-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳ ଠାରେ କଂଗ୍ରେସ ପକ୍ଷରୁ ୧୪୦ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ

29-Dec-2025



କଣ୍ଟାମାଳ(ଜୟକୁମାର ମହାରଣା): କଂଗ୍ରସ କ୍ଷମତାକୁ ଆସିଲେ ହିଁ ଓଡ଼ିଶାର ବିକାଶ ହେବା ସଙ୍ଗେ ସଙ୍ଗେ ସବୁ ସମସ୍ୟାର ସମାଧାନ ହୋଇପାରିବ ବୋଲି ରବିବାର କଣ୍ଟାମାଳ କଲ୍ୟାଣ ମଣ୍ଡପ ଠାରେ ଜାତୀୟ କଂଗ୍ରେସ ର ୧୪୦ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ମୁଖ୍ୟଅତିଥି ଭାବେ ବୌଦ୍ଧ ଜିଲ୍ଲା କଂଗ୍ରେସ ସଭାପତି ବିନ୍ଧ୍ୟାବିନି ସାହୁ  ଯୋଗଦେଇ ନିଜ ବକ୍ତବ୍ୟରେ କହିଥିଲେ  l   କଣ୍ଟାମାଳ ବ୍ଳକ୍ କଂଗ୍ରେସ ପକ୍ଷରୁ ଆୟୋଜିତ ୧୪୦ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ସଭାପତି ବିନ୍ଧ୍ୟା ବିନୀ ସାହୁ ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବେ ପ୍ରଶାନ୍ତ କୁମାର ସାହୁ,  ଶିଷକ ଚିଦାନନ୍ଦ କଅଁର, ଘଣ୍ଟାପଡ଼ା ସରପଞ୍ଚ ଶ୍ରୀମତୀ ରୀତା କଅଁର ପ୍ରମୁଖ ଯୋଗଦେଇ କଂଗ୍ରେସ ତୃଣମୂଳ ସ୍ତରରୁ କିଭଳି ଭାବେ ସଶକ୍ତ, ସୁଦୃଢ ହୋଇ ଆଗକୁ  ବଢିବ ଏବଂ ଅଗାମି ଦିନରେ ଓଡ଼ିଶାରେ ସରକାର ଗଢିବା ପାଇଁ  ଉଦ୍ୟମ ଜାରିରହିବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଅତିଥି ମାନଙ୍କୁ କଣ୍ଟାମାଳ କଂଗ୍ରେସ କର୍ମି ମାନେ ସ୍ୱାଗତ ସମ୍ବର୍ଦ୍ଧନା  ସହ ଉପଢୌକନ ପ୍ରଦାନ କରିଥିଲେ  l  ଉକ୍ତ ସଭାରେ ନିବାସ ବାରିକ୍ ,ସୁନାଧର ପୁଟେଲ, ଶୁକ ମଙ୍ଗରାଜ, ବ୍ରଜ ମୋହନ ବାରିକ, ନିତ୍ୟାନନ୍ଦ କର୍ମି,ସୁକେଶ ଖଟୁଆ, ବିକ୍ରମ୍ ରାଜହଂସ,ହୃଦାନନ୍ଦ କଅଁର,ହିତେଶ୍ଵର ଷlଣ୍ଢ, ତ୍ରିନାଥ ରଣା, ବିଷ୍ଣୁମୋହନ ସାହୁ ସମେତ ଅନ୍ୟ ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like