମଲଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକୁ ଆଗାମୀ ଦିନରେ ସାରା ଓଡିଶାକୁ ପ୍ରସାରିତ କରିବେ ବୋଲି କର୍ମ କର୍ତ୍ତାମାନେ ମତବ୍ୟକ୍ତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like