-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ଠାରେ ବିରାଟ ଚାଷୀ ସମାବେଶ

27-Dec-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ଡୁଙ୍ଗୁରିପାଲି  ଆର ଏମ ସି ପରିସରରେ  ବିରାଟ ଚାଷୀ ସମାବେଶ ଅନୁଷ୍ଠିତ ହୋଇଛି। ଡୁଙ୍ଗୁରିପାଲି ବ୍ଲକ ରୁ ପ୍ରାୟ ବିଭିନ୍ନ ଗ୍ରାମରୁ ସହ ସହ ଚାଷୀ ଉପସ୍ଥିତ ହୋଇ ଚାଷୀଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇ ଡୁଙ୍ଗୁରିପାଲି ର ବିଭିନ୍ନ ମଣ୍ଡି ରେ ପଡି ରହିଛି ଧାନ, ଟୋକନ ସମସ୍ୟା, ମିଲର ଓ ସରକାରୀ ଅଧିକାରୀ ମାନେ ମିଶି ଚାରି ରୁ ପାଞ୍ଚ କେଜି କଟନୀ ଛଟଣି ହେଉଛି, ମିଲ ରୁ ପର୍ଯ୍ୟପତ ପରିମାଣ ର ଗାଡି ମଧ୍ୟ୍ୟ ଆସୁନାହିଁ ଯାହା ଫଳରେ ଧାନ ପଡି ରହୁଛି ଅନେକେ ଚାଷୀ ର ଟୋକନ ଲେପ୍ସ ହେବାରେ ବସିଲାଣି, ଅନେକଙ୍କର ଦୁଇ ଦୁଇ ଥର ଟୋକନ ଆସୁଛି ଏଭଳି ସମସ୍ୟା ଦେଖା ଯାଉଥିବାରୁ ଆଜି ଡୁଙ୍ଗୁରିପାଲି ବ୍ଲକ ର ସମସ୍ତ ଚାଷୀ ଏକତ୍ରିତ ହୋଇ ଏକ କମିଟି ଗଠନ କରଯାଇଥିଲା। କମିଟି ର ସଦସ୍ୟ ମାନେ ବିଭିନ୍ନ ମଣ୍ଡି ବୁଲି ଚାଷୀ ମାନଙ୍କର ସମସ୍ୟା ବୁଝି ସମାଧାନ ର ବାଟ ବାହାର କରି ସମାଧାନ କାରାଯିବ ଯଦି ସରକାର ସମଧାନ ନକଲେ ଆନ୍ଦୋଳନ ର ପନ୍ଥା ଅଵଲମ୍ବନ କାରାଯିବ ବୋଲି ପ୍ରସ୍ତାବ ରେ ଗୃହୀତ ହୋଇଥିଲା। ଏଥିରେ  ଯୋଗ ଦେଇଥବା ଚାଷୀ ହେଲେ ଗଙ୍ଗାଧର ଖମାରୀ, ମୃତୁଞ୍ଜୟ ମିଶ୍ର, କୃପାସିନ୍ଧୁ ଭୋଇ,ମୁରଲୀ ଧର ଭୋଇ,ଅଶୋକ ସାହୁ,ସୁରେଶ ସାହୁ,ପ୍ରତାପ ଯୁଆଡ଼ି, ଦୀନବନ୍ଧୁ ଖମାରୀ, କରୁଣାକାର ବାରିକ, 6ମହେନ୍ଦ୍ର ସାହୁ,ସରୋଜ ପଧାନ, ଯଦୁମଣି କୁଦେଇ,ମିତ୍ରଭାନୁ ବାରିକ ପ୍ରମୁଖ ଚାଷୀ ଉପସ୍ଥିତ ହୋଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like