-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

୪୩ତମ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

27-Dec-2025



ତରଭା(ପ୍ରେରଣା ଖବର)- ତରଭା ବ୍ଲକ ମେଣ୍ଡା ହାଇସ୍କୁଲ ଖେଳ ପଡିଆ ଠାରେ ମେଣ୍ଡା ସ୍ପୋଟିଙ୍ଗ କ୍ଲବ ଆନୁକୂଲ୍ୟରେ ୪୩ତମ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ଶନିବାର ଆରମ୍ଭ ହୋଇଯାଇଛି। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶମ୍ଭୁ ଭୂଷଣ ପରଧିଆ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଉଦଘାଟନ କରିଥିଲେ। ପ୍ରଥମ ମ୍ଯାଚ କୁମୁଣ୍ଡେ ଓ ରାନିକଟl କ୍ରିକେଟ ଦଳ ମଧ୍ୟରେ ହୋଇଥିବା ବେଳେ ରାନିକଟl   କ୍ରିକେଟ ଦଳ ବିଜୟ ଲାଭ କରିଥିଲେ। ଡୁବୁଲ୍ ଦଣ୍ଡସେନା ଓ ଗଜେନ୍ଦ୍ର ମେହେର ଖେଳ ପରିଚାଳନା କରିଥିବା ବେଳେ ଧୀରେନ୍ଦ୍ର ଝାଙ୍କର ଖେଳ ର ଧାରାବିବରଣୀ ପ୍ରଦାନ କରିଥିବା ବେଳେ ଅଂଶ ପୁଜାହାରୀ ଓ ପିଣ୍ଟୁ ଦାସ ସ୍କୋରର ଥିଲେ। ଅନ୍ତର୍ଯ୍ୟାମୀ ଦଣ୍ଡସେନା, ପିଙ୍କୁ ହାତୀ, ଡୁବୁଲ, ସୁନିଲ ସେଠୀ, ବିଶି,ସୁରଜ,ପିଣ୍ଟୁ, ପ୍ରଶାନ୍ତ,କୁନ୍ଦନ,ସୁରେଶ,ସନ୍ତୋଷ ସହିଦ ସମସ୍ତ କ୍ଲବ ସଦସ୍ୟ ହୃଷିକେଶ ପାତ୍ର, ଗୋବିନ୍ଦ ଦଣ୍ଡସେନା, ବିଶ୍ୱ ରଞ୍ଜନ ଦଳବେହେରା,ମହାଦେବ ଜେନା, ଚନ୍ଦ୍ର ଭାନୁ ସାହୁ, ଅକ୍ଷୟ କୁମାର ସାହୁ ସହ ସମସ୍ତେ ସହଯୋଗ କରିଥିଲେ । ଫାଇନାଲ ମ୍ଯାଚ ଆସନ୍ତା ବୁଧବାର ଅନୁଷ୍ଠିତ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା