-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ରାଜବୈଦ୍ୟ ସ୍ବର୍ଗତ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିର ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

04-Jan-2026



ବଲାଙ୍ଗିର(ପ୍ରେରଣା ଖବର): ରାଜବୈଦ୍ୟ ସ୍ବର୍ଗତ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ଭାରତୀ ନୀଡ, ଆଦର୍ଶ ପଡା, ବଲାଙ୍ଗିର ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ସଭା ସରୋଜିନୀ ରେସିଡେନ୍ସୀ ଠାରେ ଅନୁଷ୍ଠିତ ହୋଇ ଯାଇଛି। ପ୍ରଥମ ଅଧିବେଶନରେ ସଭାପତି ଡ. ଲକ୍ଷ୍ମଣ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ନାଟ୍ଯ ଭୂଷଣ ଜଗଦାନନ୍ଦ ଛୁରିଆ ଯୋଗ ଦେଇଥିଲେ। ଏଥିରେ ଉଦ୍ଘାଟକ ଭାବେ ବଲାଙ୍ଗିରର ବିଶିଷ୍ଟ ବ୍ୟବସାୟୀ କିଶୋର କୁମାର ରଥ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ।

ଅନୁଷ୍ଠାନର ରାଜ୍ୟ ମହିଳା ସଭାନେତ୍ରୀ ଡା. ଶ୍ବେତା ମିଶ୍ର ଓ ରାଜ୍ୟ ସଦସ୍ୟ ରଘୁନନ୍ଦନ ସିଂ ମଞ୍ଚାସୀନ ଥିଲେ। ପ୍ରତିଷ୍ଠାତା ସଂପାଦକ ଡ. ନବ କିଶୋର ବେହେରା ସଭା ସଞ୍ଚାଳନ କରିଥିଲେ। ଦ୍ବିତୀୟ ଅଧିବେଶନରେ ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ରାଜେନ୍ଦ୍ର ବିଶ୍ବ ବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ବେହେରା ଯୋଗ ଦେଇ ସମ୍ବର୍ଦ୍ଧିତ ପ୍ରତିଭାମାନଙ୍କୁ ସମ୍ମାନିତ କରିଥିଲେ। ମୁଖ୍ୟ ବକ୍ତା ଭାବେ ରାଜ୍ୟ ପ୍ରବକ୍ତା ବାଗ୍ମୀ ରାଜମଣି ସାହୁ ଯୋଗ ଦେଇଥିଲେ। ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ଡ଼.ନବକିଶୋର ବେହେରା ବିବରଣୀ ପ୍ରଦାନ କରିଥିଲେ। ଆଶୁକବି ଡ. ହେମନ୍ତ କୁମାର ଦାଶ ସଭା ସଞ୍ଚାଳନ କରିଥିଲେ। ଏହି ଅବସରରେ ଯୋଗେଶ୍ୱର ସାହୁଙ୍କ "ଆଶ୍ରା" ଉପନ୍ୟାସ ଉନ୍ମୋଚିତ ହୋଇଥିଲା। ଅନୁଷ୍ଠାନ ତରଫରୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁଙ୍କୁ ଓଡିଶା ପ୍ରଶାସନିକ ସେବା ରତ୍ନ ପୁରସ୍କାର ଓ ଝସକେତନ ଗୁରୁଙ୍କୁ ବୈଦ୍ଯରାଜ ଉପାଧି ପ୍ରଦାନ କରାଯାଇଥିଲା। ଏହି ଅବସରରେ ସମାଜର ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ୧୫ ଜଣ ପ୍ରତିଭାଙ୍କୁ

ସମ୍ବର୍ଦ୍ଧିତ କରା ଯାଇଥିଲା। କୋଶଲ ରତ୍ନ ସୁଶୀଳ କୁମାର ଗୁରୁ, ସେବା ସାରଥୀ ପିଙ୍କୁ ଅଗ୍ରୱାଲ, ମୁଚୁକୁନ୍ଦ  ମିଶ୍ର, ଶୁଭ୍ରାଂଶୁ ଶେଖର ପଣ୍ଡା, ପ୍ରତିଭା ବାଦୀ,ବିଷ୍ଣୁ ପ୍ରସାଦ ତ୍ରିପାଠୀ, ଲୋକନାଥ ଦଳବେହେରା, ଡ.ଗୋପିକୃଷ୍ଣ ପାଣ୍ଡିଆ, ନିରୁପମା ମିଶ୍ର, ଧିରୋଜ ପାତ୍ର, ଡା.ସୁମନ୍ତ କୁମାର ପାଢୀ,ଡ. କୁଞ୍ଜଲତା ପ୍ରଧାନ, ତୃପ୍ତିମୟୀ ତ୍ରିପାଠୀ, ଅନିମା ଶତପଥୀ ଓ ଆଶୁତୋଷ ଠାକୁରଙ୍କୁ ଉପଢୌକନ, ମାନପତ୍ର ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ଶେଷରେ ରବୀନ୍ଦ୍ର କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like