-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

କୁଲେରଗୁଡା ଠାରେ ମାତା ସାବିତ୍ରୀ ବାଇ ଫୁଲେ ଙ୍କ ଜନ୍ମଜୟନ୍ତୀ ଉତ୍ସବ ପାଳନ.

03-Jan-2026



କୋକସରା (ତ୍ରିନାଥ ବେଶ୍ରା )
 କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କୁଲେରଗୁଡା ସୋରିପଡା ଠାରେ ମାତା ସାବିତ୍ରୀ ବାଇ ଫୁଲେ ସଂଗଠନ, ମୂଳନୀବାସୀ ବହୁଜନ ମିଳିତ ମହାସଂଘ, ମହିଳା ଶାଖା ଓ କମ୍ୟୁନିଟି ସପୋର୍ଟ ଷ୍ଟାଫ କୋକସରା ବ୍ଲକ ତରଫରୁ ମାତା ସାବିତ୍ରୀ ବାଇ ଫୁଲେ ଙ୍କ  ୧୯୫ ତମ ଜୟନ୍ତୀ ପାଳନ କରାଯାଇଛି.l ମହିଳା ନେତ୍ରୀ ରମଣୀ ଦୁରିଆ ଙ୍କ ନେତୃତ୍ୱ ରେ ପରିଚାଳିତ ଉକ୍ତ କାର୍ଯ୍ୟକ୍ରମ ରେ ଜିଲ୍ଲା ଶିକ୍ଷା ଅଧିକାରୀ -ଧୀମାନ ରାଧାକାନ୍ତ ଛତ୍ରୀ, ମୁଖ୍ୟ ବକ୍ତା ଭାବେ- ଅବସର ପ୍ରାପ୍ତ ପ୍ରିନ୍ସପାଲ ଧୀମାନ ଛବିଲାଲ ସାହୁ.
ସମ୍ମାନିତ ଅତିଥି ଧୀମାନ ଡା ବିବେକାନନ୍ଦ ମହାନନ୍ଦ, କୋକସରା ବ୍ଲକ ଉପା-ଧ୍ୟକ୍ଷ ଧୀମାନ ରାଜୀବ କୁମାର ଅଗ୍ରୱାଲ, ଜିଲ୍ଲା ପରିଷଦ  ସଭ୍ୟ -ଧୀମାନ ହେମନ୍ତ ମାଝୀ, କୋକସରା ବ୍ଲକ ପୂର୍ବତନ , ଅଧ୍ୟକ୍ଷ.- ସଭ୍ୟାରାଣୀ ବାଗ, ମହିଳା ମୋର୍ଚା  ଜାତୀୟ ସଭାନେତ୍ରୀ - କମଳିନୀ ଯାଦବ, ସରପଞ୍ଚ - ଧୀମାନ ଜୟଲାଲ ନାଗ, ସମିତି ସଭ୍ୟ - ରାଜୀବ ଖମାରୀ, ବାମସେଫ ର କର୍ମକର୍ତା ଧୀମାନ ଡମ୍ବରୁଧର ମାଝୀ, ଧୀମାନ ଶଶୀଭୁଷଣ ମଙ୍ଗରାଜ, ଧୀମାନ ଲବ କରୁଆଁ, ମହେନ୍ଦ୍ର ଧଙ୍ଗଡ଼ାମାଝୀ, ମୂଳନୀବାସୀ ମହିଳା ସଂଗଠନର , ଏସ. ସୁଜାତା, ସ୍ନେହଲତା ଦୁର୍ଗା, ବୀଣାପାଣି ଦୁର୍ଗା, ଇନ୍ଦୁରେଖା ବାଗ, ପ୍ରେମିଶିଲା ପାଣିଗ୍ରାହୀ, ଜଳେନ୍ଦ୍ରି ଖମାରୀ, ରୁନି ନାଗ, ସରସ୍ବତୀ ସୋରି, ଯଶୋଦା ରାଉତ, ନିର ନାଏକ, ବନିତା ନାଏକ, ରିଙ୍କି ଆଚରି, ରୀନା ମାଝୀ, ହୀରାମଣି ଛତ୍ରିଆ, ଲକ୍ଷ୍ମୀପ୍ରିୟା ଦାସ, ସରିତା ଗୋପାଳ, ଜୁଲି ସେଠିଆ, ସମେତ ଶତାଧିକ ମହିଳା ଯୋଗ ଦେଇଥିଲେ.

ଅନ୍ୟ ମାନଙ୍କ ମଧରେ କୋକସରା କଲେଜ ପୂର୍ବତନ ଅଧ୍ୟକ୍ଷ  ଗୋବର୍ଦ୍ଧନ ବାଗ, ରଘୁନାଥ ଖମାରୀ, ଲାଲୁ ମେହେର, ହେଜମନ ନିଆଲ, ନିଆଲ, ଅଭିମନ୍ୟୁ ବାଗ,ଭୁଜବଲ ସୋରି, ପ୍ରଧାନୀ ବାଗ,  କେଶବ ମାଝୀ, ରମେଶ ମେହେର, ଦିଗାମ୍ବର ଦୁରିଆ, କିଶୋର ପଟେଲ ଆଦି ଶତାଧିକ ଲୋକ ଯୋଗ ଦେଇଥିଲେ,ଆଲୋଚକ ମାନେ ମାତା ସାବିତ୍ରୀ ବାଇ ଫୁଲେ ଙ୍କ ଜୀବନ ସଂଘର୍ଷ  ବିଷୟରେ ଅବଗତ କରିବା ସହିତ ଭାରତ ବର୍ଷ ରେ ମହିଳା ମାନଂକୁ ଶିକ୍ଷା ଦେବାପାଇଁ 18 ଟି ମହିଳା ସ୍କୁଲ ଖୋଲି ଶିକ୍ଷା ଦେଇଥିଲେ ବୋଲି ଆଜି ମହିଳା ମାନେ ଶିକ୍ଷା ର ଅଧିକାର ପାଇଛନ୍ତି l ତେଣୁ ତାଙ୍କର ଜୀବନୀ ଅଧୟନ  କରିବାର ଆବଶ୍ୟକତା ଅଛି  ବୋଲି ଆଲୋଚନା ହୋଇଥିଲେ.l ଖୁଣ୍ଟିଆ ଗ୍ରାମର ଶିଶୁ କଳାକାର ମାନଙ୍କ ଦ୍ୱାରା ଫୁଲେ ଙ୍କ ଜୀବବି ଉପରେ ଆଧାରିତ ନୃତ୍ୟ ପରିବେଷଣ କରିଥିଲେ. ଶେଷରେ ସଭାନେତ୍ରୀ ଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରାଯାଇଥିଲା.


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like