-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||     

HOME   ଜିଲ୍ଲା

କନକଦୁର୍ଗା ସରକାରୀ ଉଚ୍ଚବିଦ୍ୟାଳୟର ସୁବର୍ଷ ଜୟନ୍ତୀ

28-Dec-2025



ବରୀ(ରଞ୍ଜିତ ମହାନ୍ତି):ବରୀ ବ୍ଲକ ବାଲିବିଲି ପଞ୍ଚାୟତର କନକଦୁର୍ଗା ସରକାରୀ ଉଚ୍ଚବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ସମ୍ମାନିତ ଅତିଥି ଭାବେ ବରୀ ବିଧାୟକ ବିଶ୍ ରଞ୍ଜନ ମଲ୍ଲିକ ଯୋଗ ଦେଇ ଉଦ୍ଘାଟନ କରିଥିବା ବେଳେ ପୂର୍ବାହ୍ନରେ ସୁବର୍ଣ୍ଣ ଜୟନ୍ତୀ ସ୍ତମ୍ଭକୁ ପଣ୍ଡିତ ମାତୃପ୍ରସାଦ ମିଶ୍ର ଉଦ୍ଘାଟନ କରିଥିଲେ । ପୁରାତନ ଛାତ୍ରସଂସଦ ସଭାପତି ରାଜେନ୍ଦ୍ର ପ୍ରସାଦ ସାମଲଙ୍କ ଅଧ୍ଯକ୍ଷତାରେ ମୁଖ୍ୟଅତିଥି ଭାବେ କଳିଙ୍ଗ କମର୍ସିଆଲ  ପୌରେ ସନର ପରିଚାଳନା ନିର୍ଦ୍ଦେଶକ ଡ. ସୌମ୍ୟ ରଂଜନ ସାମଲ, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଅଧ୍ଯକ୍ଷ ৫. ଦେବ ପ୍ରସାଦ ସାମଲ, ସମ୍ମାନିତ ଅତିଥିଭାବେ ବରୀ ବିଧାୟକ ବିଶ୍ଵରଂଜନ ମଲ୍ଲିକ ଓ ସ୍ୱତନ୍ତ୍ର ଅତିଥି ଭାବେ ଭୁବନେ ଶ୍ଵ ରର
ବିଦୁଭୂଷଣ ନାୟକ ଯୋଗଦେଇଥିଲେ । ବିଦ୍ୟାଳୟ ସ୍ଥାପନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବଦାନ୍ୟ ବ୍ୟକ୍ତି ଙ୍କୁ ସମ୍ବଦ୍ଧିତ କରା ରାଯାଇଥିଲା । ଅପରାହ୍ନ ଅଧିବେଶନରେ ମୁଖ୍ୟଅତିଥି ଭାବେ ଆଇନ, ପୂର୍ବ ଓ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଯୋଗ ଗଦେଇ ଛାତ୍ରଛାତ୍ରୀଙ୍କୁ ସୁନାଗରିକ ହେବାକୁ ପରାମର୍ଶ ଦେଇଥିଲେ । ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ କୁଳ ପତି ଡ. କୁମରବର ଦାସ, ସମ୍ମାନିତ ଅତିଥି ଭାବେ ବରୀ ବିଧାୟକ ବିଶ୍ଵରଂଜନ ମଲ୍ଲିକ ଓ ସ୍ୱତନ୍ତ୍ର ଅତିଥିଭାବେ ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା ଯୋଗଦେଇ ପିଲାମାନଙ୍କୁ ବିଭିନ୍ନ ପରାମର୍ଶ ଦେଇଥିଲେ । ସନ୍ଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026

You Might Also Like