-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବିନା କୌଣସି ପାଠ୍ୟକ୍ରମ ମାଧ୍ୟମରେ ନାଟକ ମଣିଷ କୁ ଛୁଇଁ ପାରେ

27-Dec-2025



ସର୍ବଭାରତୀୟ ମଠଖାଇ ମହୋତ୍ସବ ତୃତୀୟ ସନ୍ଧ୍ୟା

ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭୂମିକା ଓ ମଠଖାଇ ମହୋତ୍ସବ ପାଳନ କମିଟି ପକ୍ଷରୁ କୃଷ୍ଣଚନ୍ଦ୍ର ମହାପାତ୍ର(କେସି)ଙ୍କ ସ୍ମୃତିରେ ଆୟୋଜିତ ୧୭ତମ ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବର ତୃତୀୟ ସନ୍ଧ୍ୟା ସ୍ଥାନୀୟ କୋସଲ କଳାମଣ୍ଡଳ ପଡ଼ିଆରେ ହୋଇଯାଇଛି। ଭୂମିକା ସଭାପତି ରାଜୀବ ଲୋଚନ ଆଚାର୍ଯ୍ୟଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ସଭାରେ ମୁଖ୍ୟଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ସତ୍ୟ ପ୍ରକାଶ ନାୟକ ଯୋଗଦେଇ କହିଥିଲେ ଯେ ବିନା କୌଣସି ପାଠ୍ୟକ୍ରମ ମାଧ୍ୟମରେ ନାଟକ ମଣିଷ କୁ ଛୁଇଁ ପାରେ ଓ ଶ୍ରୀ ନରସିଂହ ମିଶ୍ର ଙ୍କ ପୃଷ୍ଠ ପୋଷକତା ରେ ୧୭ ତମ ମଠ ଖାଇ ମହୋତ୍ସବ ପ୍ରଶଂଶନୀୟ ବୋଲି କହିଥିଲେ। 
ସେହିପରି ସମ୍ମାନିତ ଅତିଥି ଏନଏସଡିଆନ ବିଶ୍ୱଜିତ ବିସ୍ଵାଶ କହିଥିଲେ ଯେ ଆଜି ଏ ଆ ଇ ଓ ରିଲସ ର ଯୁଗ ରେ ମଠଖାଇ ମହୋତ୍ସବ ମାଧ୍ୟମ ରେ ନାଟକ କୁ ବଞ୍ଚାଇ ରଖିବା ଏକ ବଡ଼ ପ୍ରୟାସ ବୋଲି କହିଥିଲେ । ପରେ ମହୋତ୍ସବ କମିଟି ଅଧ୍ୟକ୍ଷ ନରସିଂହ ମିଶ୍ର କହିଥିଲେ ଯେ ନୂଆ କଳାକାର ସୃଷ୍ଟି କରିବାରେ ଓ ନାଟକ ମାଧ୍ୟମରେ ଅଞ୍ଚଳ ର ସମସ୍ୟା କୁ ଲୋକଳଚନକୁ ଆଣିଲେ ଅଞ୍ଚଳ ର ବିକାଶ ରେ ସହାୟକ ହେବ ବୋଲି କହିଥିଲେ। ଆଜିର କାର୍ଯ୍ୟକ୍ରମ ମଞ୍ଚକୁ ନାଟ୍ୟକାର ସ୍ଵର୍ଗତ ଶାରତ ମାଝୀ ଓ ରାଜେନ୍ଦ୍ର ମଲ୍ଲିକଙ୍କ ଉଦ୍ଦେଶ୍ୟରେ ସମର୍ପଣ କରାଯାଇଥିଲା। ଏହି ଅବସରରେ ଡ଼ ଶଙ୍କର ରାମଚନ୍ଦାନି ଙ୍କୁ ମଠଖାଇ ସମ୍ମାନରେ ସମ୍ମାନୀତ କରାଯାଇଥିଲା । ଭୂମିକା ସମ୍ପାଦକ ସଂଜୀବ ମହାନ୍ତି ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ମନୋରଞ୍ଜନ ଦାଶ ଧନ୍ୟବାଦ ଦେଇଥିଲେ। ଉଦଘାଟନୀ ସମାରୋହରେ ଢୋଲ ମୁହୁରି କଲା ପରିଷଦ କର୍ମକର୍ତ୍ତା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ସଭାପରେ ଖଡ଼ିଆଲ ସାଂସ୍କୃତିକ ଅନୁଷ୍ଠାନର କୋସଲି ନାଟକ. ‘ଦାମୁର ’ ମଞ୍ଚସ୍ଥ ହୋଇଥିଲା।
 ଜିତେନ୍ଦ୍ର ପଟ୍ଟନାୟକଙ୍କ ଲିଖିତ ଓ ନିର୍ଦ୍ଦେଶିତ ଏହି ନାଟକ କୁ ନାଟ୍ୟପ୍ରେମୀ ଓ ଜନସାଧାରଣଉପଭୋଗକରିଥିଲେl।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା