-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଖେଳ

ବଲାଙ୍ଗିର ଫ୍ରେଣ୍ଡ କ୍ଲବ ପକ୍ଷରୁ ତୃତୀୟ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟିତ

05-Jan-2026



ବଲାଙ୍ଗିର(ପ୍ରେରଣା ଖବର): ପୃଥ୍ୱୀରାଜ  ହାଇସ୍କୁଲ ଖେଳ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡ୍ସକ୍ଳବ ପକ୍ଷରୁ ତୃତୀୟ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।  ଆଜିର ଏହି ପ୍ରତିଯୋଗିତା ରେ ଉଦଘାଟକ ଭାବରେ ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ ଯୋଗଦେଇ ଉଦଘାଟନ କରିଥିବା ବେଳେ କ୍ଳବ ର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୂଖ୍ୟଅତିଥି ଭାବବରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ, ସମ୍ମନୀତ ଅତିଥି ଭାବରେ  ଜିଲ୍ଳା କ୍ରୀଡା ସଂସଦର ଯୁଗ୍ମ ସମ୍ପାଦକ ଶତ୍ରୁଘ୍ନ ସିଂ,ପୂର୍ଥୀରାଜ ହାଇସ୍କୁଲ ର ପ୍ରଧାନ ଶିକ୍ଷୟତ୍ରୀ ସନ୍ତୋଷିନୀ ସେଠି, ଜିଲ୍ଳା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର, ଅତିରିକ୍ତ ଜିଲ୍ଳା ଶିକ୍ଷା ଅଧିକାରୀ ପ୍ରବୀର ପଣ୍ଡା, କାଉନଶୀଳର ଶମ୍ଭୁ ନାଗ, ନନ୍ଦିନୀ ପୋଢ଼,କ୍ଲବ ର ସଧାରଣ ସମ୍ପାଦକ ଜଗନ୍ନାଥ ମିଶ୍ର ମଂଚାସିନ ଥିଲେ । ଦେବାଶିଷ ବାଗ, ସଞ୍ଜନ କୁଡେ଼ଇ, ମୋହନ ପ୍ରଧାନୀ, ନର୍ସିଂ ସ୍ୱାମୀ ନାଇଡ଼ୁ ପରିଚାଳନା କରିଥବା ବେଳେ ମ୍ୟାଚ କମିସନର ଭାବରେ ଶୁନିଲ ଚନ୍ଦ୍ର ବିଶ୍ୱାଲ ରହିଥିଲେ । ଆଜିର ଏହି ଉଦଘାଟନୀ ପ୍ରଥମ ଦିନର ଖେଳରେ ବରଗଡ ଯୁନାଇଟେଡ଼ ଫୁଟବଲ କ୍ଲବ ଏବଂ ସମ୍ବଲପୁର ଏକାଦଶ ଫୁଟବଲ କ୍ଳବ ମଧ୍ୟରେ ହୋଇଥିଲା l ୨-୦ ରେ ବରଗଡ଼ ଦଳ ବିଜୟ ହୋଇଥିଲା l ବରଗଡ ଦଳର ଇଦ୍ରିକ ଜର୍ସି ନମ୍ବର ୨୨ ଓ ଭାରତ ଜର୍ସି ନମ୍ବର ୨୦ଗୋଲ ଦେଇଥିଲେ l ଆଜିର ଏହି ଉଦଘାଟନି ଉତ୍ସବରେ ବଲାଙ୍ଗିର ବିଶିଷ୍ଠ କ୍ରିଡାବିତ ବିଜୟ କୁମାର ତ୍ରିପାଠୀ ଓ ବଳରାମ ବିଶୋଇ ଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମର୍ଦ୍ଧନା କରାଯାଇଥିଲା ।  ପବିତ୍ର ଖୁଣ୍ଟିଆ, ମଧୁ ବନଛୋର, ଲକ୍ଷ୍ମୀ ସ୍ୱାଇଁ, କିଶୋର ଦଣ୍ଡସେନା, ସୋମନାଥ ମିଶ୍ର , ଗୋବିନ୍ଦ ଶତପଥୀ, ସଞ୍ଜୀବ ସାହୁ, ମନୋଜ କୁମାର ମିଶ୍ର,ଆକାଶ ମିଶ୍ର, ମନୋଜ ଦୀପ, ପୃଥୀରାଜ ବରାଡ, ରାମ ନାଏକ, ସୋନୁ

ପଟ୍ଟନାୟକ, ପୂର୍ଣ୍ଣ ତ୍ରୀପାଠୀ, ଦେବେନ ପାତ୍ର, ବଦ୍ରି ମିଶ୍ର, ବବଲୁ କୁରସି, ଅରୁ, ଟିକୁ ପରିଚ୍ଚା, ନିତ୍ୟା ପଧାନ, ସନତ ତ୍ରିପାଠୀ, ପୃଥ୍ୱୀରାଜ ବରାଡ଼,ବିକାଶ ସା, ଆରୋ ରଞ୍ଜନ ମହାପାତ୍ର, ବିଦ୍ୟା ସାହୁ, ପ୍ରଦୀପ ସାହୁ, ଅରୁଣ ପଧାନ, ଯତୀନ୍ଦ୍ର ମିଶ୍ର, ସୁଶାନ୍ତ ନେଗୀ ପ୍ରମୁଖ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ଆସନ୍ତା କାଲି  ରାଉଲକେଲା ଷ୍ଟିଲ ସିଟି କ୍ଳବ ଓ ଭବାନୀପାଟଣା ଇଭିନିଙ୍ଗ କ୍ଳବ ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କମିଟୀ ପକ୍ଷରୁ ସୁଚନା ଦେଇଛନ୍ତି । ସଭାକୁ ଶରତ ନନ୍ଦ ପରିଚାଳନା କରିଥିବା ବେଳେ କ୍ଲବର ସଧାରଣସମ୍ପାଦକ ଶ୍ରୀ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like