-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବିଶିଷ୍ଟ ବ୍ୟକ୍ତିଙ୍କୁ ଡକ୍ଟରେଟ ଉପାଧିରେ ସମ୍ମାନ

03-Jan-2026



 ବୀରମହାରାଜପୁରର(ବିନୋଦ ପାଣ୍ଡେ): ବୀରମହାରାଜ ପୁରର ବିଭିନ୍ନ କ୍ଷେତ୍ରରେ ଅଗ୍ରଗଣ୍ୟ ଅବଦାନ ରଖୁଥ‌ିବା ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଭାରତ ସରକାରଙ୍କ ରେଜିଷ୍ଟ୍ରିଭୂକ୍ତ ସଂସ୍ଥା ୱାର୍ଲଡ ଚେରିଟେବଲ ୱେଲଫେୟାର ଫାଉଣ୍ଡେସନ ପକ୍ଷରୁ ଡକ୍ଟରେଟ ଉପାଧି ପ୍ରଦାନ କରାଯାଇଛି। ଏହି ସମ୍ମାନ ସମାରୋହ ଅଞ୍ଚଳବାସୀଙ୍କ ମଧ୍ୟରେ ଗର୍ବ ଓ ଖୁସିର ଆବହା ସୃଷ୍ଟି କରିଛି। ଇଂରାଜୀ ସାହିତ୍ୟ କ୍ଷେତ୍ରରେ ଦୀର୍ଘବର୍ଷର ଅବଦାନ ପାଇଁ ଅଧ୍ୟାପକ ବିଜୟ କୁମାର ପୁରୋହିତ ଓ ଅଧ୍ୟାପକ ସୁଶାନ୍ତ କୁମାର ଦେହୁରୀଙ୍କୁ ଡକ୍ଟରେଟ ଉଉପାଧିରେ ସମ୍ମାନିତ କରାଯାଇଛି। ସେମାନଙ୍କର ଶିକ୍ଷାଦାନ, ଗବେଷଣା ଓ ଛାତ୍ରଛାତ୍ରୀ ଗଢ଼ିବା କାର୍ଯ୍ୟ ସମାଜରେ ପ୍ରଶଂସନୀୟ ରହିଛି। ସମାଜ ସେବା କ୍ଷେତ୍ରରେ ନିର୍ଲୋଭ ଓ ନିଷ୍ଠାପୂର୍ଣ୍ଣ ସେବା ପାଇଁ ଅଧ୍ୟାପକ ଶିବ କୁମାର ପୁରୋହିତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ସେ ଦୀର୍ଘଦିନ ଧରି ସାମାଜିକ ଉନ୍ନତି ଓ ଜନକଲ୍ୟାଣମୂଳକ କାର୍ଯ୍ୟରେ ଜଡିତ ରହିଆସୁଛନ୍ତି। ଅର୍ଥନୀତି କ୍ଷେତ୍ରରେ ଶିକ୍ଷା ଓ ଗବେଷଣା

ମାଧ୍ୟମରେ ଗୁରୁତ୍ବପୂର୍ଣ୍ଣ ଅବଦାନ ପାଇଁ ଅଧ୍ୟାପକ ବାଳମକୁନ୍ଦ ବାରିକଙ୍କୁ ମଧ୍ୟ ଡକ୍ଟରେଟ ଉପାଧୂରେ ସମ୍ମାନିତ କରାଯାଇଛି। ଏହା ସହିତ ଓଡ଼ିଆ ସାହିତ୍ୟ ସୃଜନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଅବସର ପ୍ରାପ୍ତ ଷ୍ଟେଟ ବ୍ୟାଙ୍କ ମ୍ୟାନେଜର କମ୍ବୁଧର ସୁନା ଓ ଅଧ୍ୟାପକ ଯଜ୍ଞେଶ୍ବର ବିଶିଙ୍କୁ ମଧ୍ୟ ଏହି ଗୌରବ ଜନକ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଶିକ୍ଷା କ୍ଷେତ୍ରରେ ଅସାଧାରଣ ଅବଦାନ ଥିବାରୁ ଅଧ୍ୟାପକ ବିଶିଙ୍କୁ ସ୍ବତନ୍ନ ଭାବେ 'ବିଶିଷ୍ଟ ଶିକ୍ଷାବିତ' ଭାବରେ ସମ୍ବନ୍ଧିତ କରାଯାଇଛି। ଏହି ସମ୍ମାନ ପାଇଥିବା ବ୍ୟକ୍ତି ମାନଙ୍କ ସଫଳତାରେ ସମଗ୍ର ବୀରମହାରାଜପୁର ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like