-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ପରିଦର୍ଶନ ଏବଂ ବିଡ଼ିଓ ଓ ତହସିଲଦାରଙ୍କୁ ନିର୍ଦ୍ଦେଶ

27-Dec-2025



(ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ବୋଡ଼େନ ବ୍ଲକକୁ ପରିଦର୍ଶନରେ ଆସି ସର୍ବ ପ୍ରଥମେ ଖଇରା ପଞ୍ଚାୟତର ବାଘମୁଣ୍ଡା ପୋଖରୀ ମାଟି କାମକୁ ଦେଖିଥିଲେ ,ଏଠାରେ ୨୬ ଜଣ ଶ୍ରମିକ କାମ କରୁଥିବାବେଳେ ତାଙ୍କ ସହିତ ଜିଲ୍ଲାପାଳ କଥାବାର୍ତ୍ତା କରି କହିଲେ କି ଆପଣମାନଙ୍କ ସହିତ ଅନ୍ୟ ଶ୍ରମିକମାନଙ୍କୁ ମଧ୍ୟ କାମ କରିବାକୁ ଆଣନ୍ତୁ,କେହି ବାହାର ରାଜ୍ୟକୁ ଦାଦନ ପାଇଁ ନ ଯାଆନ୍ତୁ ବୋଲି ଉତ୍ସାହିତ କରିଥିଲେ ।ଶ୍ରମିକମାନଙ୍କ ଅନୁରୋଧ କ୍ରମେ ବ୍ୟକ୍ତିଗତ ପ୍ରକଳ୍ପ ଯୋଗାଇବା ନିମନ୍ତେ ବି ଡି ଓ ପ୍ରକଳ୍ପ ରିପୋର୍ଟ ତିଆରି କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ କରିଛନ୍ତି ତା'ପରେ ଦାବ୍ରି ଗ୍ରାମର ଖେଳ ପଡିଆ ପାଇଁ ଜନସାଧାରଣଙ୍କ ଦାବୀକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ଜମିର ଚିହ୍ନଟ ଓ ଏହାର ଉନ୍ନତି କରଣ ପାଇଁ ବି ଡି ଓ ଏବଂ ତହସିଲଦାରଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଥିଲେ ।ବୋଡ଼େନ ପଞ୍ଚାୟତର ରଜା ମୁଣ୍ଡା ପୋଖରୀ କାମକୁ ପରିଦର୍ଶନ କରିବା ସମୟରେ ୨୨ ଜଣ ଶ୍ରମିକ କାମ କରୁଥିଲେ,ପ୍ରତ୍ୟେକ ସ୍ଥାନରେ ପ୍ରାଥମିକ ଚିକିତ୍ସା ବକ୍ସ ନଥିବା ଦେଖିବାକୁ ପାଇଥିଲେ ତେଣୁ ଫାଷ୍ଟ ଏଡ୍ ବକ୍ସ ବ୍ୟବସ୍ଥା କରିବାକୁ ସୂଚନା ପ୍ରଦାନ କରିଥିଲେ ।ଶ୍ରମିକ ଠିକ୍ ସମୟରେ ପାରିଶ୍ରମିକ ପାଇବାକୁ ବି ଡି ଓ ଦୃଷ୍ଟି ଦେବେ ବୋଲି କହିଥିଲେ । ତଦପରେ ବୋଡ଼େନ ଆର୍ ଆଇ ସର୍କଲର ଆନୁଆଲ ଇନ୍ସପେକସନ୍ କରିଥିଲେ ।ରାଜସ୍ବ ଆଦାୟର ଟାର୍ଗେଟ ତୁଳନାରେ କମ୍ ଆଦାୟ ହୋଇଥିବାରୁ ତାହା ପୂରଣ ତଥା  ଗୋଚର ଜମି ଓ ମୂଲ୍ୟବାନ ସରକାରୀ ଜମି ଗୁଡ଼ିକୁ ଉଚ୍ଛେଦ କରିବାକୁ ଏବଂ ବେନିୟମ ଭାବରେ ଇଟା ତିଆରି ଓ ଅନ୍ୟାନ୍ୟ ଖଣି କାର୍ଯ୍ୟକଳାପ ଉପରେ ଦୃଷ୍ଟି ଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ତହସିଲଦାର ଓ ଅତିରିକ୍ତ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like