-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ମହିମା" ସୁବର୍ଣ୍ଣପୁର ଲୋକ ମହୋତ୍ସବ ର ବ୍ୟାପକ ପ୍ରଚାର ଓ ପ୍ରସାର ପାଇଁ ‘ମହିମା’ ରଥର ଶୁଭାରମ୍ଭ।

27-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)

ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ "ମହିମା" ସୁବର୍ଣ୍ଣପୁର ଲୋକ ମହୋତ୍ସବ ଏବଂ ରାଜ୍ୟ ସ୍ତରୀୟ ପଲ୍ଲିଶ୍ରୀ ମେଳା-୨୦୨୬ ର ସମଗ୍ର ଜିଲ୍ଲାରେ ବ୍ୟାପକ ପ୍ରଚାର ଓ ପ୍ରସାର ପାଇଁ 'ମହିମା' ରଥକୁ ସବୁଜ ପତାକା ଦେଖାଇ ଉଦଘାଟନ କରିଛନ୍ତି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ । ଏହି ଅବସରରେ ସୁବର୍ଣ୍ଣପୁର,ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ଶ୍ରୀ ରାଜେନ୍ଦ୍ର ମାଝୀ ଓ ଜିଲ୍ଲା ସଂସ୍କୃତି ଅଧିକାରୀ, ସୁବର୍ଣ୍ଣପୁର, ସୁଶ୍ରୀ ଯମୁନା ପ୍ରଧାନ, ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ଅର୍ଜୁନ ମାଝୀ ଉପସ୍ଥିତ ଥିଲେ l 
"ମହିମା" ରଥ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତ, ବ୍ଲକ, ସୋନପୁର ମ୍ୟୁନିସିପାଲଟି ଓ ସମସ୍ତ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ଜିଲ୍ଲା ସଦର ମହକୁମା ରେ ଜିଲ୍ଲା ମହୋତ୍ସବ ବିଷୟରେ ବ୍ୟାପକ ପ୍ରଚାର ପ୍ରସାର କରିବ ଏବଂ ଆସନ୍ତା 'ମହିମା' ସୁବର୍ଣ୍ଣପୁର ଲୋକ ମହୋତ୍ସବ ଓ ରାଜ୍ୟସ୍ତରୀୟ ପଲ୍ଲିଶ୍ରୀ ମେଳା- ୨୦୨୬ ଯାହା ସୁବର୍ଣ୍ଣପୁର ଜିଲ୍ଲାସ୍ଥିତ ରାମେଶ୍ୱର ଷ୍ଟାଡିୟମ ରେ ଜାନୁଆରୀ ୭- ରୁ ୧୧ ତାରିଖ ଯାଏ ଆୟୋଜିତ ହେବ ସେ ବିଷୟରେ ଜିଲ୍ଲାବାସୀଙ୍କୁ ଅବଗତ କରିବ ।ଏହି "ମହିମା" ରଥ ମାଧ୍ୟମରେ ଜିଲ୍ଲାର  ସମସ୍ତ ଜିଲ୍ଲାବାସୀଙ୍କୁ ଅନୁରୋଧ କରାଯାଉଛି, ଯେ ଆସନ୍ତା ୫ ଦିନିଆ ଜିଲ୍ଲା ମହୋତ୍ସବ ରେ ଜିଲ୍ଲାର ବିଭିନ୍ନ ବ୍ଲକ ଏବଂ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ସାଂସ୍କୃତିକ ଦଳ ମାନଙ୍କର ଲୋକ ସଂସ୍କୃତି, ଲୋକକଳା ଓ ଲୋକ ନୃତ୍ୟ ପରିବେଷଣ କୁ ଉପଭୋଗ କରିବା ହେବେ ଏବଂ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାରେ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ମାନଙ୍କର କ୍ରୟ ବିକ୍ରୟରେ ସାମିଲ ହେବା ପାଇଁ ଅନୁରୋଧ କରା ଯାଇଛି l  
ଏହି "ମହିମା" ରଥ ଉଦଘାଟନ ସମୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ସୋନପୁର ଶ୍ରୀ ପ୍ରତୀକ କର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଶ୍ରୀମତୀ ଅନିତା ଗୁରୁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ, ଶ୍ରୀ ଚତୁର୍ଭୁଜ ଦାସ ଙ୍କ ସମେତ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଖଳିଆପାଲି ସ୍ଥିତ ଭୀମଭୋଇ ମହିମା ମଠ ଆଶ୍ରମର ମହିମା ଧର୍ମର ସାଧୁ, ସନ୍ୟାସିନୀ,  ମହିମା ଧର୍ମାବଲମ୍ବୀ ବହୁତ ଭକ୍ତ ବୃନ୍ଦ ଓ ଜନସାଧାରଣ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା