-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

କନ୍ଧମାଳ: ୨୫ଦିନ ହେବ ଜିଓ ଟାୱାର ଅଚଳ

05-Jan-2026



କନ୍ଧମାଳ ଜିଲ୍ଲାରୁ ମୃତ୍ୟୁଞ୍ଜୟ ଦିଗାଲ ଙ୍କ ରିପୋର୍ଟ 

କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ପାଙ୍ଗା ଉପର ସାହି ପଞ୍ଚାୟତ ଉପର ମାଲା ଗାଁ ରେ ନିର୍ମାଣ ହୋଇ ଥିବା Jio(ଜିଓ) ଟାୱାର ୨୫ ଦିନ ହବ ବନ୍ଦ ହୋଇ ପଡ଼ିରହିଛି । ଲୋକ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି ଟାୱାର ଥାଇ ସୁଦ୍ଧା କାର୍ଯ୍ୟକ୍ଷମ ନ ହେବା ବହୁତ ଦୁଃଖ ର ବିଷୟ ଅଟେ I ଏହି ଗାଁ ପାଖା ପାଖି ୧୫୦୦ ରୁ ଅଧିକ ଲୋକ ବସବାସ କରନ୍ତି ନେଟ ୱାର୍କ ଚାଲୁ କରିବା ନିମନ୍ତେ ବାରମ୍ବାର ଜିଓ ଅଫିସ କୁ ଦୌଡିଲେ ମଧ୍ୟ ହବ କାଲି ହବ କହି  ଜିଓ  ଏସ୍ ଡି ଓ  ଗଭୀର ପ୍ରତିଶୁତି ଦେଇଛନ୍ତି I ଏହି ଗାଁ ରେ କୋୖଣସି ନେଟ ୱାର୍କ ନ ଥିବାରୁ ଲୋକ ମାନେ ନାହିଁ ନ ଥିବାର ଅସୁବିଧା ର ସମ୍ମୁଖୀନ ଭୋଗୁଛନ୍ତି ।ଇଣ୍ଟରନେଟ ଅସୁବିଧା କାରଣରୁ MGNREGA  ରେ କାର୍ଯ୍ୟ କରୁଥିବା  ପାଞ୍ଚଟି ଗାଁର  ଗାଁସାଥୀ  ମାନେ  ବହୁ ଅସୁବିଧା ରେ ସମ୍ମୁଖୀନ ହେଉଛନ୍ତି।   ଏନ୍ ଏମ୍ ଏସ୍ କରିବା ପାଇଁ ପ୍ରାୟ ୫ କିଲୋମିଟର  ଦୁରକୁ ଯିବାକୁ ପଡୁଛି। ଗାଁ ରେ ଏକ ସରକାରୀ ଉଚ୍ଚ ବିଦ୍ୟାଳୟ ଅଛି ଦୈନନ୍ଦିନ ଅନଲାଇନ ରେ ପାଠ ପଢିବା ପାଇଁ ଛାତ୍ର ଛାତ୍ରୀ ମାନେ ସନ୍ଧ୍ୟା ସମୟରେ ପ୍ରାୟ ୫ କିଲୋମିଟର ଦୂରକୁ ଯାଇ ଅନଲାଇନ ପାଠ ପଢ଼ୁଛନ୍ତି ।ନିଜ ଗାଁ ରେ ଜିଓ ଟାୱାର ଥାଇ ମଧ୍ୟ ଅନ୍ୟ ଗାଁକୁ ୫ କିଲୋମିଟର ଯିବାକୁ ପଡୁଛି।ଛାତ୍ର ଛାତ୍ରୀ ମାନେ  ବହୁତ ଅସୁବିଧାର ସମ୍ମୁଖୀନ ହେଉଥିବା ର ଦେଖି ବିକୁମିଳିଛି । ଛାତ୍ର ଛାତ୍ରୀମାନେ ଇଣ୍ଟରନେଟର ସୁବିଧା ଓ ସୁଯୋଗ ପାଉନାହାଁନ୍ତି I ବର୍ତମାନ ଏହି ଡିଜିଟାଲ ଦୁନିଆରେ ଇଣ୍ଟେର୍ନେଟ ର ବହୁଳ ଆବଶ୍ୟକ ହେଉଥିବା ବେଳେ ଏଠି ଶହ ସହ ଜିଓ ନେଟ ୱାର୍କ ସ୍ଥାପନ ହୋଇ ଥିଲେ ମଧ୍ୟ ସଂଯୋଗ କରା ଯାଉ ନାହିଁ ବାରମ୍ବାର ଅଭିଯୋଗ କଲେ ମଧ୍ୟ କାହାର କର୍ଣ ପାତ ନାହିଁ ଆଗାମୀ ଦିନରେ ଯଦି ଏହି ନେଟ ୱାର୍କ ମରାମତି ନ ହୁଏ ତେବେ ଗାଁ ର ଲୋକେ Jio  ଜିଓ କାର୍ଯ୍ୟାଳୟ ଫୁଲବାଣୀ ରେ ଧାରଣା ରେ ବସିବେ ବୋଲି ଉକ୍ତ ଗାଁ ର ସରପଞ୍ଚ ଶ୍ରୀମତୀ ରଶ୍ମୀତା କହଁର, ସମିତି ସଭ୍ୟ ଦିଲୀପ ଦିଗାଲ, ସନ୍ୟାସୀ କହଁର, ବାଳକୃଷ୍ଣ କହଁର, ଶ୍ରୀକାନ୍ତ ଦିଗାଲ, ରଞ୍ଜିତ କହଁର,ଲୁଚନ ଦିଗାଲ , କେଶବ କହଁର ସମେତ ଗାଁ ର ବୁଦ୍ଧି ଯିବି ମତ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like