-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

କୋଶଲି ଫିଲ୍ମ ନୋ ଗିଲ୍‌ଟ ନୋ ସରି ପ୍ରଦର୍ଶିତ

04-Jan-2026



ବଲାଙ୍ଗିର- ନାଟ୍ୟକ୍ରାନ୍ତି ର ବାର୍ଷିକ ଉତ୍ସବ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ପାଳିତ ହୋଇଯାଇଛି । ପ୍ରଥମେ ସ୍ୱର୍ଗତ ସଂଜୟ ଶେଖର ଭୋଇଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇ ମଂଚ ସମର୍ପଣ କରାଯାଇଥିଲା । ଉତ୍ସବରେ ସଭାପତି ରାଜେନ୍ଦ୍ର କୁମାର ଶର୍ମା, ସଂପାଦକ ସୁରେନ୍ଦ୍ର କୁମାର ତ୍ରିପାଠି, ମୁଖ୍ୟ ଅତିଥି ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ଯୋଗେଶ୍ୱର ସାହୁ ଓ ଉପ-ସଭାପତି ପ୍ରଫେସର ତରୁଣ କୁମାର ମିଶ୍ର ମଂଚାସିନ ଥିଲେ । ଏ ଅବସରରେ କୋଶଲି ଚଳଚ୍ଚିତ୍ର ନୋ ଗିଲ୍‌ଟ ନୋ ସରି ପ୍ରଦର୍ଶିତ ହୋଇଥିଲା । କାହାଣି, ଚିତ୍ରନାଟ୍ୟ ଓ ନିର୍ଦ୍ଦେଶନା ଦେଇଥିଲେ ଅବଦୁଲ ଜମାଲ ଖାନ । ଅଭିନୟରେ ଆକ୍ରମ ଦୁରାନି, ବନ୍ଦନା, ସଂଗୀତା ଦାଶ, ତରୁଣ ମିଶ୍ର, ସୁରେନ୍ଦ୍ର

ତ୍ରିପାଠି, ଧିରେନ୍ଦ୍ର ସିଂଦେଓ, ନିଳାଚଳ ଚିରଗୁନ, ବିମଲ ଚକ୍ରବର୍ତ୍ତି, ଗୁରୁଦାଶ ସିଂ, ଶରତ ହୋତା, ସତ୍ୟ ସିଂଦେଓ, ସୌରଭ ଶତପଥି ପ୍ରମୁଖ ଥିଲେ । ସହ-ନିର୍ଦ୍ଦେଶନା ରେ ଅଜିତ ପ୍ରଧାନ, ଚିତ୍ର ଉତ୍ତୋଳନ ଓ ସଂପାଦନା ରେ ରାମ ସାହୁ ଏବଂ ସଂଗୀତ ରେ କ୍ରିଷ୍ଣା ସାହୁ ଥିଲେ । ପରେ ପରେ ଏକ ହିନ୍ଦି ନାଟକ ଜମାଲ ଖାନଙ୍କ ଦ୍ୱାରା ଲିଖିତ ଓ ନିର୍ଦ୍ଦେଶିତ “ଟୁଟା ହୁଆ ସିତାରା” ପ୍ରଦର୍ଶିତ ହୋଇଥିଲା । ଏଥିରେ ଜମାଲ ଖାନ ଓ ସଂଗୀତା ଦାଶ ଅଭିନୟ କରିଥିଲେ । ଏଥିରେ ବହୁ ନାଟ୍ୟପ୍ରେମୀ ଓ ବୁଦ୍ଧିଜିବି ଉପସ୍ଥିତ ରହି କୋଶଲି ଚଳଚ୍ଚିତ୍ର ଓ ହିନ୍ଦି ନାଟକ କୁ ଉପଭୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like