-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||     

HOME   ଜିଲ୍ଲା

*ଶ୍ରୀମାନ ନିଲେଶ କୁମାର ଦାଶଙ୍କ ଇଂରାଜୀ ଉପନ୍ୟାସ ‘Tell Me a Beautiful Lie’ ର ଉଦଘାଟନ*

27-Dec-2025



ବରପାଲି (ସୁଦାମ ଦୀପ) କଦଳୀପାଲିସ୍ଥିତ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ପଦ୍ମିନୀ ଦାଶଙ୍କ ସଭାପତିତ୍ବରେ 
ଯୁବ ଲେଖକ ନିଲେଶ କୁମାର ଦାଶଙ୍କ ନବୀନ ଇଂରାଜୀ ଉପନ୍ୟାସ ‘Tell Me a Beautiful Lie’ ପୁସ୍ତକର ଉଦ୍ଘାଟନ ହୋଇଯାଇଛି।
ସଭା ପ୍ରାରମ୍ଭରୁ ଅଧ୍ୟାପକ ଯତୀନ୍ଦ୍ର କୁମାର ସାହୁ ଅତିଥି ମାନଙ୍କୁ ମଞ୍ଚକୁ ଆମନ୍ତ୍ରିତ କରିଥିଲେ।ପ୍ରଭୁ ଗଜାନନଙ୍କ ପାଖରେ ଦ୍ଵୀପ ପ୍ରଜ୍ବଳନ ହେବା ସହ ଅଧ୍ୟାପକ ସୁଧାଂଶୁ କୁମାର ଦାଶଙ୍କ ଦ୍ଵାରା ସଭା ପରିଚାଳିତ ହୋଇଥିଲା।ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ, ସମ୍ବଲପୁରର ରେଜିଷ୍ଟ୍ରାର ଡ଼. ଚିତ୍ତରଞ୍ଜନ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପନ୍ୟାସର ବିଷୟବସ୍ତୁ ଓ ସାମୟିକ ପ୍ରସଙ୍ଗିକତା ଉପରେ ଆଲୋଚନା କରିଥିଲେ। ଇଂରାଜୀ ସାହିତ୍ୟର ପ୍ରଫେସର ଡ଼. ଉମେଶ ଚନ୍ଦ୍ର ମହାପାତ୍ର ଓ ଶ୍ରୀଯୁକ୍ତ ମାନଭଞ୍ଜନ ପାଣିଗ୍ରାହୀ ଉପନ୍ୟାସର ଶୈଳୀ, କାହାଣୀ ଗଠନ ଓ ଆଧୁନିକ ପାଠକ ମନୋଭାବ ସହିତ ତାହାର ସମ୍ପର୍କକୁ ସରଳ ଭାବେ ଉପସ୍ଥାପନ କରିଥିଲେ।ନିଲେଶ କୁମାର ଦାଶଙ୍କ ସାହିତ୍ୟିକ ଯାତ୍ରା ଦୀର୍ଘ ସାଧନାର ଫଳ। ଶିଶୁବୟସରୁ ସାହିତ୍ୟ ତାଙ୍କ ପାଇଁ ଏକ ଆଶ୍ରୟ ଓ ଆତ୍ମସନ୍ଧାନର ମାଧ୍ୟମ। ପ୍ରଥମେ କବିତା ଲେଖନ ମାଧ୍ୟମରେ ସେ ନିଜ ଭାବନାକୁ ପ୍ରକାଶ କରିଥିଲେ। ତାଙ୍କ କବିତା ସଂଗ୍ରହ ‘Whispers of Heart’ ପାଠକମାନଙ୍କ ମଧ୍ୟରେ ତାଙ୍କୁ ଏକ ପରିଚିତ ନାମ କରିଥିଲା।‘Tell Me a Beautiful Lie’ ଉପନ୍ୟାସରେ ଲେଖକ ମାନବ ସମ୍ପର୍କ, ମନସିକ ଦ୍ୱନ୍ଦ୍ୱ, ସତ୍ୟ ଓ ମିଥ୍ୟାର ଜଟିଳ ସମ୍ପର୍କକୁ ଥ୍ରିଲର ଶୈଳୀରେ ଉପସ୍ଥାପନ କରିଛନ୍ତି। ଏହା କେବଳ ଏକ ରୋମାଞ୍ଚକ କାହାଣୀ ନୁହେଁ, ବରଂ ଆମ ସମାଜର କିଛି ଅକୁହା ସତ୍ୟକୁ ଆଇନା ଭଳି ଦେଖାଏ।

ଶ୍ରୀମାନ ନିଲେଶ କୁମାର ଦାଶଙ୍କ ଲେଖନୀରେ ଦେଖାଯାଏ ସୂକ୍ଷ୍ମ ପର୍ଯ୍ୟବେକ୍ଷଣ, ସରଳ ଭାଷା ଓ ଗଭୀର ଅନୁଭୂତି। ଶିକ୍ଷା ଓ ସୃଜନଶୀଳତାକୁ ସମାନ ଗୁରୁତ୍ୱ ଦେଇ ସେ ଆଗକୁ ବଢ଼ୁଛନ୍ତି। ଏହି ଉପନ୍ୟାସ ତାଙ୍କ ସାହିତ୍ୟିକ ଯାତ୍ରାର ଏକ ଗୁରୁତ୍ୱପୂର୍ଣ୍ଣ ପଦଚିହ୍ନ।ଯାହା ଅତିଥି ମାନେ ମତରଖିଥିଲେ।
‘Tell Me a Beautiful Lie’ ମାଧ୍ୟମରେ ନିଲେଶ କୁମାର ଦାଶ ଆଧୁନିକ ଇଂରାଜୀ ସାହିତ୍ୟରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ଗଢ଼ିବାର ସଂକେତ ଦେଇଛନ୍ତି—ଯାହା ଆଗାମୀ ଦିନରେ ଆହୁରି ସଶକ୍ତ ହେବ ବୋଲି ଆଶା କରାଯାଉଛି।
ପରିଶେଷରେ ଅଧ୍ୟାପକ ସୁଧାଂଶୁ କୁମାର ଦାଶ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026

You Might Also Like