-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||     

HOME   ଜିଲ୍ଲା

ଓପିଏସ୍‌ସି ଫଳାଫଳ ୧୬ ସ୍ଥାନରେ ମାନସ ରଞ୍ଜନ ବେହେରଦଳେଇ

28-Dec-2025



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): ଓପିଏସସି (OPSC)  ଭେଟେରିନାରି ଆସିଷ୍ଟାଣ୍ଡ ସର୍ଜନ ପରୀକ୍ଷାରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ ରଞ୍ଜନ ବେହରଦଳାଇ ୧୬ ତମ ସ୍ଥାନ ରଖି ଉତ୍ତୀର୍ଣ୍ଣ ହୋଇ ଦାରିଙ୍ଗବାଡି ବ୍ଲକ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ଏହି ସଫଳତା ପାଇଁ ସେ ତାଙ୍କ ମା' ଓ ବାପା ଏବଂ ପ୍ରାଥମିକ ଶିକ୍ଷା ଆରମ୍ଭ କରିଥିବା ବ୍ରାହ୍ମଣୀଗାଁ ସ୍ଥିତ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଶ୍ରେୟ ଦେଇଛନ୍ତି। ବ୍ରାହ୍ମଣୀଗାଁ ସ୍ଥିତ ପ୍ରାଥମିକ ବିଦ୍ୟାଳୟରେ ପଢିବା ପରେ ସେ ବ୍ରହ୍ମପୁର ସ୍ଥିତ ମେଡିକାଲ କ୍ୟାମ୍ପସ ସରକାରୀ ଉଚ୍ଚ ବିଦ୍ୟାଳୟ, ପରେ ଖଲ୍ଲିକୋଟ ଜୁନିୟର କଲେଜରେ ସଫଳତାର ଉତ୍ତୀର୍ଣ୍ଣ ହୋଇ ପାଇଛି। କଲେଜ ଅଫ୍ ଭେଟେରିନାରି ସାଇନ୍ସ ଏଣ୍ଡ ଆନିମାଲ୍ ହଜବ୍ୟାଣ୍ଡ୍ରିରେ OUAT, ଭୁବନେଶ୍ବରରେ ଅଧ୍ୟୟନ କରି ଡ଼ିଗ୍ରୀ ହାସଲ କରିଥିଲେ। ଓପି ଏସ ସି ଭେଟେରିନାରି ଆସିଷ୍ଟାଣ୍ଡ ସର୍ଜନ ପରୀକ୍ଷାରେ ୧୬ ତମ ସ୍ଥାନରେ ଉତ୍ତୀର୍ଣ୍ଣ ହୋଈ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନ ଭାବେ ସରକାରଙ୍କ ଦ୍ବାରା ଦାୟିତ୍ବ ତୁଲାଇବେ। ପ୍ରକାଶ ଯେ,  ମାନସଙ୍କ ବାପା ଟୁଟୁ ବେହେରଦଳାଇ ପୋଲଟ୍ରି ପ୍ରସାରଣ ପରିଚାଳକ, CDVO କାର୍ଯ୍ୟାଳୟ ବ୍ରହ୍ମପୁରରେ କାର୍ଯ୍ୟରତ ରହିଥ‌ିବା ବେଳେ ମା ଗୃହଣୀ। ତାଙ୍କର ଏହି ସଫଳତା ପାଇଁ ଆତ୍ମୀୟ ସ୍ୱଜନ, ବନ୍ଧୁବର୍ଗ ଓ ବିଭିନ୍ନ ମହଲରୁ ଅଭିନନ୍ଦନର ସୁଅ ଛୁଟୁ ଥିବା ଜଣାପଡ଼ିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026

You Might Also Like