-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

*ଡାଲଖାଇ ନାଚ ର ତାଳେ ତାଳେ ଉଦଯାପିତ ହେଲା ପଏଁରୀ ତିହାର*-

05-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)ପଏଁରୀ ଅନୁଷ୍ଠାନ ଦ୍ଵାରା ଆୟୋଜିତ ପଏଁରୀ ତିହାର ୨୦୨୬ ଡାଲଖାଇ ନାଚ ଗୀତ ତାଳେ ତାଳେ ଆଜି ଉଦଯାପିତ ହୋଇଯାଇଛି l ଶେଷ ସଂଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମ ରେ ପଏଁରୀ ଅନୁଷ୍ଠାନ ଦ୍ଵାରା ପରିବେଷିତ ଚପ୍ କରାଟି , ବଜନିଆ ସ୍ଵୟମ ଏକାଡେମୀ ସମ୍ବଲପୁର ର ଫୋକ ଡ୍ୟା, ମା ନାକେଇ ସୁନି ଚୈତି ର ଘୋଡ଼ା ନାଚ, ଡ଼ାଲ ଖାଇ ରୁମକୁ ଝୁମାନା ବିନିକା ର ଗୀତ ନାଚ ରେ ଦର୍ଶକ ବିଳମ୍ବିତ ରାତି ଯାଏ ମନଭରି  ଉପଭୋଗ କରିଥିଲେ। ତିନିଦିନ ବ୍ୟାପି ଏହି ଏହି ତିହାରକୁ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ,  ସଂଗୀତ ନାଟକ ଏକାଡେମୀ ନୂଆଁଦିଲ୍ଲୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାର ଓ ଜିଲ୍ଲା ସଂସ୍କୃତି ପରିଷଦ,ସୁବର୍ଣ୍ଣପୁର ଙ୍କ ସହଯୋଗ ରେ ଆୟୋଜିତ ହେଉଥିବା ପଏଁରୀ ଚଳିତ ବର୍ଷ ମା ସୁରେଶ୍ୱରୀ ମନ୍ଦିର ପରିସରରେ ଆୟୋଜିତ ହୋଇଥିଲା ।  ଉଦଯାପନୀ ସଂନ୍ଧ୍ୟା ର ସଭା କାର୍ଯ୍ୟକ୍ରମ ସଭାପତି ଲଡୁ କିଶୋର ମଲ୍ଲିକ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ବେଳେ ସଭାକାର୍ଯ୍ୟ ରେ ଅତିଥି ସମୁହ ପ୍ରଥମେ ମାଁ ସୁରେଶ୍ୱରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ

 କରିଥିଲେ।

ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ  ସୋନପୁର ର କଳା ସଂସ୍କୃତି କୁ ଦେଖିଲେ ମୋତେ ନିଜେ ବି ଗାଇବାକୁ ନାଚିବାକୁ ପ୍ରବଳ ଇଛା ହେଉଛି ବୋଲି ଆୟୋଜକ ଓ ଦର୍ଶକ ଙ୍କୁ ଖୁସି କରିଥିଲେ l ଆଉ ନାଚ ଗୀତ କଳା ଶିଖି ନ ଥିବା ସାରା ସୁବର୍ଣ୍ଣପୁର ଜିଲ୍ଲା ଭିତରେ ବୋଧେ ମୁଁ ଏକା ଥିବି  ଯେଉଁଟା କି ମୋ ପାଇଁ ଅବଶୋଷ ବୋଲି ଜିଲ୍ଲାପାଳ  ଡ଼ ସାହୁ କହିଥିଲେ  l  ସମ୍ମାନିତ ଅତିଥି ଭାବରେ ସୋନପୁର ଉପ ଜିଲ୍ଲାପାଳ ଡ଼ ସୌମ୍ୟ ରୂପା ରଥ, ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ, ପ୍ରାକ୍ତନ ମତ୍ସ୍ୟ ନିଗମ ଅଧ୍ୟକ୍ଷଅଭିମନ୍ୟୁ କୁଶଳ, ଗଦାଧର ବାରିକ, କବି ଆର୍ତ୍ତ ତ୍ରାଣ ବାବୁ, ଶ୍ରୀ ହରି ଗ୍ରୁପ୍ ଅଫ ଇନ୍ ଷ୍ଟ୍ଟିଚିୟୁଟ ର ଅଧ୍ୟକ୍ଷ ରାଜେଶ କୁମାର ମେହେର, ପୈରାଧ୍ୟକ୍ଷା ତାମସି ତାମସ୍ମିତା ନାୟକ, ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ  ନାରାୟଣ ଲୁହା ଯୋଗଦେଇଥିଲେ। ଆଜିକାର ସମ୍ବର୍ଦ୍ଧନା ପର୍ବ ରେ ପଏଁରୀ ସମ୍ମାନ ରେ ବିଶିଷ୍ଟ କଳାକାର ଙ୍କୁ ଓ  ସହରର କିଛି ବରିଷ୍ଠ ସାମ୍ବାଦିକ ଙ୍କୁ ସର୍ମ୍ବଦ୍ଧନା ପ୍ରଦାନ କରାଯାଇଥିଲା। ପଏଁରୀ ର ଉପ ସଭାପତି ପ୍ରଫୁଲ୍ଲ  କୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଶିଷ୍ଟକଣ୍ଠଶିଳ୍ପୀ- ନୁର ବେଗମ, ନବିନ କୁଅଁର, ପଦ୍ମଲୋଚନ ସାହୁ, ବ୍ରହ୍ଣା କୁମ୍ଭାର, ମସ୍ତରାମ ସୁନା, ଶାନ୍ତନୁ ମୁନା ପ୍ରମୁଖ କଳାକାର ଲୋକ ସଙ୍ଗୀତ ଗାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like