-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   (06-Jun-2026)       ||      ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||     

HOME   ରାଜନୀତି

ଯାଦବ ସମାଜ ର ସାଙ୍ଗଠନିକ ବୈଠକ

28-Dec-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଦଶପୁର ପଞ୍ଚାୟତର ମେଣ୍ଡିପାଲି ଗ୍ରାମ ଠାରେ ପୁଇଁନ୍ତଲାବ୍ଲକ ଯାଦବ ସମାଜର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ସମାଜର ଇଷ୍ଟଦେବୀ ମାଁସମଲେଶ୍ୱରୀ ଓ କୂଳ ଦେବତା ଶ୍ରୀ କୃଷ୍ଣଙ୍କ ଠାରେ ପୂଜାର୍ଚ୍ଚନା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଦଶପୁର ଗ୍ରାମ ପଞ୍ଚାୟତର ପୂର୍ବତନ ଯାଦବ ସଂଘର ସଭାପତି ଵିଷ୍ଣୁ ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପୁଇଁନ୍ତଲା ବ୍ଲକ ଯାଦବ ସମାଜ ସଭାପତି ଅନିରୁଦ୍ଧ ବଗର୍ତ୍ତୀ, ଜିଲ୍ଲା ସହ ସଂପାଦକ ଦେବେନ୍ଦ୍ର ହାତୀ, ବ୍ଲକ ଉପସଭାପତି ଚନ୍ଦ୍ର ବଦନ ବଗର୍ତ୍ତୀ, ବ୍ଲକ ଯୁବ ଯାଦବ ସଂପାଦକ ସଚିତାନନ୍ଦ ବଗର୍ତ୍ତୀ ଯୋଗଦେଇ ଗ୍ରାମ ପଞ୍ଚାୟତ ସ୍ତରରେ କିପରି ଭାବରେ ସମାଜର ସଙ୍ଗଠନକୁ ମଜବୁତ କରାଯିବ ସେ ଉପରେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବନ୍ଧପଡା ଗ୍ରାମ ପଞ୍ଚାୟତ ସଭାପତି ସମ୍ପତ୍ତି ବାଗ, ମଲମୁଣ୍ଡା ଗ୍ରାମ ପଞ୍ଚାୟତ ସଭାପତି ପିତାମ୍ବର ବାଙ୍କ, ସାଉନ୍ତପୁର ଗ୍ରାମପଞ୍ଚାୟତ ଉପ ସଭାପତି ପାର୍ଥ ପୋଢ, କୁରୁଲ ଗ୍ରାମ ପଞ୍ଚାୟତ ସଂପାଦକ ଯଦୁମଣି ବାଗ, ଛତାପିପଲ ଗ୍ରାମ ପଞ୍ଚାୟତ ସଭାପତି ଯୁଗେଶ୍ୱର ଆଡଜୁଏଡ, ରଣ୍ଡା ଗ୍ରାମ ପଞ୍ଚାୟତ ସଭାପତି ସୁଦାମ ସେଲମା ପ୍ରମୁଖ ଉପସ୍ଥିତ ଥିଲେ । ଦ୍ୱିତୀୟ ପର୍ଯ୍ୟାୟରେ ଦଶପୁର ଗ୍ରାମ ପଞ୍ଚାୟତ ସ୍ତରୀୟ ଯାଦବ ସମାଜର କମିଟୀ ଗଠିତ ହୋଇଥିଲା । ସର୍ବସମ୍ମତି କ୍ରମେ ସଭାପତି ଭାବରେ ତ୍ରିଲୋଚନ ପାଣ୍ଡେ, କାର୍ଯ୍ୟକାରୀ ସଭାପତି ଗାନ୍ଧୀ ଜାଲ, ଉପସଭାପତି ପ୍ରକାଶ ବିଶି, ସଂପାଦକ ମନ ଥପା, ସହ ସଂପାଦକ ପ୍ରକାଶ ମାହାକୁର, କୋଷାଧ୍ୟକ୍ଷ ଲମ୍ବୋଧର ବାଗ, ଯୁବ ଯାଦବ ସଭାପତି ବିନୋଦ କୁମାର ଥପା, ଯୁବ ଯାଦବ ସଂପାଦକ  ସୁଦର୍ଶନ ଅଦାବରିଆ ଓ କାର୍ଯ୍ୟକାରୀ ସଦସ୍ୟ ଭାବରେ ବ୍ୟାସଦେବ ବନଛୋର, ସାଧୁରାମ ବିଶି, ବିକର୍ତ୍ତନ ମାହାକୁର,ପୁରନ ବାଗ, ଆକୁଳ ଷାଣ୍ଢ, କାର୍ତ୍ତିକ ବିଶି ପ୍ରମୁଖ ମନୋନୀତ ହୋଇଥିଲେ । ନୂତନ ଭାବରେ ମନୋନିତ ହୋଇଥିବା ସମାଜର କର୍ମକର୍ତ୍ତା ମାନଙ୍କୁ ଜିଲ୍ଲା ଉପ ସଭାପତି ପ୍ରଦୀପ କୁମାର ସେଲମା ଶପଥ ପାଠ କରାଇଥିଲେ ! ବୈଠକରେ ଦଶପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗ୍ରାମ ଗୁଡିକର ଯାଦବ ଭାଇ ମାନେଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ବ୍ଲକ ସଂପାଦକ ଜଗନ୍ନାଥ ଚନ୍ଦନ ପରିଚାଳନା କରିଥିବା ବେଳେ ଶେଷରେ ଲୋକେଶ୍ୱର ପାଣ୍ଡେ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   06-Jun-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026

You Might Also Like