-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବୁଢାଦେଓ ମହୋତ୍ସବ ଉଦଯାପିତ

03-Jan-2026



ବଲାଙ୍ଗୀର ଜ଼ିଲ୍ଲା ଆଗଲପୁର ବ୍ଲକ ନଅଗାଁ (ଖ ) ର ବୁଢାଦେଓ ଯାତ୍ରା ଅବସରରେ ଦୁଇ ଦିନ ଧରି ବୁଢାଦେଓ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି ! ଗ୍ରାମ ର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର, ବୁଢାଦେଓ ଯାତ୍ରା କମିଟି ଓ ଗ୍ରାମବାସୀଙ୍କ ତରଫରୁ ଅଯୋଜିତ ମହୋତ୍ସବ ଗୁରୁବାର ସନ୍ଧ୍ୟା ରେ ଉତଯାପିତ ହୋଇଯାଇଛି.
  ପ୍ରଥମ ସନ୍ଧ୍ୟା କାର୍ଯ୍ୟକ୍ରମକୁ ସଦାନନ୍ଦ ପାସାୟତ ପରିଚାଳନା କ୍ରମେ ଲୋଇସିଂହା ବନ ଅଧିକାର ଆନନ୍ଦ ଚନ୍ଦ୍ର ବିଶି, ଲୋଇସିଂହା ତହସିଲଦାର ଟିକୁନୁ ପୁଟା, ଡା. ସଂଜୀବ ବିଶ୍ୱାଳ ନଅ ଗାଁ ସରପଞ୍ଚ ବୃନ୍ଦାବନ ସେଠ, ନରସିଂହ ସାହୁ ଅତିଥି ଭାବେ ଯୋଗ ଦାନ କରିଥିଲେ । ବିଶ୍ୱ ରେ ଆଦିବାସୀ ସଂସ୍କୃତି, ପରମ୍ପରା ଦିନ କୁ ଦିନ ଲୋପ ହେବାକୁ ବସିଛି ଏଣୁ ଉକ୍ତ ମହୋତ୍ସବକୁ ଆହୁରି ବ୍ୟାପକ ଭାବେ କରିବାକୁ ଅତିଥି ମାନେ ମତଦାନ କରିଥିଲେ  ।

ମହୋତ୍ସବର ଦ୍ୱିତୀୟ ଦିନ ସନ୍ଧ୍ୟା ଉଦଯାପନି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ, ପୂର୍ବତନ ବ୍ଲକ ଉପାଧ୍ୟାକ୍ଷ ମନମୋହନ ପଟେଲ, ଲଳିତ ମୋହନ ସାହୁ ମଞ୍ଚାସୀନ ଥିଲେ । ଏହି ପରିପେକ୍ଷୀରେ ବିଭିନ୍ନ କ୍ଷେତ୍ରରେ ପ୍ରତିଭା ଲାଭ କରିଥିବା ଝରଣିପାଲି ଗ୍ରାମ ପଂଚାୟତ ସରପଞ୍ଚ ଶ୍ରୀମତୀ ସୁନିତା ସାହୁ, ଝରଣିପାଲି ଅଙ୍ଗନବାଡି କର୍ମୀ ଶ୍ରୀ ମତି ରଶ୍ମିରେଖା ସାହୁ, ଆଡେଂଡୁଙ୍ଗୁରି କୃଷକ ଶ୍ରୀ ବିରେନ ଭୋଇ, ନଅଗାଁ (ଖ ) ର ଅବସରପ୍ରାପ୍ତ ଖେଳ ଶିକ୍ଷକ ସୀତାରାମ ପଧାନ, ପୁରାତନ ବାଜା କଳାକାର ଶ୍ରୀ ଘାସି ହରପାଳ, କୀର୍ତନ ମହାନନ୍ଦ, ଆଦିବାସୀ ସଂଗଠନ ରୁ ଗୋବିନ୍ଦ କୁଅଁର ଙ୍କୁ ମନ୍ତ୍ରୀ ଙ୍କ ହସ୍ତ ରେ ସମ୍ମାନପତ୍ର ସହିତ ଉପଧୋକନ ପ୍ରଦାନ କରାଯାଇଥିଲା । ଦୁଇ ଦିନ ଧରି ଉକ୍ତ କାର୍ଯ୍ୟକ୍ରମ ରେ ରାଜ୍ୟ ର ବିଭିନ୍ନ ପ୍ରାନ୍ତ ରୁ ସଂସ୍କୃତିକ ଦଳ ଆସି ବିଭିନ୍ନ ସଂସ୍କୃତିକ କାର୍ଯ୍ୟକ୍ରମ ମାନ ପ୍ରଦର୍ଶନ କରିଥିଲେ । ନଅଗାଁ କୁନି କଳାକାର ମାନଙ୍କୁ ନେଇ ତପସ୍ୱିନୀ କାବ୍ୟ ଓ ପାଣ୍ଡେସରା ମହକ କିଶୋରୀ ସଂଗଠନ ତରଫରୁ ବାଲ୍ୟ ବିବାହ ଆଧାରିତ ଏକ ଡ୍ରାମା ପ୍ରଦର୍ଶନ କରାଯାଇଥିଲା । ବିଳମ୍ବ ରାତ୍ରି ପୟନ୍ତ ଦର୍ଶକ କାର୍ଯ୍ୟକ୍ରମ କୁ ଉପଭୋଗ କରିଥିଲେ । କାର୍ଯ୍ୟକ୍ରମ କୁ ପଲ୍ଲୀ ଆଲୋକ ପାଠାଗାର ସମ୍ପାଦକ ପ୍ରଶାନ୍ତ ନାୟକ ପରିଚାଳନା କରିଥିବା ବେଳେ ଗୋବିନ୍ଦ ଚନ୍ଦ୍ର ବିଶି, ଦିଲୀପ କୁଅଁର, ଦେବଦତ୍ତ ଦଣ୍ଡସେନା, ପ୍ରହଲ୍ଲାଦ ପଧାନ, ପ୍ରଶାନ୍ତ କୁଅଁର, ରଞ୍ଜନ ମହାଳିଙ୍ଗ, ରମେଶ ପଧାନ,ଆଶିଷ ବିଶ୍ୱାଳ ସମେତ ସମସ୍ତ ସଭ୍ୟ ଓ ଗ୍ରାମ ବାସି ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like