-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଖେଳ

ଫ୍ରେଣ୍ଡସ କ୍ଳବ ତରଫରୁ ତୃତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ 

03-Jan-2026



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ସୁପରିଚିତ ଅନୁଷ୍ଠାନ ଫ୍ରେଣ୍ଡସ କ୍ଳବ ତରଫରୁ ତୃତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆସନ୍ତା ଜାନୁଆରୀ ୫ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ଆୟୋଜିତ ହେବାକୁ ଯାଉଛି l  ଆଜି ଏହି ସଂକ୍ରାନ୍ତରେ ଏକ ସାମ୍ବାଦିକ ସମ୍ମିଳନୀ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଆୟୋଜିତ ହୋଇଥିଲା l ଦିନ ଦିନକୁ ଫୁଟବଲ ପ୍ରତି ଲୋକଙ୍କ ଆଗ୍ରହ କମିବା, ଯୁବପିଢ଼ିଙ୍କ ମନରେ ଖେଳର ମାନ ବଢାଇବା ତଥା ସହର ମଧ୍ୟରେ ଥିବା ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆର ଉନ୍ନତି କରିବା ତଥା କ୍ରୀଡାରେ ଶାରୀରିକ, ମାନସିକ ସ୍ଥିତି ସଜାଗ ରୁହେ ସେହି ଲକ୍ଷ ନେଇ ଫ୍ରେଣ୍ଡସ କ୍ଳବ ଏହି ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଆୟୋଜନ କରୁଛି ବୋଲି ସଭାପତି ଲୋଟସ ଷଡ଼ଙ୍ଗୀ କହିଥିଲେ l ତାଶହ ଫ୍ରେଣ୍ଡସ କ୍ଳବ ସହ ବଲାଙ୍ଗିରର ଯୁବ ପିଢ଼ି, ବୁଦ୍ଧିଜୀବୀ, ସମସ୍ତ ସାମାଜିକ ଅନୁଷ୍ଠାନ, କ୍ରୀଡାପ୍ରେମୀ ସମ୍ପୃକ୍ତ ଥିବା କହିଥିଲେ l ଏହି ସପ୍ତାହେ ବ୍ୟାପି ଫୁଟବଲ ଟୁର୍ନାମେଣ୍ଟ ରେ ବଲାଙ୍ଗିର ,ବରଗଡ଼, ଭବାନୀପାଟଣା, ମୟୁରଭଞ୍ଜ, ଭଞ୍ଜନଗର, ରାଉଲକେଲା, ଝାରସୁଗୁଡା, ଢେଙ୍କାନାଳ ଭଳି ପ୍ରସିଦ୍ଧି ଲାଭ କରିଥିବା ଫୁଟବଲ ଟିମ ଅଂଶଗ୍ରହଣ କରୁଥୁବା ବେଳେ କୋଡିଏ ବର୍ଷ ଆଗରୁ ବଲାଙ୍ଗିର ର ବହୁ ଖେଳାଳି ଆନ୍ତର୍ଜାତିକ ତଥା ରାଜ୍ୟସ୍ତରୀୟରେ ସୁନାମ ଆଣିଥିଲେ ତାହା ଏବେ କମିବାରେ ଲାଗିଛି ପୁଣି ଥରେ ଏଠାକାର ଖେଳାଳି ଙ୍କୁ ଶିଖର ରେ ପହଂଚାଇବା ତଥା ଖେଳର ମାନ ରଖିବା ପାଇଁ ଏହି ଫୁଟବଲ ମହାକୁମ୍ଭ ର ଆୟୋଜନ ବୋଲି ସମ୍ପାଦକ ଜଗନ୍ନାଥ ମିଶ୍ର କହିଥିଲେ ତାସହ ବଲାଙ୍ଗିର ଜିଲ୍ଳା ର କ୍ରୀଡା କ୍ଷେତ୍ରେ ଉଲ୍ଲେଖନୀୟ ଅବଦାନ ପାଇଁ ପୁରୁଣା ନୁଆଁ ଖେଳାଳି ମାନଙ୍କୁ

ସମ୍ବର୍ଦ୍ଧିତ କରାଯିବ ବୋଲି କମିଟି ତରଫରୁ ସୂଚନା ଦିଆଯାଇଛି l
ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ଫ୍ରେଣ୍ଡସ କ୍ଳବର ସଭାପତି ଲୋଟସ ଷଡ଼ଙ୍ଗୀ, ସମ୍ପାଦକ ଜଗନ୍ନାଥ ମିଶ୍ର, କୋଷାଧକ୍ଷ ରଂଜିତ ବେହେରା, ସଂଯୋଜକ ମନୋଜ ମିଶ୍ର, ମଧୁ ବନଛୋର, ପ୍ରଭାକର ମିଶ୍ର, ଆକାଶ ମିଶ୍ର, ଶରତ ନନ୍ଦ,ସୁନୀଲ ବିଶ୍ୱାଳ,ପବିତ୍ର ଖୁଣ୍ଟିଆ,ସୋମନାଥ ମିଶ୍ର, ଗୋବିନ୍ଦ ଶତପଥୀ, ମନୋଜ ଦୀପ, ସଂଜୀବ ସାହୁ, ବଦ୍ରି  ମିଶ୍ର,କିଶୋର ଦଣ୍ଡସେନା, ନିଶାରକାନ୍ତ ନାଗ, କୈଳାଶ ମିଶ୍ର, ପୃଥ୍ୱୀରାଜ ବରାଡ଼,ଟିକୁ ପରିଛା, ରାମ ନାଏକ, ବିଦ୍ୟା ସାହୁ, ପ୍ରଦୀପ ସାହୁ, ରମା ମିଶ୍ର, ପିଣ୍ଟୁ ପୁରୋହିତ,ଦେବେନ ପାତ୍ର, ଲିଜୁ ସାହୁ, ଶଙ୍କର ନାଗ, ପ୍ରଦୀପ ସିଂ, କୁନା ମନହୀରା, ମୁନା ପାଲ, କମ୍ବୁ ତ୍ରିପାଠୀ, ଲକ୍ଷ୍ମୀ ସ୍ୱାଇଁ,ପୁଣ୍ୟ ତ୍ରିପାଠୀ, ନିତ୍ୟା ପଧାନ,ସୋନୁ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ l ଶେଷରେ ଜଗନ୍ନାଥ ମିଶ୍ର ଧନ୍ୟବାଦ  ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like