-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଅଠରଗଡ଼ ଫୁଲମାଳୀ ସମାଜର ବାର୍ଷିକ ମହୋତ୍ସବ ଉଦଯାପିତ 

27-Dec-2025



ଟୋନିସ ରୋହିଦାସ୍ ରିପୋର୍ଟ 

ବିବାହିତ ଓ ଅବିବାହିତା ମହିଳାଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା 

ସୁନ୍ଦରଗଡ,ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ବ୍ଲକ ଅନ୍ତର୍ଗତ ଧଉଁରାଅଢା ଠାରେ ଅଠରଗଡ଼ ଫୁଲମାଳୀ ସମାଜର ତ୍ରୟୋଦଶ ବାର୍ଷିକ ମହୋତ୍ସବ ଗୁରୁବାର ଉଦଯାପିତ ହୋଇଯାଇଛି | ଆୟୋଜିତ ଉଦଯାପନୀ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ମଣ୍ଡଳ ଉପସଭାପତି ରାଜୁ ପଟେଲଙ୍କ ସଭାପତିତ୍ୱରେ  ବିଧାୟକ ଯୋଗେଶ କୁମାର ସିଂ ମୁଖ୍ୟଅତିଥି ଭାବେ ଯୋଗଦାନ କରି ସମାଜର ବିକାଶ କ୍ଷେତ୍ରରେ ଏକତା

ଜରୁରୀ ବୋଲି ମତାମତ ପ୍ରଦାନ କରିଥିଲେ | ସମ୍ମାନୀତ ଅତିଥି ଭାବେ ସମାଜର ସଭାପତି ପରସରାମ ପଟେଲ, ଛତିଶଗଡ ରାଜ୍ୟର ସାହାଯ୍ୟକାରୀ ସଭାପତି ଲମ୍ବୋଦର ପଟେଲ, ସରିଆ ଉପସଭାପତି କମଲେଶ ପଟେଲ, ସାରଙ୍ଗଗଡ଼ ଉପସଭାପତି ଭିଚରଣ ପଟେଲ, ପୂର୍ବତନ ସାହାଯ୍ୟକାରୀ ସଭାପତି ଟଙ୍କଧର ମାଝୀ, ସମ୍ପାଦକ ଖଗପତି ମାଲାକାର, ପୂର୍ବତନ ସମ୍ପାଦକ କମଲ ପଟେଲ ପ୍ରମୁଖ ମଞ୍ଚାସୀନ ରହି ସମାଜର ବିକାଶ ଦିଗରେ ଭିନ୍ନ ଭିନ୍ନ ଭାବେ ମତାମତ ପ୍ରଦାନ କରିଥିଲେ | ଏଥିରେ ବିବାହିତା ଏବଂ ଅବିବାହିତା ବର୍ଗରେ ଝୋଟି, ରଙ୍ଗୋଲି ତଥା ଗୀତ, ଏକ ମିନିଟ କଳା ପ୍ରଦର୍ଶନ, ଲକ୍ଷ୍ମୀ ପୁରାଣ ପଠନ ହୁଳହୁଳି, ଶଙ୍ଖବାଦନ, ଝିଅ ନଂ 1 ପ୍ରତିଯୋଗିତା କରାଯାଇଥିଲା | କାର୍ଯ୍ୟକ୍ରମ ପ୍ରାରମ୍ଭରେ ଆରାଧ୍ୟାଦେବୀ ମାଆ ସମଲେଇଙ୍କ ପୂଜାର୍ଚ୍ଚନା କରାଯାଇଥିଲା | ପରେ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା | କାର୍ଯ୍ୟକ୍ରମକୁ ଫିରୋଜ କୁମାର ପଟେଲ, ଜଗନ୍ନାଥ ଠାକୁର ଉଦିତ ପଟେଲ, ଲଳିତ ପଟେଲ ପ୍ରମୁଖ ପରିଚାଳନା କରିଥିଲେ | କାର୍ଯ୍ୟକ୍ରମକୁ ସୁନ୍ଦରଗଡ଼

ମଣ୍ଡଳ ଏବଂ ଧଉଁରାଅଢ଼ା ଗାଦୀର ମିଳିତ ଉଦ୍ୟମରେ ଆୟୋଜନ କରାଯାଇଥିଲା | ସମାଜର ଅନନ୍ତ ରାମ ପଟେଲ ଡୋଲାମଣି ପାଣ୍ଡେ ପବିତ୍ର ମୋହନ ନାଏକ ରାମଜୀ ପଟେଲ ଦେଶରଞ୍ଜନ ପଟେଲ ହେମନ୍ତ ପଟେଲ ପୌଲସ୍ତୀ ପାଣ୍ଡେ ପ୍ରମୁଖ ଜାତିଭାଇ ନେତୃତ୍ୱ ନେଇଥିଲେ | ପରିଶେଷରେ ଅଶୋକ ପଟେଲ ଧନ୍ୟବାଦ ପ୍ରଦାନ କରିଥିଲେ | ଏଥିରେ ବହୁ ସଂଖ୍ୟାରେ ସୁନ୍ଦରଗଡ଼ ଝାରସୁଗୁଡା ସମ୍ବଲପୁର ବରଗଡ଼, ସମେତ ଛତିଶଗଡ ରାଜ୍ୟରୁ ସମାଜର ମହିଳା ଓ ପୁରୁଷ ଯୋଗଦାନ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା