-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଧରମସିଂମାଝି ମାନ୍‌ଧାତାଙ୍କ ମହଲର ପୁନଃନିର୍ମାଣ କାମ ତଦାରଖ କଲେ ଜିଲ୍ଲାପାଳ

03-Jan-2026



ବଲାଙ୍ଗିର(ପ୍ରେରଣା ଖବର): -ବଲାଙ୍ଗୀର ଜିଲ୍ଲାର ପ୍ରଥମ ସ୍ୱାଧିନତାସଂଗ୍ରାମୀ ସହିଦ ଧରମସିଂମାଝୀ ମାନଧାତାଙ୍କ ଜନ୍ମମାଟି ଆଠଗାଁକୁ ବରପୁତ୍ର ଐତିହ୍ୟଗ୍ରାମ ଘୋଷଣା କରାଯାଇଛି । ରାଜ୍ୟର ୨୫ଜଣ  ବରପୁତ୍ରଙ୍କ ତାଲିକାରେ ଆଠଗାଁର ଧରମସିଂମାଝୀ ମାନଧାତାଙ୍କ ନାମ ରହିଛି । ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ଏହି ଘୋଷଣା ପରେ ବଲାଙ୍ଗୀରବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି । ଏହି ଗ୍ରାମର ବିକାଶ ପାଇଁ ରାଜ୍ୟସରକାର ଆଉ ୧୫କୋଟି ଟଙ୍କା ଖର୍ଚ୍ଚ କରିବେ ।
    ଇତିହାସ କହେ ଆଠଗାଁର ଜମିଦାର ଧରସିଂମାଝି ମାନଧାତା ୧୮୫୩ ମସିହାରେ ଚକୋରାବିଶୋଇ,ରେଣ୍ଡୋ ମାଝୀଙ୍କ ସହିତ ମିଶି କନ୍ଧମେଳି କରି ବ୍ରିଟିସ ସାମ୍ରାଜ୍ୟ ବିରୁଦ୍ଧରେ ସଂଗ୍ରାମ କରିଥିଲେ । ସେ ଚକୋରା ବିଶୋଇ ଓ ରେଣ୍ଡୋ ମାଝୀଙ୍କ ସହ ତାଙ୍କର ସହଯୋଗୀମାନଙ୍କୁ ଆଶ୍ରୟ ମଧ୍ୟ ଦେଇଥିଲେ । ବ୍ରିଟିସ ସାମ୍ରାଜ୍ୟ ବିରୁଦ୍ଧରେ ଲଢେଇ କରି ଶେଷରେ ଗିରଫ ହୋଇ ନାଗପୁର ଜେଲରେ ମୃତ୍ୟୁବରଣ କରିଥିଲେ । ତାଙ୍କୁ ବଲାଙ୍ଗୀରର ପ୍ରଥମ ସହିଦ ବୋଲି କୁହାଯାଏ । ପୂର୍ବ ନବୀନ ସରକାର ସମୟରେ ଆଠଗାଁ ସ୍ôଥିତ ଧରମସିଂମାଝୀଙ୍କ ମହଲର ପୁନଃରୁଦ୍ଧାର କାମ

ଆରମ୍ଭ କରାଯାଇଥିଲା । ୪କୋଟି୮୯ ଲକ୍ଷ ଟଙ୍କାରେ ଏହାର ପୁନଃରୁଦ୍ଧାର କାମ ଆଗେଇ ଚାଲିଛି । ମୁଖ୍ୟମହଲ,ପୁଡାପାଠମନ୍ଦିର,ମହଲ ଚାରପଟେ ବାଡ,ଏଠାରେ ଥିବା ପୁସ୍କରିଣୀର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ତଥା ରାସ୍ତାକାମ କରାଯାଉଛି । ଏକ ଅବହେଳିତ ଐତିହ୍ୟପୀଠର ବିକାଶ କରାଯାଉଥିବାରୁ ବହୁଲୋକ ଏନେଇ ଖୁସି ବ୍ୟକ୍ତ କରିଛନ୍ତି । ବଲାଙ୍ଗୀର ଜିଲ୍ଲାପାଳ ଗୌରବଶିବାଜୀ ଇସଲୱାର ଗତ ୨୭ ତାରିଖରେ ଏହି ପୁନଃରୁଦ୍ଧାର କାମ ପରିଦର୍ଶନ କରିଛନ୍ତି । କାମକୁ ତ୍ୱରାନ୍ୱିତ କରି ଶେଷକରିବାକୁ କାର୍ଯ୍ୟକୁ କରାଉଥିବା ପୂର୍ତ୍ତବିଭାଗକୁ ନିର୍ଦ୍ଦେଶ କରିଛନ୍ତି । ଜିଲ୍ଲାପାଳ ଇସୱାଲଙ୍କ ଏହି ପରିଦର୍ଶନ ସମୟରେ  ସାଙ୍ଗରେ ବଲାଙ୍ଗୀର ଜିଲ୍ଲା ସଂସ୍କୃତିଅଧିକାରୀ ରଶ୍ମୀରଂଜନ ମିଶ୍ର,ପୂର୍ତ୍ତବିଭାଗର ତୁଷୁରା ଏସଡିଓ ଇଂ,ସାଲହା ଟୁଡୁ,କନିଷ୍ଠଯନ୍ତ୍ରୀ ବେହେରାବାବୁ ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like