-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||     

HOME   ଜିଲ୍ଲା

ବିନିକାରେ ନକଲି ନୋଟ କାରବାର,ପୁଣି ୨ଅଭିଯୁକ୍ତ କୋଟ ଚଲାଣ

27-Dec-2025



ବିନିକା(ହିମାଂଶୁ ଶେଖର ପୁଟେଲ)ତିନି ମାସ ତଳେ ଅର୍ଥାତ ଗତ ଅକ୍ଟୋବର ୨୫ତାରିଖରେ ନକଲି ନୋଟ କାରବାରରେ ଧରାପଡ଼ି ୩ଅଭିଯୁକ୍ତ ଗିରଫ ହୋଇ ଜେଲରେ ଦିନ କାଟୁଥିବା ବେଳେ ପୁଣି ଏହି କାରବାରରେ ସଂଶ୍ଳିଷ୍ଟ ୨ଅଭିଯୁକ୍ତକୁ ବିନିକା ପୋଲିସ ଗିରଫ କରି କୋର୍ଟ ଚଲାଣ କରିବା ଘଟଣା ସାରା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।କାଳେ କାହା ପାଖରେ ନକଲି ନୋଟ ରହିଛି କି ସେନେଇ ଲୋକେ ଭୟଭୀତ ହୋଇ ପଡିଛନ୍ତି ।ସୂଚନା ଯୋଗ୍ୟ ଯେ ୨ମାସ ତଳେ ଏହି ନକଲି ନୋଟ କାରବାରରେ ଜେଲରେ ଥିବା ବ୍ୟକ୍ତି ମାନଙ୍କ ଠାରୁ ପୋଲିସ ୪ଲକ୍ଷ ୧୫ସହ ଟଙ୍କା ଜବତ କରିଥିବା ବେଳେ ବଜାରକୁ ନକଲି ନୋଟ ୧ଲକ୍ଷ ୯୯ହଜାର ଟଙ୍କା ଛଡା ଯାଇଥିଲା । ଏହି କାରବାରରେ ଆଉ କିଏ କିଏ ସଂଶ୍ଳିଷ୍ଟ ସେହି ଦିନ ଠାରୁ ପୋଲିସ ତଦନ୍ତ ଜାରି ରଖିଥିଲା ଏବଂ ଏଥିରେ ପୁଣି ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ସଫଳ ହୋଇଛି ।ଗିରଫ ଅଭିଯୁକ୍ତ ମାନେ ହେଲେ ବରଗଡ଼ ଜିଲ୍ଲା ବରପାଲି ମହତାପଡ଼ାର ବଳରାମ ମେହେର ଓ ଗାଇସିଲେଟ କେଦୁଭଟା ଗ୍ରାମର ବିଶ୍ଵପତି ସାହୁ ।ତେବେ ଉଭୟ ଅଭିଯୁକ୍ତଙ୍କୁ କୋଟ ଚଲାଣ କରାଯାଇଥିବା ପୋଲିସ ସୂଚନା ଦେଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026

You Might Also Like