-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସରକାରୀ ବାଳିକା ବିଦ୍ୟାଳୟର ଛାତ୍ରୀଙ୍କ ପାଇଁ ଶିଶୁ ସୁରକ୍ଷା ଓ ସଚେତନତା କାର୍ଯ୍ୟକ୍ରମ

05-Jan-2026



ବଲାଙ୍ଗୀର, ବଲାଙ୍ଗୀର ଜିଲ୍ଲାର ସରକାରୀ ବାଳିକା ବିଦ୍ୟାଳୟ ର ଛାତ୍ରୀ ଙ୍କ ପାଇଁ ଶିଶୁ ସୁରକ୍ଷା ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି।ଏହି ଅବସରରେ ସ୍କୁଲ ର ପ୍ରଧାନ ଶିକ୍ଷୟିତ୍ରୀ ନୂତନ ନାୟକ ଙ୍କ ସଭାପତିତ୍ବରେ ସଚେତନତା କାର୍ଯକ୍ରମ ଅନୁଷ୍ଟିତ ହୋଇଥିଲା।ପ୍ରାରମ୍ଭରେ  ଶିକ୍ଷକ ସୁରେଶ ବାରିକ ସମସ୍ତଙ୍କୁ ସ୍ଵାଗତ  ଜଣାଇ ଥିଲେ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ସାମାଜିକ କର୍ମୀ ଅରୁଣ  ଖୁଆସ କିଶୋର ନ୍ୟାୟ ଯତ୍ନ ଏବଂ ସୁରକ୍ଷା ଆଇନ ୨୦୧୫,ବାଲ୍ୟ ବିବାହ ନିରୋଧ ଆଇନ୍ ୨୦୦୬,ମିଶନ ବାତ୍ସଲ୍ୟ ୨୦୨୨,ପୋଷ୍ୟ ସନ୍ତାନ ଗ୍ରହଣ  ଅଧିନିୟମ ୨୦୨୨(ନୂତନ) ଉପରେ ସଚେତନତା କରିଥିଲେ।ଏହି ଅବସରରେ ଅରୁଣା ର ଜିଲ୍ଳା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ଶିଶୁ ସୁରକ୍ଷା ପାଇଁ ଥିବା ବିଭିନ୍ନ ଯୋଜନା ଉପରେ ଜଣାଇଥିଲେ ଯଥା ଆଶିର୍ବାଦ ଯୋଜନା ରେ ୧.୪.୨୦୨୦ ରୁ ୧୫.୯.୨୦୨୧ ଭିତରେ ମୃତ୍ୟୁ ବରଣ କରିଥିବା ଘରର ମୁଖ୍ୟ ହୋଇଥିଲେ ଶିଶୁ ମାନଙ୍କୁ ୧୮ ବର୍ଷ ପର୍ଯ୍ୟନ୍ତ ୧୫୦୦/- ଏବଂ ଉଭୟ ଙ୍କ(ପିତା, ମାତା) ମୃତ୍ରୁ

ହୋଇଥିଲେ ୨୫୦୦/- ମିଳୁଛି,୧୮ ବର୍ଷ ପରେ ସେହି ହିତାଧିକାରୀମାନଙ୍କ ପାଇଁ ଗ୍ରୀନ ପେସେଜ ସାର୍ଟିଫିକେଟ ପ୍ରଦାନ କରାଯାଏ ଯାହା ଫଳରେ ମାଗଣାରେ ସରକାରୀ ପାଠ ଦେୟ ମୁକ୍ତ ହୋଇଥାଏ ।ଯଶୋଦା ଯୋଜନାରେ ମଧ୍ୟ ୨୧ ବର୍ଷ ପର୍ଯ୍ୟନ୍ତ ବାର୍ଷିକ ଠାରେ ଆର୍ଥିକ ସହାୟତା ପ୍ରଦାନ କରାଯାଏ।ଏହି କାର୍ଯ୍ୟକ୍ରମରେ ଶିକ୍ଷକ ରଶ୍ମିତା ଦାସ,ଶିକ୍ଷକ ରଞ୍ଜିତ ମିଶ୍ର,ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ସାମାଜିକ କର୍ମୀ ହରିବନ୍ଧୁ ରାଉତ୍, ଡୋଳି ବେହେରା ,ଶିଶୁ ହେଲ୍ପ ଲାଇନର ର ଶ୍ରଦ୍ଧା ସିଂ,ସୁଦନ ଖମାରୀ ପ୍ରମୁଖ ଉପସ୍ଥିତ ଥିଲେ।ପରିଶେଷରେ  ଶିକ୍ଷକ ସୁରେଶ ବାରିକ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like